Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

ରାଜ୍ୟ
Home ›› ରାଜ୍ୟ ››ବିଜେପି ପକ୍ଷରୁ ବିଶାଳ ମହିଳା ଆକ୍ରୋଶ ଯାତ୍ରା

ବିଜେପି ପକ୍ଷରୁ ବିଶାଳ ମହିଳା ଆକ୍ରୋଶ ଯାତ୍ରା

2026-04-22 05:29:22
14204
Share:
Facebook
Twitter
E-Mail
WhatsApp
Telegram
ବିଜେପି ପକ୍ଷରୁ ବିଶାଳ ମହିଳା ଆକ୍ରୋଶ ଯାତ୍ରା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ଆଣିଥିବା ନାରୀଶକ୍ତି ବନ୍ଦନ ଅଧିନିୟମକୁ ଅବରୋଧ କରି ବିରୋଧୀ ରାଜନୈତିକ ଦଳ ସାରା ଦେଶର ନାରୀଙ୍କୁ ଅପମାନିତ କରିଛନ୍ତି। ଏହା ବିରୋଧରେ ଆଜି ରାଜ୍ୟ ବିଜେପି ପକ୍ଷରୁ ଭୁବନେଶ୍ୱରରେ ବିଶାଳ ମହିଳା ଆକ୍ରୋଶ ଯାତ୍ରା ଅନୁଷ୍ଠିତ ହେବ। ଏହା ପରେ ରାଜ୍ୟର ପ୍ରତ୍ୟେକ ଜିଲାରେ ପ୍ରତିବାଦ ସଭା ହେବ। ପ୍ରତ୍ୟେକ ବର୍ଗର ହଜାର ହଜାର ମହିଳା ଏହି ଯାତ୍ରାରେ ସାମିଲ ହେବେ ବୋଲି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା. ଐଶ୍ବର୍ଯ୍ୟା ବିଶ୍ୱାଳ ସୂଚନା ଦେଇଛନ୍ତି।

ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଡ. ବିଶ୍ବାଳ କହିଲେ, ମହିଳାମାନଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ କରିବା ପାଇଁ ସଂସଦରେ ଏହି ଅଧିନିୟମ ବିରୋଧରେ କଂଗ୍ରେସ ସମେତ ଡିଏମ୍‌କେ, ଟିଏମ୍‌ସି, ସମାଜବାଦୀ ପାର୍ଟି ପ୍ରମୁଖ ଭୋଟ ଦେଇଥିବାବେଳେ ବିଜେଡି ସେମାନଙ୍କୁ ସମର୍ଥନ ଜଣାଇଥିଲା ସେମାନଙ୍କ ଏହି ଷଡ଼ଯନ୍ତ୍ର ସମ୍ପର୍କରେ ଜନସଚେତନତା ସୃଷ୍ଟି କରାଯିବ। ରାଜ୍ୟର ପ୍ରତ୍ୟେକ ଜିଲା ସମେତ ପ୍ରମୁଖ ସହରଗୁଡ଼ିକରେ ସାମ୍ବାଦିକ ସମ୍ମିଳନୀ ଜରିଆରେ ବିରୋଧୀ ଦଳଗୁଡିକର ମହିଳା ବିରୋଧୀ ଆଭିମୁଖ୍ୟକୁ ପଦାକୁ ଅଣାଯିବ। ଚଳିତ ମାସ ୨୪ ଓ ୨୫ରେ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲାରେ ମହିଳା ଆକ୍ରୋଶ ସମ୍ମିଳନୀ ଏବଂ ୨୭ ରୁ ୨୯ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ମଣ୍ଡଳରେ ମହିଳା ଆକ୍ରୋଶ ପଦଯାତ୍ରା ହେବ।

Powered by Froala Editor

Tags Bjp

Related articles Odisha News Lens 4.1

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14005
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13790
    Apr 20, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15279
    Apr 21, 2026
  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ
    ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15492
    Apr 21, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14542
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14271
    Apr 21, 2026
  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15265
    Apr 21, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15821
    Apr 20, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14661
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15821
    Apr 20, 2026
  • ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15265
    Apr 21, 2026
  • ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15279
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17429
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17483
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17841
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16312
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14271
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13789
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16167
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15862
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16218
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15348
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15079
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15581
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13879
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13790
    Apr 20, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14271
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13450
    Apr 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In