Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

  • ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ...

  • ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ...

  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

2026-04-20 06:53:23
16220
Share:
Facebook
Twitter
E-Mail
WhatsApp
Telegram
ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ବାଣ ତିଆରି କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ପ୍ରାୟ ୨୩ ଜଣଙ୍କ ମୃତ୍ୟୁ ଘଟିଛି । ୧୧ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୩ ମହିଳା ଥିବାବେଳେ ଜଣଙ୍କ ଶରୀର ୬୦%ରୁ ଅଧିକ ପୋଡ଼ି ଯାଇଛି। ମୃତ୍ୟୁ ସଂଖ୍ୟା ଆଗକୁ ଆହୁରି ବଢ଼ିବାର ଆଶଙ୍କା କରାଯାଉଛି।

କଟ୍ଟାନାରପଟ୍ଟି ଅଞ୍ଚଳରେ ଥିବା ଏକ ବାଣ ୟୁନିଟରେ ହଠାତ୍ ବିସ୍ଫୋରଣ ଘଟିଥିଲା। ଏହି ନିଆଁର ପ୍ରକୋପ ଏତେ ଥିଲା ଯେ ଏହା ଦେଖୁ ଦେଖୁ ପାଖରେ ଥିବା ଅନ୍ୟ ୪ଟି ୟୁନିଟକୁ ନିଜ କବଜାକୁ ନେଇଥିଲା। ସୂଚନା ପାଇ ଦମକଳ ବାହିନୀ ଏବଂ ଉଦ୍ଧାରକାରୀ ଦଳ ନିଆଁ ଲିଭା ସହ ଉଦ୍ଧାର ଅଭିଯାନ ଆରମ୍ଭ କରିଥିଲେ । ପ୍ରାୟ ଘଣ୍ଟାଏ ପରେ ନିଆଁକୁ ଆୟତ୍ତ କରାଯାଇଥିଲା । ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ଦୁଃଖ ପ୍ରକାଶ କରିଛନ୍ତି । ତୁରନ୍ତ ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀମାନଙ୍କୁ ଷ୍ଟାଲିନ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତଙ୍କ ପାଖରେ ଜରୁରି ସହାୟତା ପହଞ୍ଚାଇବାକୁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସ୍ଥାନୀୟ ପ୍ରଶାସନ ସମଗ୍ର ଅଞ୍ଚଳକୁ ସିଲ୍ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ବାଣ ତିଆରି ବେଳେ ସୁରକ୍ଷା ନିୟମର ଉଲ୍ଲଂଘନ ଯୋଗୁଁ ଏହି ଅଘଟଣ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। 

Powered by Froala Editor

Tags blast

Related articles Odisha News Lens 4.1

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13991
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    15102
    Sep 06, 2026
  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15267
    Sep 07, 2026
  • ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

    14373
    Sep 07, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13943
    Sep 06, 2026
  • ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ବାପା, ଖୁସିରେ ଝୁମିଲା ଝିଅ
    ଦେଶ-ଦେଶାନ୍ତର

    ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ବାପା, ଖୁସିରେ ଝୁମିଲା ଝିଅ

    13391
    Sep 07, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14830
    Sep 06, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...

    14745
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14798
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15267
    Sep 07, 2026
  • ଦେଶ-ଦେଶାନ୍ତର

    ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

    14373
    Sep 07, 2026
  • ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14745
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17079
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17740
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17747
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18151
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14225
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13772
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14579
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14882
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14834
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14979
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14071
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14595
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15463
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14745
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14798
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14830
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In