Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

ରାଜ୍ୟ
Home ›› ରାଜ୍ୟ ››୨୧ ରେ ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୨୧ ରେ ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

2026-04-13 06:00:58
14301
Share:
Facebook
Twitter
E-Mail
WhatsApp
Telegram
୨୧ ରେ ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଉରକେଲା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୧ ତାରିଖରେ ରାଉରକେଲା ଆସୁଛନ୍ତି। ରାଷ୍ଟ୍ରପତି ଭାବରେ ଏହା ହେବ ତାଙ୍କ ପ୍ରଥମ ଆଗମନ। ସେ ଏଠାରେ ୫ ଘଣ୍ଟା ରହିବେ। ଏହି ପାଞ୍ଚ ଘଣ୍ଟାର ରହଣିରେ ରାଷ୍ଟ୍ରପତି ୧୫୮ କୋଟିର ବିଭିନ୍ନ ପ୍ରକଳ୍ପ ଉଦ୍‍ଘାଟନ କରିବେ। କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ସ୍ଥାନୀୟ ଗଣମାଧ୍ୟମକୁ ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି। ସ୍ଥାନୀୟ ବିଜେପି ଜିଲା କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଓରାମ ସୂଚନା ଦେଇ କହିଛନ୍ତି ଯେ ରାଷ୍ଟ୍ରପତି ନୂଆଦିଲ୍ଲୀରୁ ବିମାନ ଯୋଗେ ଆସି ଝାରସୁଗୁଡ଼ାରେ ଅବତରଣ କରିବେ। ସେଠାରୁ ହେଲିକପ୍ଟରରେ ରାଉରକେଲା ଆସି ଦିନ ପ୍ରାୟ ୧୧.୧୦ରେ ପହଞ୍ଚି ଅପରାହ୍ନ ୪ରେ ବିଦାୟ ନେବେ। ଏହି ୫ ଘଣ୍ଟାର ରହଣି କାଳରେ ସେ ପାନପୋଷ ହକି ଛକ ପାଖରେ ପ୍ରାୟ ୪୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଓ ସେହି ପରିସରରେ ୪୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଦିବାସୀ ସଂଗ୍ରହାଳୟ ଉଦ୍‌ଘାଟନ କରିବେ।

ଛେଣ୍ଡ କଲୋନୀ ବିଏସ୍‌ଏନ୍‌ଏଲ୍‌ ଛକରେ ୨୭ କୋଟି ଟଙ୍କାର ବିଜ୍ଞାନ ପାର୍କ ଓ ପ୍ଲାନେଟୋରିୟମକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ। କୋଏଲନଗରରେ ପ୍ରାୟ ୪୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା କୋଏଲ ନଦୀ କୂଳ ମନୋରଞ୍ଜନ ପାର୍କକୁ ମଧ୍ୟ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ। ସେକ୍ଟର-୧୩ ମେଲଣ ପଡ଼ିଆରେ ଏକ ସାର୍ବଜନୀନ ସଭାକୁ ସେ ସମ୍ବୋଧନ କରିବେ। ଏହି ସମାବେଶରେ ସୁନ୍ଦରଗଡ଼ ଜିଲାର ୧୦ ହଜାରରୁ ଅଧିକ ସ୍କୁଲ କଲେଜ ଛାତ୍ରଛାତ୍ରୀ ଯୋଗଦେବେ। 

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15447
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15323
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14783
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14221
    May 28, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14758
    May 28, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15752
    May 28, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15529
    May 29, 2026
  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14381
    May 28, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13987
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15752
    May 28, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14381
    May 28, 2026
  • ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15529
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16892
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17562
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17946
    Sep 06, 2023

ବିଶେଷ

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13987
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15183
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14880
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15806
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15098
    May 21, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15435
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15176
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15663
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14001
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15752
    May 28, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14783
    May 28, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15529
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In