Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

ରାଜ୍ୟ
Home ›› ରାଜ୍ୟ ››୪ ରୁ ୫ଦିନ ମଧ୍ୟରେ ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ସର୍ବାଧିକ ତାପମାତ୍ରା

୪ ରୁ ୫ଦିନ ମଧ୍ୟରେ ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ସର୍ବାଧିକ ତାପମାତ୍ରା

2026-04-12 05:47:44
15249
Share:
Facebook
Twitter
E-Mail
WhatsApp
Telegram
୪ ରୁ ୫ଦିନ ମଧ୍ୟରେ ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ସର୍ବାଧିକ ତାପମାତ୍ରା

ଭୁବନେଶ୍ୱର: ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଛି। ଟିଟିଲାଗଡ଼ରେ ପାରଦ ୩୯.୫ ଡିଗ୍ରୀ ଛୁଇଁଥିବାବେଳେ ବୌଦ୍ଧରେ ୩୯.୩, ପାରଳାଖେମୁଣ୍ଡିରେ ୩୯ ଡିଗ୍ରୀ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ରୁ ୫ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ପାରଦ ୪୦ଡିଗ୍ରୀ ଅତିକ୍ରମ କରିବ। ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଆଦି କିଛି ଅଞ୍ଚଳ‌ରେ ପାରଦ ୪୫ ଡିଗ୍ରୀ ପର୍ଯ୍ୟନ୍ତ ପହଞ୍ଚିବାର ସମ୍ଭାବନା ରହିଛି। ଅର୍ଥାତ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ନିଆଁ ବର୍ଷିବ। କିନ୍ତୁ ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପାରଦ ୪୦ ଡିଗ୍ରୀ ତଳେ ରହିବାର ସମ୍ଭାବନା ରହିଛି। ଉପକୂଳର ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ଅଧିକ ରହିବାରୁ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି।

ଶନିବାର ଭୁବନେଶ୍ବରରେ ପାରଦ ୩୭.୭ ଡିଗ୍ରୀ ଥିବାବେଳେ କଟକରେ ୩୭, ଅନୁଗୋଳରେ ୩୭.୭, ଝାରସୁଗୁଡ଼ା ଓ ସମ୍ବଲପୁରରେ ୩୮.୪, ହୀରାକୁଦରେ ୩୮.୮, ତାଳଚେର, ଭବାନୀପାଟଣା ଏବଂ ନୟାଗଡ଼ରେ ୩୮ ଡିଗ୍ରୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ଗରମ ଏବଂ ଗୁଳୁଗୁଳି ପାଇଁ ସତର୍କ ସୂଚନା ଜାରି କରାଯାଇଛି। ରବିବାର ଭବାନୀପାଟଣା, ଟିଟିଲାଗଡ଼ ଏବଂ ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ସୁନ୍ଦରଗଡ଼, ଝାରସୁୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର ଏବଂ ନୂଆପଡ଼ା ଜିଲାରେ ପାରଦ ଉପରମୁହାଁ ହେବାର ସମ୍ଭାବନା ରହିଛି।

Powered by Froala Editor

Tags Temperature

Related articles Odisha News Lens 4.1

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14552
    Jun 22, 2026
  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି
    ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14458
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14743
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14201
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13811
    Jun 21, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14803
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15288
    Jun 22, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15810
    Jun 21, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14669
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14201
    Jun 22, 2026
  • ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15810
    Jun 21, 2026
  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14552
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14669
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14548
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15573
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14433
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15760
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13769
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15288
    Jun 22, 2026
  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14458
    Jun 22, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15810
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In