Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

Home ›› ››୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

2026-04-13 02:47:42
15041
Share:
Facebook
Twitter
E-Mail
WhatsApp
Telegram
୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

୩ଜୁଲାଇରୁ ଚଳିତ ବର୍ଷ ଅମରନାଥ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଜମ୍ମୁ- କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା ଏହାର ଅଫିସିଆଲ ଘୋଷଣା କରିଛନ୍ତି । ଏବେ ଅମରନାଥ ଯାତ୍ରା ପ୍ରାୟ ୫୭ଦିନ ପର୍ଯ୍ୟନ୍ତ ଚାଲିବ । 

ଅମରନାଥ ଯାତ୍ରା ଲାଗି ପଞ୍ଜିକରଣ ଦେଶ ସାରା କେତେକ ବ୍ୟାଙ୍କ ଶାଖାରେ କରାଯିବ । ଏଥିରେ ଜମ୍ମୁ- କଶ୍ମୀର ବ୍ୟାଙ୍କ, ପଞ୍ଜାବ ନେଶନାଲ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଏବଂ ୟଶ ବ୍ୟାଙ୍କ ସାମିଲ ଅଛି । ପ୍ରାୟ ୫୫୪ ବ୍ୟାଙ୍କ ଶାଖାରେ ପଞ୍ଜିକରଣର ସୁବିଧା ଉପଲବ୍ଧ କରାଯିବ । ଯାତ୍ରା ଲାଗି ଶ୍ରଦ୍ଧାଳୁଙ୍କ ସର୍ବନିମ୍ନ ୧୩ବର୍ଷ ସର୍ବାଧିକ ୭୦ବର୍ଷ ନିର୍ଦ୍ଧାରିତ କରାଯାଇଛି । 

ଉପରାଜ୍ୟପାଳ ମନୋଜ ସିହ୍ନା କହିଛନ୍ତି କି, ପ୍ରଥମ ପୂଜା ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ଯାତ୍ରାର ଆରମ୍ଭ ଔପଚାରିକ ରୂପରେ ଆରମ୍ଭ ହେବ । ଭଗବାନ ଶିବଙ୍କ ଆଶିର୍ବାଦ ନେବା ଲାଗି ପ୍ରଥମ ପୂଜା ୨୯ଜୁନ୍ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ କରାଯିବ। ଯାତ୍ରା ଲାଗି ପଞ୍ଜିକରଣ ୧୫ ଏପ୍ରିଲରୁ ଆରମ୍ଭ ହେବ । ଯାହା ଅନଲାଇନ୍ ଏବଂ ଅଫଲାଇନ ଦୁଇଟି ମାଧ୍ୟମରେ କରାଯିବ ।

ପ୍ରତ୍ୟେକ ଯାତ୍ରୀଙ୍କୁ ପରିଚୟ ଲାଗି RFID କାର୍ଡ଼ ଦିଆଯିବ । ଏହାସହ ଯାତ୍ରୀଙ୍କୁ ଦୁର୍ଘଟଣା ବୀମାର ସୁବିଧା ବି ମିଳିବ । ଯାହାର ରାଶି ବଢାଇ ୧୦ଲକ୍ଷ ଟଙ୍କା କରିଦିଆଯାଇଛି । ଦୁର୍ଘଟଣା କିମ୍ବା ପ୍ରାକୃତିକ ମୃତ୍ୟୁ ହେଲେ ୫୦ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ।

Powered by Froala Editor

Tags amarnath

Related articles Odisha News Lens 4.1

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14573
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15185
    May 30, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15504
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14685
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14223
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14409
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14695
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13523
    May 30, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13866
    May 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    13921
    May 31, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14685
    May 30, 2026
  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14695
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17953
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14573
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14685
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14409
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15349
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14931
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15185
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15668
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14008
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15504
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15185
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14685
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In