Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ରାଜ୍ୟ
Home ›› ରାଜ୍ୟ ››ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

2026-04-24 01:03:46
15234
Share:
Facebook
Twitter
E-Mail
WhatsApp
Telegram
ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

ଭୁବନେଶ୍ୱର: ପୃଥିବୀ ଦିବସ ଅବସରରେ ରେନ୍‌ବୋ ଆସେଟ୍‌ସ୍‌ ପ୍ରାଇଭେଟ ଲିମିଟେଡ ପରିବେଶଗତ ସଚେତନତା, ଆଧ୍ୟାତ୍ମିକ କଲ୍ୟାଣ ଏବଂ ଏକ ଅଧିକ ସବୁଜ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଗୁରୁ କେଳୁଚରଣ ମହାପାତ୍ର ପାର୍କଠାରେ ମାଗଣାରେ ପବିତ୍ର ତୁଳସୀ ଗଛ ବଣ୍ଟନର ଏକ ଅର୍ଥପୂର୍ଣ୍ଣ ସିଏସ୍‌ଆର କାର୍ଯ୍ୟକ୍ରମ ଆୟୋଜନ କରିଥିଲା ।

ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦୦ରୁ ଅଧିକ ଜନସାଧାରଣ ସମବେତ ହୋଇଥିବା ଲକ୍ଷ୍ୟ କରାଯାଇଥିଲା ଏବଂ ବିବିଧ ପୃଷ୍ଠଭୂମିରୁ ଲୋକମାନେ ଆଗ୍ରହର ସହିତ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପବିତ୍ର ତୁଳସୀ ଗଛ ଗ୍ରହଣ କରିଥିଲେ । ଜନସାଧାରଣଙ୍କ ପକ୍ଷରୁ ଏହାକୁ ନେଇ ବ୍ୟାପକ ଉତ୍ସାହ ପ୍ରକାଶ ପାଇଥିଲା ଏବଂ ପରିଦର୍ଶକମାନେ ଏହି ପ୍ରୟାସ ପାଇଁ ସେମାନଙ୍କର ଆନନ୍ଦ ଓ ପ୍ରଶଂସା ପ୍ରକଟ କରିଥିଲେ । ତୁଳସୀ ଗଛ ଗ୍ରହଣ କରିବା ସମୟରେ ଅନେକ ସେମାନଙ୍କର ଚିନ୍ତାଧାରା ପ୍ରକାଶ କରିବା ସହିତ ଆଶୀର୍ବାଦ ପ୍ରଦାନ କରିଥିଲେ ଏବଂ ସବୁଜିମା ତଥା ଦୈନନ୍ଦିନ ଜୀବନରେ ସକାରାତ୍ମକ ଭାବନାକୁ ପ୍ରୋତ୍ସାହିତ କରିବା ନେଇ ପ୍ରଶଂସା କରିଥିଲେ ।

ଖ୍ୟାତିସମ୍ପନ୍ନ ସଂଗଠନଗୁଡିକରୁ ବହୁ ବିଶିଷ୍ଟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଆୟୋକମାନଙ୍କୁ ଉତ୍ସାହିତ କରିଥିଲେ । ସେମାନଙ୍କ ମଧ୍ୟରେ ୟଙ୍ଗ ଇଣ୍ଡିଆନ୍‌ସ୍‌ (ସିଆଇଆଇ)ରୁ ଶ୍ରୀ ଗୋ÷ରବ ଗୋଏଲ ଏବଂ ଶ୍ରୀମତୀ ପ୍ରୋଶିଷ ଗୋଲିଆନ୍‌ ଏବଂ ସେମାନଙ୍କ ସହିତ ବିଏନ୍‌ଆଇ ଭୁବନେଶ୍ୱରରୁ ଶ୍ରୀ ସୋ÷ମିକ ସାମଲ, ଶ୍ରୀ ଶିବାଶିଷ ଦାସମହାପାତ୍ର, ଶ୍ରୀ ମୟଙ୍କ ଜୈନ, ଶ୍ରୀମତୀ ପ୍ରୀତି ପ୍ରକାଶ, ଶ୍ରୀ ଅମିତ ପରିଚ୍ଛା, ଶ୍ରୀମତୀ ନିକି ଜେନା ଏବଂ ଅଭିନବ ଚୋ÷ଧୁରୀ ପ୍ରମୁଖ ରହିଥିଲେ ।

ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ମଧ୍ୟରେ ଗୀତାଞ୍ଜଳି ଆୱାର୍ଡସ୍‌ରୁ ଶ୍ରୀ କ୍ରିଷ୍ଣ ମୋହନ, ସ୍ଥପତି ଶ୍ରୀନିବାସ ସୁବୁଦ୍ଧି ଏବଂ ଜେସିଆଇ ଭୁବନେଶ୍ୱରରୁ ଶ୍ରୀ ନୀଶିଥ ଦାସ, ରିଅଲଟର୍‌ସ୍‌ ଆସୋସିଏସନ ଅଫ ଓଡ଼ିଶାରୁ ଶ୍ରୀ ଦିସପୋଜା ପଟ୍ଟନାୟକ ଏବଂ ସ୍ୱସ୍ତି ଗ୍ରୁପ୍‌ ଅଫ ହୋଟେଲ୍‌ସ୍‌ ଆଣ୍ଡ ରିସର୍ଟସ୍‌ରୁ ଶ୍ରୀ ସୁବୋଧ ବିଶ୍ୱାସ ପ୍ରମୁଖ ଉପସ୍ଥିତ ଥିଲେ ।

ଆୟୋକମାନେ ପ୍ରକାଶ କରିଥିଲେ ଯେ, ସେମାନେ ଅତୀତରେ ଏହିଭଳି କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି ଏବଂ ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ବିପୁଳ ଆଗ୍ରହ ପରିଲକ୍ଷିତ ହୋଇଛି । ଚଳିତ ବର୍ଷ ମଧ୍ୟ ସବୁଜିମା ଏବଂ ଦୀର୍ଘସ୍ଥାୟୀ ଜୀବନଧାରଣକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ସେହି ସମାନ ଆଗ୍ରହ ଓ ସଚେତନତା ଲକ୍ଷ୍ୟ କରାଯାଇଥିଲା ।

ଏହି ଅବସରରେ ପ୍ରକାଶ କରି ଆୟୋକଗଣ କହିଥିଲେ ଯେ, ଏହି ପ୍ରୟାସ ବ୍ୟବସାୟରୁ ଊଦ୍ଧ୍ୱର୍କୁ ଯାଇ ସମାଜ ସହିତ ଯୋଡିହେବା ଏବଂ ପରିବେଶଗତ ଦାୟିତ୍ୱ ପ୍ରତି ସକାରାତ୍ମକ ଭାବରେ ଅବଦାନ ରଖିବାର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି । ତୁଳସୀ ଗଛ ବଣ୍ଟନ ଆଧ୍ୟାତ୍ମିକତା, ସ୍ୱାସ୍ଥ୍ୟ ଏବଂ ଦୀର୍ଘସ୍ଥାୟିତାର ପ୍ରତୀକ ହୋଇଥିବାବେଳେ ଏହା ପ୍ରତି ପରିବାରକୁ ସେମାନଙ୍କ ଘରେ ପ୍ରକୃତିର ପରିପୋଷଣ କରିବା ନିମନ୍ତେ ଉତ୍ସାହିତ କରୁଛି ।

ଏହି ପ୍ରୟାସ ମଧ୍ୟ ରିଅଲ ଇଷ୍ଟେଟ୍‌ ପରିବ୍ୟବସ୍ଥା ମଧ୍ୟରେ ଅନ୍ୟତମ ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ ସହଭାଗୀ ହୋଇଥିବା ଗ୍ରାହକ ଓ ଜନସାଧାରଣଙ୍କ ସହିତ ସଂଯୁକ୍ତ ରହିବା ପାଇଁ ସଂଗଠନର ଦର୍ଶନକୁ ପ୍ରତିଫଳିତ କରୁଛି । ଏହିଭଳି ସିଏସ୍‌ଆର କାର୍ଯ୍ୟକ୍ରମଗୁଡିକ ଜରିଆରେ ଟିମ୍‌ ପ୍ରକୃତିର ଯନô ନେବା, ଦୈନନ୍ଦିନ ଜୀବନରେ ଆଧ୍ୟାତ୍ମିକ ସଦ୍‌ଭାବନାକୁ ଆପଣେଇବା ଏବଂ ସାମୂହିକ ଭାବରେ ଧରିତ୍ରୀ ମାତାକୁ ସୁରକ୍ଷା ପ୍ରଦାନ କରିବାର ବାର୍ତ୍ତା ପ୍ରଚାର ପ୍ରସାର କରିବା ଲକ୍ଷ୍ୟ ରଖିଛି ।

ପ୍ରତିଷ୍ଠାତା ରିଅଲଟର୍‌ ସନ୍ତୋଷ ସେନାପତି ଏବଂ ତାଙ୍କ ଟିମ୍‌ ସଦସ୍ୟଗଣ ଅର୍ଥପୂର୍ଣ୍ଣ ସିଏସ୍‌ଆର ପ୍ରୟାସଗୁଡିକ ଜରିଆରେ ସମାଜ ପାଇଁ ପ୍ରତିଦାନ ରଖିବା ଏବଂ ପ୍ରକୃତି ମାତାର ଯନô ନେବା ଦିଗରେ ଦାୟିତ୍ୱସମ୍ପନ୍ନ ପଦକ୍ଷେପ ଗ୍ରହଣ କରିବାକୁ ସେମାନଙ୍କର ପ୍ରତିବଦ୍ଧତା ପୁନଃସୁଦୃଢୀକରଣ କରିଥିଲେ ।

Powered by Froala Editor

Tags Earth Day

Related articles Odisha News Lens 4.1

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15368
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15048
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15206
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14578
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14174
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15230
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15444
    Oct 20, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14201
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15728
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14174
    Oct 19, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15206
    Oct 20, 2026
  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15444
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17198
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17893
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14623
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15398
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14740
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14836
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15837
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13994
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15728
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15444
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15368
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In