Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ...

  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ...

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ...

  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ...

  • ଶକ୍ତିଶାଳୀ ଭୂକମ୍ପ ଝଟ୍‌କା: ଥରିଲା ଜାପାନ

  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ...

Home ›› ›› ତାତିରେ ଆଉଟୁପାଉଟୁ ହେଉଛି ପଶ୍ଚିମ ଓଡ଼ିଶା, ଆଜି ବଲାଙ୍ଗିର ଓ ଟିଟିଲାଗଡ଼ରେ ୪୫ ଡିଗ୍ରୀ ଟପିବ ପାରଦ

ତାତିରେ ଆଉଟୁପାଉଟୁ ହେଉଛି ପଶ୍ଚିମ ଓଡ଼ିଶା, ଆଜି ବଲାଙ୍ଗିର ଓ ଟିଟିଲାଗଡ଼ରେ ୪୫ ଡିଗ୍ରୀ ଟପିବ ପାରଦ

2026-04-22 05:24:09
14480
Share:
Facebook
Twitter
E-Mail
WhatsApp
Telegram
 ତାତିରେ ଆଉଟୁପାଉଟୁ ହେଉଛି ପଶ୍ଚିମ ଓଡ଼ିଶା, ଆଜି ବଲାଙ୍ଗିର ଓ ଟିଟିଲାଗଡ଼ରେ ୪୫ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ବର: ତାତିରେ ଆଉଟୁପାଉଟୁ ହେଉଛି ପଶ୍ଚିମ ଓଡ଼ିଶା। ମଙ୍ଗଳବାର ଝାରସୁଗୁଡ଼ାରେ ପାରଦ ୪୩.୬ ଡିଗ୍ରୀ ଛୁଇଁଥିବାବେଳେ ସମ୍ବଲପୁର, ଟିଟିଲାଗଡ଼ରେ ୪୨.୫, ଅନୁଗୋଳରେ ୪୨.୧, ସୁନ୍ଦରଗଡ଼ରେ ୪୧.୫, ହୀରାକୁଦରେ ୪୨.୪, ତାଳଚେରରେ ୪୧.୫, ଭବାନୀପାଟଣାରେ ୪୦.୫, ବଲାଙ୍ଗିରରେ ୪୨.୨, ସୁବର୍ଣ୍ଣପୁରରେ ୪୧.୭, ନୟାଗଡ଼ରେ ୪୦, ବୌଦ୍ଧରେ ୪୦.୭, ଭଦ୍ରକରେ ୪୦, ଢେଙ୍କାନାଳରେ ୪୧, ଖୋରଧାରେ ୪୦, ରାଉରକେଲାରେ ୪୧, ଭୁବନେଶ୍ବରରେ ୩୭.୯ ଏବଂ କଟକରେ ୩୮.୮ଡିଗ୍ରୀ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ। ବୁଧବାର ବଲାଙ୍ଗିର ଏବଂ ଟିଟିଲାଗଡ଼ରେ ପାରଦ ୪୫ଡିଗ୍ରୀ ଟପିବା ସମ୍ଭାବନା ରହିଛି।

ଉପକୂଳବର୍ତ୍ତୀ ଓଡ଼ିଶାକୁ ଛାଡ଼ି ଦେଲେ ବାକି ସବୁଠି ଦିନ ତାପମାତ୍ରା ବୃଦ୍ଧି ପାଇବ। ଏପରିକି ଦକ୍ଷିଣ ଓଡ଼ିଶାର ମାଲକାନଗିରିରେ ପାରଦ ୪୨ ଡିଗ୍ରୀ ଟପିବା ସମ୍ଭାବନା ଥିବାବେଳେ ନବରଙ୍ଗପୁର, ଭବାନୀପାଟଣା, ନୂଆପଡ଼ା, ରାୟଗଡ଼ାରେ ପାରଦ ୪୨ଡିଗ୍ରୀ ପାଖାପାଖି ରହିପାରେ। ମଙ୍ଗଳବାର ଅପରାହ୍ଣରେ କୋରାପୁଟ, ନବରଙ୍ଗପୁର, ପାରଳାଖେମୁଣ୍ଡି, ମାଲକାନଗିରି ଜିଲାରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଜଗତସିଂହପୁର, ଖୋରଧା, ନୟାଗଡ଼, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। 

Powered by Froala Editor

Tags Temperature

Related articles Odisha News Lens 4.1

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’
    ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    14952
    Apr 28, 2026
  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ
    ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13262
    Apr 28, 2026
  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...
    ଦେଶ-ଦେଶାନ୍ତର

    ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...

    15171
    Apr 27, 2026
  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    13927
    Apr 28, 2026
  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା
    ଦେଶ-ଦେଶାନ୍ତର

    ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

    15432
    Apr 28, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ
    ବିଶେଷ

    ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15504
    Apr 28, 2026
  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...

    14990
    Apr 27, 2026
  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା
    ଦେଶ-ଦେଶାନ୍ତର

    ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    13895
    Apr 28, 2026
  • ଶକ୍ତିଶାଳୀ ଭୂକମ୍ପ ଝଟ୍‌କା: ଥରିଲା ଜାପାନ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ ଝଟ୍‌କା: ଥରିଲା ଜାପାନ

    15252
    Apr 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

    15432
    Apr 28, 2026
  • ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ ଝଟ୍‌କା: ଥରିଲା ଜାପାନ

    15252
    Apr 27, 2026
  • ଦେଶ-ଦେଶାନ୍ତର

    ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    13927
    Apr 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17443
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17491
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17850
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16321
    Apr 03, 2021

ବିଶେଷ

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15504
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15492
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14491
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14293
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13948
    Apr 23, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15360
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15094
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15592
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13895
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    13927
    Apr 28, 2026
  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    13895
    Apr 28, 2026
  • ଶକ୍ତିଶାଳୀ ଭୂକମ୍ପ ଝଟ୍‌କା: ଥରିଲା ଜାପାନ

    15252
    Apr 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In