Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

2026-04-21 20:44:27
15166
Share:
Facebook
Twitter
E-Mail
WhatsApp
Telegram
JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

ସାରା ଦେଶ ମଧ୍ୟରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଅପେକ୍ଷାର ଅନ୍ତ ଘଟିଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (NTA) JEE ମେନ୍‌ ୨୦୨୬ ସେସନ-୨ର ରେଜଲ୍ଟ ପ୍ରକାଶ ପାଇଛି। JEE ମେନ୍ ୨୦୨୬ ସେସନ୍ ୨ ରେଜଲ୍ଟରେ ମୋଟ ୨୬ ପ୍ରାର୍ଥୀ ୧୦୦ ପ୍ରତିଶତ ହାସଲ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨୪ ଜଣ ସାଧାରଣ ବର୍ଗର ରହିଥିବା ବେଳେ ଜଣେ EWS ବର୍ଗର ଏବଂ ଜଣେ OBC/NCL ବର୍ଗର।

ସର୍ବାଧିକ ସ୍କୋର ହେବ ଚୂଡ଼ାନ୍ତ ମେରିଟ୍ ତାଲିକା ପାଇଁ ହେବ ଯୋଗ୍ୟ ଯଦି ଜଣେ ପ୍ରାର୍ଥୀ ଉଭୟ ସେସନରେ ପରୀକ୍ଷା ଦେଇଥାନ୍ତି ତେବେ, ଦୁଇଟି ସେସନ ମଧ୍ୟରୁ ଯେଉଁ ସେସନରେ ଅଧିକ ସ୍କୋର କରିଥିବେ ତାହାକୁ ଚୂଡ଼ାନ୍ତ ମେରିଟ୍ ତାଲିକା ପାଇଁ ବିବେଚନା କରାଯିବ।

ମେ ୧୭ରେ JEE ଆଡଭାନ୍ସଡ୍ ପରୀକ୍ଷା ଜେଇଇ ମେନ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଶ୍ରେଷ୍ଠ ୨,୫୦,୦୦୦ ପ୍ରାର୍ଥୀ IITରେ ପ୍ରବେଶ ପାଇଁ ପ୍ରବେଶିକା ପରୀକ୍ଷା JEE ଆଡଭାନ୍ସଡ୍ ପାଇଁ ଯୋଗ୍ୟ ବିବେଚିତ ହେବେ। ପଞ୍ଜୀକରଣ ଏପ୍ରିଲ ୨୩ରେ ଆରମ୍ଭ ହେବ ଏବଂ ମେ ୨ରେ ଶେଷ ହେବ। JEE ଆଡଭାନ୍ସଡ୍ ୨୦୨୬ ପରୀକ୍ଷା ମେ ୧୭ରେ ଅନୁଷ୍ଠିତ ହେବ। JEE ମେନ୍‌ ଦେଶର ସବୁଠାରୁ ବଡ଼ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା ମଧ୍ୟରୁ ଗୋଟିଏ। ପ୍ରତିବର୍ଷ, ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ଦେଶର ପ୍ରତିଷ୍ଠିତ ଇଞ୍ଜିନିୟରିଂ ପ୍ରତିଷ୍ଠାନରେ ପ୍ରବେଶ ପାଇଁ ଏହି ପରୀକ୍ଷା ଦିଅନ୍ତି।  


Powered by Froala Editor

Tags jee

Related articles Odisha News Lens 4.1

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14575
    Apr 20, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15166
    Apr 21, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14447
    Apr 21, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13916
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13351
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14181
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13703
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15735
    Apr 20, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15189
    Apr 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15400
    Apr 21, 2026
  • ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15166
    Apr 21, 2026
  • ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13916
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17428
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17482
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17840
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16311
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14181
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13700
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16156
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15852
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16208
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15347
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15078
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15580
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13878
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14181
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13703
    Apr 20, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15166
    Apr 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In