Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ...

  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ...

  • ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ...

  • ରାଘବଙ୍କ ଠାରୁ ଧନୀ ପରିଣୀତି

  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ...

  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ...

  • ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ...

  • ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ...

  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

2026-04-25 07:56:57
15021
Share:
Facebook
Twitter
E-Mail
WhatsApp
Telegram
ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ପଶ୍ଚିମବଙ୍ଗ ବିଧାୟକ ଅଶୋକ ଲାହିରୀଙ୍କୁ ନୀତି ଆୟୋଗର ପରବର୍ତ୍ତୀ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଅଶୋକ ଏବେ ପଶ୍ଚିମବଙ୍ଗର ବାଲୁରଘାଟରୁ ବିଧାୟକ ଅଛନ୍ତି, କିନ୍ତୁ ଚଳିତ ବିଧାନସଭା ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରୁନାହାନ୍ତି। ସେ ଭାରତ ସରକାରଙ୍କ ଦ୍ବାଦଶ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭାବରେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି। ପଶ୍ଚିମବଙ୍ଗ ନିର୍ବାଚନ ସମୟରେ ଅଶୋକଙ୍କୁ ଏହି ବଡ଼ ପଦବୀ ମିଳିବା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ବୋଲି କୁହାଯାଉଛି। ପଶ୍ଚିମବଙ୍ଗର ଅନ୍ୟତମ ପ୍ରତିଷ୍ଠିତ ବ୍ୟକ୍ତି ତଥା ବୈଜ୍ଞାନିକ ଗୋବର୍ଦ୍ଧନ ଦାସଙ୍କୁ ମଧ୍ୟ ନୀତି ଆୟୋଗର ସଦସ୍ୟ ଭାବେ ମନୋନୟନ କରାଯାଇଛି।

ସୂଚନାଯୋଗ୍ୟ ଯେ, ସୁମନ ବେରୀ ମେ’ ୨୦୨୨ରେ ନୀତି ଆୟୋଗର ଦାୟିତ୍ୱ ଗ୍ରହଣ କରିଥିଲେ । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ମର୍ଯ୍ୟାଦା ମିଳିଥିଲା । ଏବେ ତାଙ୍କ କାର୍ଯ୍ୟକାଳ ପରେ ଅଶୋକ ଏହି ଗୁରୁତ୍ୱପୂର୍ଣ୍ଣ ସାମ୍ବିଧାନିକ ତଥା ପରାମର୍ଶଦାତା ପଦବୀ ସମ୍ଭାଳିବେ ।

ଅଶୋକଲାହିରୀ କେବଳ ଜଣେ ରାଜନେତା ନୁହଁନ୍ତି, ବରଂ ଜଣେ ବିଶ୍ୱସ୍ତରୀୟ ଅର୍ଥନୀତିଜ୍ଞ । ସେ ଭାରତ ସରକାରଙ୍କ ୧୨ତମ ମୁଖ୍ୟ ଆର୍ଥିକ ପରାମର୍ଶଦାତା (CEA) ଭାବେ କାର୍ଯ୍ୟ କରିସାରିଛନ୍ତି । ୨୦୦୨ରେ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ସେ ଏହି ଦାୟିତ୍ୱ ପାଇଥିଲେ ଏବଂ ମନମୋହନ ସିଂହଙ୍କ ସରକାର ସମୟରେ ମଧ୍ୟ ୨୦୦୭ ପର୍ଯ୍ୟନ୍ତ ଏହି ପଦରେ ରହିଥିଲେ । ସେ କଲିକତାର ପ୍ରସିଦ୍ଧ ପ୍ରେସିଡେନ୍ସି ୟୁନିଭର୍ସିଟିରୁ ଶିକ୍ଷା ଗ୍ରହଣ କରିଛନ୍ତି । ଏହାସହ ଦିଲ୍ଲୀ ସ୍କୁଲ୍ ଅଫ୍ ଇକୋନୋମିକ୍ସ, ଏସୀୟ ବିକାଶ ବ୍ୟାଙ୍କ (ADB), ବିଶ୍ୱ ବ୍ୟାଙ୍କ ଏବଂ ଆଇଏମଏଫ୍ (IMF) ଭଳି ସଂସ୍ଥାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛନ୍ତି । ସେ ବନ୍ଧନ ବ୍ୟାଙ୍କର ଚେୟାରମ୍ୟାନ୍ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଛନ୍ତି ।


Powered by Froala Editor

Tags ashok

Related articles Odisha News Lens 4.1

  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ
    ଦେଶ-ଦେଶାନ୍ତର

    ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ

    15656
    Apr 24, 2026
  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ
    ଦେଶ-ଦେଶାନ୍ତର

    ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

    15021
    Apr 25, 2026
  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ

    14130
    Apr 24, 2026
  • ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ମୌସୁମୀ !
    ଦେଶ-ଦେଶାନ୍ତର

    ମେ’ ଶେଷ ସପ୍ତାହ ଆଡ଼କୁ ପହଞ୍ଚିପାରେ ମୌସୁମୀ !

    14530
    Apr 25, 2026
  • ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ବଢ଼ିଯିବ !
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସାବୁନ, ସାମ୍ପୁ ଦାମ୍ ବଢ଼ିଯିବ !

    15285
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ
    ବିଶେଷ

    ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14014
    Apr 24, 2026
  • ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ
    ଦେଶ-ଦେଶାନ୍ତର

    ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ

    14990
    Apr 24, 2026
  • ରାଘବଙ୍କ ଠାରୁ ଧନୀ ପରିଣୀତି
    ମନୋରଞ୍ଜନ

    ରାଘବଙ୍କ ଠାରୁ ଧନୀ ପରିଣୀତି

    13979
    Apr 25, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା
    ବିଶେଷ

    କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13669
    Apr 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରାଘବଙ୍କ ଠାରୁ ଧନୀ ପରିଣୀତି

    13979
    Apr 25, 2026
  • ଦେଶ-ଦେଶାନ୍ତର

    ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ

    14990
    Apr 24, 2026
  • ଦେଶ-ଦେଶାନ୍ତର

    ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ଭବିଷ୍ୟତ ସ୍ଥିର କରିସାରିଛନ୍ତି: ଅମିତ ଶାହ

    15656
    Apr 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17434
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17487
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17845
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16315
    Apr 03, 2021

ବିଶେଷ

  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14014
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13669
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14569
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13928
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16241
    Apr 16, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15351
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15084
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15584
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13883
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଶୋକ ଲାହିରୀ ନୀତି ଆୟୋଗ ନୂଆ ଉପାଧ୍ୟକ୍ଷ ନିଯୁକ୍ତ

    15021
    Apr 25, 2026
  • ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ

    14990
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13669
    Apr 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In