Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ...

  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ...

  • ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ...

  • ରାଘବଙ୍କ ଠାରୁ ଧନୀ ପରିଣୀତି

  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ...

  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ...

  • ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ...

  • ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ...

  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

Home ›› ››ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା

ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା

2026-04-23 05:19:03
13557
Share:
Facebook
Twitter
E-Mail
WhatsApp
Telegram
ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା

ବ୍ରହ୍ମପୁର: ଗଞ୍ଜାମ ଜିଲାର ପ୍ଲଟ ବ୍ୟବସାୟୀ ସୁଧୀରକୁମାର ପାତ୍ରଙ୍କୁ ଅପହରଣ ପରେ ହତ୍ୟା କରାଯାଇଛି। ବୁଧବାର ସୋରଡା ଥାନା ଅନ୍ତର୍ଗତ ବାଲାପଙ୍କା ଗ୍ରାମ ରସିପଙ୍କାଳ ପୋଲ ତଳୁ ବ୍ୟବସାୟୀଙ୍କ ଗଳିତ ମୃତthila ଦେହ ଜବତ ହୋଇଛି। ଏହି ଘଟଣା ବ୍ରହ୍ମପୁର ଓ ଗଞ୍ଜାମ ପୁଲିସର ବିଫଳତାକୁ ପଦାରେ ପକାଇ ଦେଇଛି। ସପ୍ତାହ ତଳେ ସୁଧୀରଙ୍କୁ ଅପହରଣ କରି ନେବା ପରେ ପରିବାର ଲୋକଙ୍କୁ ଅପହରଣକାରୀ ଫୋନ କରି ୨ କୋଟି ଦାବି କରିଥିଲେ। ଏପରିକି ସୁଧୀରଙ୍କୁ ମାଡ ମାରିବାର ଭିଡିଓ ମଧ୍ୟ ପଠାଇଥିଲେ । ସମସ୍ତ ସୂଚନା ପ୍ରଦାନ ସହ ସହଯୋଗ କରାଯିବା ସତ୍ତ୍ବେ ସୁଧୀରଙ୍କୁ ପୁଲିସ ଉଦ୍ଧାର କରିପାରି ନଥିଲା। 

ପ୍ରକାଶଥାଉକି, ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟନାରାୟଣପୁର ମୁଖ୍ୟ ରାସ୍ତାରେ ରହୁଥିବା ପ୍ଲଟ ବ୍ୟବସାୟୀ ସୁଧୀର କୁମାର ପାତ୍ରଙ୍କୁ ଗତ ୧୫ ତାରିଖ ସନ୍ଧ୍ୟା ସାଢେ ୬ଟା ବେଳେ ଏକ ବୋଲେରୋ ଗାଡ଼ିରେ କିଛି ଅଜଣା ବ୍ୟକ୍ତି ମାଣ୍ଡିଆପଲ୍ଲୀ ରାସ୍ତା ପ୍ରେମ ଅଫିସ ନିକଟରୁ ଚଳଚ୍ଚିତ୍ର ଢାଞ୍ଚାରେ ଅପହରଣ କରି ନେଇଯାଇଥିଲେ। ସେହିଦିନ ରାତିରେ ସୁଧୀରଙ୍କ ପତ୍ନୀଙ୍କ ମୋବାଇଲକୁ ଅପହରଣକାରୀମାନେ ଫୋନ‌ କରି ୨ କୋଟି ଟଙ୍କା ମାଗିବା ସହ ଘରେ କେତେ ପରିମାଣର ସୁନା ଅଳଙ୍କାର ରହିଛି ଭିଡ଼ିଓ କଲ୍‌ରେ ଦେଖିଥିଲେ। ଏହାପରେ ଅପହରଣକାରୀମାନେ ସୁଧୀରକୁ ମାଡ ମାରୁଥିବାର ଏକ ଭିଡିଓ ପଠାଇ ତୁରନ୍ତ ଦାବି ମୁତାବକ ଟଙ୍କା ଦେବାକୁ ବାଧ୍ୟ କରିଥିଲେ। ବ୍ୟବସାୟୀଙ୍କୁ ଉଦ୍ଧାର କରିବାକୁ ବ୍ରହ୍ମପୁର ଓ ଗଞ୍ଜାମ ପୁଲିସ ଜିଲାର ବଛାବଛା ପୁଲିସ ଅଧିକାରୀଙ୍କୁ ନେଇ ୮ଟି ଦଳ ଗଠନ କରାଯାଇଥିଲା। ଅପହରଣର ପରଦିନ ହିଁ ପୁଲିସ ପକ୍ଷରୁ ପରିବାର ଲୋକଙ୍କ ଜରିଆରେ ଦାବି ମୁତାବକ ଟଙ୍କା ଦେବା ଆଳରେ ଅପହରଣକାରୀଙ୍କୁ କାବୁ କରିବା ପାଇଁ ଉଦ୍ୟମ କରାଯାଇଥିଲେ ମଧ୍ୟ ପୁଲିସ ରଣନୀତି ଫେଲ ମାରିଥିଲା। ଏହାପରେ ଅପହରଣକାରୀମାନେ ସୁଧୀରଙ୍କୁ ହତ୍ୟା କରି ରସିପଙ୍କାଳ ପୋଲ ତଳେ ଫିଙ୍ଗି ଦେଇଥିବା କୁହାଯାଉଛି। ପୋଲ ତଳେ ଏକ ଗଳିତ ମୃତଦେହ ପଡ଼ିଥିବା ଖବର ମିଳିବା ପରେ ଆଜି ସୋରଡା ଥାନା ଅଧିକାରୀ ସୁନୀଲ କୁମାର ପ୍ରଧାନ, ଆସିକା ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷ କୁମାର ଜେନା, ଅତିରିକ୍ତ ତହସିଲଦାର ଦୀନବନ୍ଧୁ ପିଙ୍ଗୁଆ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଗଳିତ ମୃତଦେହ ଜବତ ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏପଟେ ସୁଧୀରଙ୍କୁ ଅପହରଣ ଓ ହତ୍ୟା ଘଟଣାରେ ତାଙ୍କ ବଡ଼ଭାଇଙ୍କ ପୁଅ ଓ ଝିଅଙ୍କ ହାତ ରହିଥିବା ଅଭିଯୋଗ ହୋଇଛି।

Powered by Froala Editor

Tags Murder

Related articles Odisha News Lens 4.1

  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ
    ଦେଶ-ଦେଶାନ୍ତର

    ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ

    15651
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା
    ବିଶେଷ

    କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13664
    Apr 23, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ
    ବିଶେଷ

    ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14009
    Apr 24, 2026
  • ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ
    ଦେଶ-ଦେଶାନ୍ତର

    ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ

    14985
    Apr 24, 2026
  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ

    14125
    Apr 24, 2026
  • ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ମୌସୁମୀ !
    ଦେଶ-ଦେଶାନ୍ତର

    ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ମୌସୁମୀ !

    14523
    Apr 25, 2026
  •  ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ଛାଡିଲେ ଆପ୍
    ଦେଶ-ଦେଶାନ୍ତର

    ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ଛାଡିଲେ ଆପ୍

    13787
    Apr 24, 2026
  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ
    ଦେଶ-ଦେଶାନ୍ତର

    ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

    15015
    Apr 25, 2026
  • ରାଘବଙ୍କ ଠାରୁ ଧନୀ ପରିଣୀତି
    ମନୋରଞ୍ଜନ

    ରାଘବଙ୍କ ଠାରୁ ଧନୀ ପରିଣୀତି

    13972
    Apr 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ

    14985
    Apr 24, 2026
  • ଦେଶ-ଦେଶାନ୍ତର

    ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ଛାଡିଲେ ଆପ୍

    13787
    Apr 24, 2026
  • ମନୋରଞ୍ଜନ

    ରାଘବଙ୍କ ଠାରୁ ଧନୀ ପରିଣୀତି

    13972
    Apr 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17434
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17487
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17845
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16315
    Apr 03, 2021

ବିଶେଷ

  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14009
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13664
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14568
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13927
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16240
    Apr 16, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15351
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15084
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15584
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13883
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ

    15651
    Apr 24, 2026
  • ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ବଢ଼ିଯିବ !

    15278
    Apr 25, 2026
  • ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ଛାଡିଲେ ଆପ୍

    13787
    Apr 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In