Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ ...

  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

  • ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ...

  • ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି

  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

  • ବଢ଼ିପାରେ ତେଲ ଦର

ରାଜ୍ୟ
Home ›› ରାଜ୍ୟ ››ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

2026-04-21 08:05:39
13348
Share:
Facebook
Twitter
E-Mail
WhatsApp
Telegram
ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଉଦଳା: ମୟୁରଭଞ୍ଜ ଜିଲ୍ଲା ଉଦଳାରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଜଣେ ରାଜସ୍ଥାନୀ ଯୁବକ କିଛି ଦିନ ତଳେ ମୟୁରଭଞ୍ଜ ଉଦଳା ଅଞ୍ଚଳର ଜଣେ ଝିଅକୁ ବିବାହ କରିଥିଲେ। ଆଉ ବାହାଘର ପରେ ଉଦଳା ଥାନା କୋଚିଳାଡିହା କଇଁଫୁଲିଆ ଗାଁରେ ସ୍ତ୍ରୀଙ୍କ ସହ ରହୁଥିଲେ। ଆଜି ସକାଳେ ଗ୍ରାମବାସୀ ଏକ ଗଛରେ ରାଜସ୍ଥାନୀ ଯୁବକ ରଘୁବୀର ଗୁଜରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି।

Powered by Froala Editor

Tags Dead

Related articles Odisha News Lens 4.1

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15269
    May 14, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    14739
    May 14, 2026
  • ବଢ଼ିପାରେ ତେଲ ଦର
    ଦେଶ-ଦେଶାନ୍ତର

    ବଢ଼ିପାରେ ତେଲ ଦର

    14114
    May 13, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ
    ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    14669
    May 14, 2026
  • ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି

    13709
    May 14, 2026
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ
    ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15338
    May 13, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    13677
    May 14, 2026
  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ
    ଦେଶ-ଦେଶାନ୍ତର

    ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14274
    May 14, 2026
  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ
    ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13398
    May 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15338
    May 13, 2026
  • ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    14739
    May 14, 2026
  • ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    13677
    May 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17473
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17524
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17909
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16357
    Apr 03, 2021

ବିଶେଷ

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    14669
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15811
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16135
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14578
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15547
    May 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15399
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15139
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15630
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13955
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14274
    May 14, 2026
  • ବଢ଼ିପାରେ ତେଲ ଦର

    14114
    May 13, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    13677
    May 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In