Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

Home ›› ››ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

2026-04-14 07:06:19
14236
Share:
Facebook
Twitter
E-Mail
WhatsApp
Telegram
ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

ଉତ୍ତରପ୍ରଦେଶର ଶିଳ୍ପନଗରୀ ନୋଏଡ଼ାରେ ଦେଖାଦେଇଥିବା ଶ୍ରମିକ ଆନ୍ଦୋଳନ ଶେଷରେ ଉଗ୍ର ରୂପ ଧାରଣ କରିଛି ।  ଗୌତମ ବୁଦ୍ଧ ନଗରରେ ଚାଲିଥିବା ପ୍ରତିବାଦ ମଧ୍ୟରେ, ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଶ୍ରମିକମାନଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ଉଭୟ କୁଶଳୀଏବଂ ଅଣକୁଶଳୀ ଶ୍ରମିକଙ୍କ ପାଇଁ ପ୍ରାୟ ୨୧% ମଧ୍ୟବର୍ତ୍ତୀକାଳୀନ ମଜୁରୀ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ପିଛିଲା ଭାବେ ଏପ୍ରିଲ ୧ ତାରିଖରୁ ଲାଗୁହେବ। ବିଶେଷକରି ନୋଏଡା ଏବଂ ଗାଜିଆବାଦର ଶ୍ରମିକମାନେ ଏହା ଦ୍ବାରା ଉପକୃତ ହେବେ।

ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ, ଏହି ବର୍ଦ୍ଧିତ ମଜୁରୀକୁ ତିନୋଟି ଭାଗରେ ବିଭକ୍ତ କରାଯାଇଛି । ନୋଏଡ଼ା-ଗାଜିଆବାଦ, ମହାନଗର ନିଗମ ଅଧୀନରେ ଥିବା ସହର ଏବଂ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ପାଇଁ ପୃଥକ୍ ପୃଥକ୍ ହାର ସ୍ଥିର କରାଯାଇଛି । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୧୧,୩୧୩ରୁ ବୃଦ୍ଧି କରି ୧୩,୬୯୦ କରାଯାଇଛି । ମୋଟ୍ ୨,୩୭୭ ବୃଦ୍ଧି କରାଯାଇଛି । ଅର୍ଦ୍ଧ-କୁଶଳୀ ୧୨,୪୪୫ରୁ ବୃଦ୍ଧି କରି ୧୫,୦୫୯ କରାଯାଇଛି । ଅନ୍ୟପଟେ କୁଶଳ ଶ୍ରମିକଙ୍କ ମଜୁରୀ ୧୩,୯୪୦ରୁ ୧୬,୮୬୮କୁ ବୃଦ୍ଧି କରାଯାଇଛି ।

ଅନ୍ୟାନ୍ୟ ନଗର ନିଗମ ଜିଲ୍ଲାଗୁଡ଼ିକରେ ଶ୍ରମିକଙ୍କ ଦରମା ୧୫ ପ୍ରତିଶତ ବୃଦ୍ଧି ଘଟିବ। ଯେତେବେଳେ ବାକି ଜିଲ୍ଲାଗୁଡ଼ିକରେ ପ୍ରାୟ ୧୦ ପ୍ରତିଶତ ମଧ୍ୟବର୍ତ୍ତୀକାଳୀନ ବୃଦ୍ଧି ଘଟିବ ବୋଲି ଘୋଷଣରେ କୁହାଯାଇଛି। ଏହି ବୃଦ୍ଧି ହାରରେ ମୂଳ ଦରମା ଏବଂ ମହଙ୍ଗା ଭତ୍ତା ଉଭୟ ଅନ୍ତର୍ଭୁକ୍ତ। 

ସୋମବାର ସକାଳୁ ନୋଏଡ଼ା ସ୍ଥିତ 'ମଦରସନ' କମ୍ପାନୀରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ସମଗ୍ର ସହରରେ ଦେଖାଥିଲା । ପ୍ରାୟ ୪୦୦ରୁ ଅଧିକ କମ୍ପାନୀରେ ଭଙ୍ଗାରୁଜା କରାଯାଇଥିବା ବେଳେ ପ୍ରାୟ ୧୦୦୦ରୁ ଅଧିକ ଗାଡ଼ି ନଷ୍ଟ କରାଯାଇଛି । ଉତ୍ତ୍ୟକ୍ତ ଶ୍ରମିକମାନେ ଅନେକ ଯାନବାହନରେ ନିଆଁ ଲଗାଇ ଦେଇଥିଲେ । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଯାଇ ଜଣେ ସବ୍-ଇନ୍ସପେକ୍ଟରଙ୍କ ସମେତ ୫ ଜଣ ପୋଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । 

Powered by Froala Editor

Tags up

Related articles Odisha News Lens 4.1

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15812
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14112
    May 08, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14831
    May 08, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15551
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13731
    May 08, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15661
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13882
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14111
    May 08, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    14002
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15551
    May 07, 2026
  • ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13731
    May 08, 2026
  • ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14137
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17463
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17512
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17869
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16345
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14137
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15291
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15137
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13932
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14154
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15387
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15123
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15618
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13937
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15551
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13882
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15661
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In