Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ରାଜନୀତି
Home ›› ରାଜନୀତି ››ବିଜେପିର ରାଜ୍ୟ ସ୍ତରୀୟ ପୌରାଂଚଳ କମିଟି ଘୋଷଣା

ବିଜେପିର ରାଜ୍ୟ ସ୍ତରୀୟ ପୌରାଂଚଳ କମିଟି ଘୋଷଣା

2021-07-28 11:39:23
15998
Share:
Facebook
Twitter
E-Mail
WhatsApp
Telegram
ବିଜେପିର ରାଜ୍ୟ ସ୍ତରୀୟ ପୌରାଂଚଳ କମିଟି ଘୋଷଣା

- କମିଟିର ଅଧ୍ୟକ୍ଷ କେ.ଭି ସିଂହଦେଓ ଏବଂ ରାଜ୍ୟ ସଂଯୋଜକ ଡ. କୃଷ୍ଣଚନ୍ଦ୍ର ମହାପାତ୍ର


- ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ଜୟନାରାୟଣ ମିଶ୍ର ଓ ଜୟନ୍ତ ଷଡଙ୍ଗୀ, ସମୀର ଦେ,ଜୀବନ ପ୍ରଦୀପ ଦାସ, ପ୍ରକାଶ ବେହେରା, ନିହାର ରାୟ, ସୁନୀଲ ଶର୍ମା, ଉର୍ମିଳା ମହାପାତ୍ର, ଦିଲୀପ ମହାନ୍ତି, ତିରୁପତି ନାୟକ, ନୟନ କିଶୋର ମହାନ୍ତି, ବିନୋଦ ଦାସ, ଜଗନ୍ନାଥ ପ୍ରଧାନ, ସୀମାଂଚଳ ଖଟେଇ, ଦିଲୀପ ମିଶ୍ର ଏବଂ ଟଙ୍କଧର ତ୍ରିପାଠୀ ପ୍ରମୁଖ କମିଟିର ସଦସ୍ୟ


ଭୁବନେଶ୍ୱର - ଦଳୀୟ ସଂଗଠନକୁ ଆହୁରି ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ପୂର୍ବତନ ରାଜ୍ୟ ସଭାପତି ତଥା ପୂର୍ବତନ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କେ.ଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟ ସ୍ତରୀୟ ପୌରାଂଚଳ କମିଟି ଗଠନ କରାଯାଇଛି ଏବଂ ରାଜ୍ୟ ସଂଯୋଜକ ଭାବେ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି । ଏହି କମିଟିରେ ୧୭ ଜଣ ସଦସ୍ୟ ଅଛନ୍ତି ।


ଶ୍ରୀ ସିଂହଦେଓଙ୍କୁ ବଲାଙ୍ଗିର, ସୁବର୍ଣ୍ଣପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା ଜିଲ୍ଲା ଦାୟୀତ୍ୱ ଦିଆଯାଇଛି । ସେହିପରି ରାଜ୍ୟ ସଂଯୋଜକ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ବାରିପଦା (ମୟୁରଭଂଜ),ରାଇରଙ୍ଗପୁର (ମୟୁରଭଂଜ); ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଭୁବନେଶ୍ୱର ଓ ଖୋର୍ଦ୍ଧା; ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟନାରାୟଣ ମିଶ୍ରଙ୍କୁ ଦେବଗଡ, ସମ୍ବଲପୁର; ବିଧାୟକ ଜୟନ୍ତ ଷଡଙ୍ଗୀଙ୍କୁ ପୁରୀ; ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ପୂର୍ବତନ ନଗର ଉନ୍ନୟନ ମନ୍ତ୍ରୀ ସମୀର ଦେ ଏବଂ ବିନୋଦ ଦାସଙ୍କୁ କଟକ ସହର; ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ବାଲେଶ୍ୱର ଓ ଭଦ୍ରକ; ପୂର୍ବତନ ବିଧାୟକ ପ୍ରକାଶ ବେହେରାଙ୍କୁ କଟକ ସଦର;ପୂର୍ବତନ ନଗରପାଳ ନିହାର ରାୟଙ୍କୁ ପାନପୋଷ (ରାଉରକେଲା); ପୂର୍ବତନ ନଗରପାଳ ସୁନୀଲ ଶର୍ମାଙ୍କୁ ଅନୁଗୁଳ ଓ ଢେଙ୍କାନାଳ; ଭୁବନେଶ୍ୱର ମହାନଗର ନିଗମର ଉପ ନଗରପାଳ ଉର୍ମିଳା ମହାପାତ୍ରଙ୍କୁ ବୌଦ୍ଧ, କନ୍ଧମାଳ ଓ ନୟାଗଡ; ରାଜ୍ୟ ମୁଖପାତ୍ର ତଥା ପୂର୍ବତନ ବିଏମସି କର୍ପୋରେଟର ଦିଲୀପ ମହାନ୍ତି ଓ ପୂର୍ବତନ ନଗରପାଳ ତିରୁପତି ନାୟକଙ୍କୁ ଗଜପତି, ଗଂଜାମ ଓ ଘୁମୁସର; ବରିଷ୍ଠ ନେତା ନୟନ କିଶୋର ମହାନ୍ତିଙ୍କୁ କେନ୍ଦ୍ରାପଡା; ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କୁ ଜଗତସିଂହପୁର ଓ ଯାଜପୁର; ପୂର୍ବତନ ନଗରପାଳ ସୀମାଂଚଳ ଖଟେଇଙ୍କୁ କଳାହାଣ୍ଡି, ନୂଆପଡା ଓ ବରଗଡ; ପୂର୍ବତନ ନଗରପାଳ ଦିଲୀପ ମିଶ୍ରଙ୍କୁ କେଉଁଝର; ରାଜ୍ୟ ସଂପାଦକ ଟଙ୍କଧର ତ୍ରିପାଠୀଙ୍କୁ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ପ୍ରଭାରୀ ଭାବେ ଦାୟୀତ୍ୱ ପ୍ରଦାନ କରାଯାଇଛି ।


Powered by Froala Editor

Tags bjp odisha ,

Related articles Odisha News Lens 4.1

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13370
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14511
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13833
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13827
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15702
    Oct 10, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15627
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13667
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15254
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14032
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13370
    Oct 11, 2026
  • ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13474
    Oct 11, 2026
  • ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15254
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14503
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14609
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15616
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14289
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16026
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15796
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15025
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14026
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13370
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13827
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13474
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In