ନିର୍ବାଚନ ଫଳାଫଳ ବାହାରିବା ପୂର୍ବରୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଇ ଏହା କହିଲେ ହିମନ୍ତ ବିଶ୍ୱ ଶର୍ମା
ପୁରୀ: ଆସାମ ବିଧାନସଭା ନିର୍ବାଚନ ଫଳାଫଳ ବାହାରିବା ପୂର୍ବରୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଇଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା।
ବୁଧବାର ଓଡ଼ିଶା ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ହିମନ୍ତ। ଏହି ସମୟରେ ସେ ଗଣମାଧ୍ୟମକୁ ବୟାନ ଦେଇ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି। ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଗଣମାଧ୍ୟମକୁ ନିଜର ବୟାନ ଦେଇଥିଲେ। ସେ କହିଥିଲେ ଯେ, ରାହୁଲ ଗାନ୍ଧୀ ଜଣେ ପାଗଳ ବ୍ୟକ୍ତି। ଆସାମରେ ଆମେ ନିଶ୍ଚିତ ଭାବରେ ସରକାର ଗଠନ କରିବୁ।
Powered by Froala Editor