Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

Home ›› ››ବାଂଲାଦେଶ ରେ ହାଇଦର!

ବାଂଲାଦେଶ ରେ ହାଇଦର!

2021-04-13 06:11:05
15500
Share:
Facebook
Twitter
E-Mail
WhatsApp
Telegram
ବାଂଲାଦେଶ ରେ ହାଇଦର!
ବାଂଲାଦେଶ ରେ ହାଇଦର! କଟକ: ଓଡିଶାର ଦୁର୍ଦ୍ଧାନ୍ତ ଗ୍ୟାଙ୍ଗଷ୍ଟର ହାଇଦର ଓ ତା’ର ପରିବାର ଲୋକ କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ବୁ ବାଟ ଦେଇ ବଙ୍ଗୋପସାଗରରେ ବୋଟରେ ବାଂଲାଦେଶ ଚମ୍ପଟ ମାରିଛନ୍ତି । କିମ୍ବା ସପରିବାର ବାଂଲାଦେଶ ଚାଲିଯିବା ପାଇଁ ଯୋଜନା କରୁଛନ୍ତି ବୋଲି ଅନୁମାନ କରାଯାଉଛି । ଏହିଭଳି ଖବର ଜଣାପଡିବା ପରେ କଟକ କମିସନରେଟ ପୁଲିସର ଏକ ଟିମ ଜମ୍ବୁର ବିଭିନ୍ନ ସ୍ଥାନରେ ଚଢ଼ଉ କରିଛି । ଜଳେରେ ଆଉ ଏକ ସ୍ୱତନ୍ତ୍ର ପୁଲିସ ଟିମ ଛାନଭିନ ଜାରି ରଖିଛି । ସୂଚନା ଅନୁଯାୟୀ, ଗ୍ୟାଙ୍ଗଷ୍ଟର ହାଇଦର ବଡ଼ ମେଡିକାଲରୁ ଅପରାହ୍ନ ପ୍ରାୟ ୪ଟାରୁ ୪ଟା ୩୦ ଭିତରେ ଯାଇଥିବା ବେଳେ କମିସନରେଟ ପୁଲିସ ରାତି ପ୍ରାୟ ୭ଟା ବେଳକୁ ଖବର ପାଇଥିଲା । ଏହି ସମୟ ଭିତରେ ହାଇଦରକୁ ଖସିଯିବାକୁ ପରୋକ୍ଷରେ ଏକ ପ୍ରକାର ସୁଯୋଗ ଦିଆଯାଇଥିବା କୁହାଯାଉଛି । ବଡ଼ ମେଡିକାଲକୁ ଶନିବାର ଆସିଥିବା ହାଇଦରର ମଝିଆ ପୁଅ ଆଝାରୁଦ୍ଧିନ ସମେତ ଭାଇ କାଳିଆ, ପୁତୁରା କାଲା, ଶାଳକ ଗୋରା ଏବଂ ସାନ ଜ୍ୱାଇଁଙ୍କ ମୋବାଇଲ ପାଖାପାଖି ୪ଟା ୩୦ ବେଳେ ମଙ୍ଗଳବାଗ ଅଂଚଳରେ ହିଁ ସୁଇଚ ଅଫ ହୋଇଥିବା ଜଣାପଡିଛି । ତା ପରଠାରୁ ସେମାନଙ୍କ ମୋବାଇଲ ଆଉ ଖୋଲାଯାଇ ନାହିଁ । ଏବେ ହାଇଦରର ବଡ଼ ପୁଅ ସେକ ମୁନ୍ନା ଜେଲରେ ଥିବା ବେଳେ ବାହାରେ ଥିବା ମଝିଆ ପୁଅ ସେକ ଆଝାରୁଦ୍ଧିନ, ସାନ ପୁଅ ସେକ ବୁନ୍ନେଇ, ଭାଇ, ପୁତୁରା, ସଳା ଓ ସାନ ଜ୍ୱାଇଁଙ୍କ ପତ୍ତା ମିଳୁନାହିଁ । ହାଇଦର ସହିତ ଏମାନେ ଥିବା ବେଳେ ଅଧାରାସ୍ତାରୁ ଅଲଗା ଅଲଗା ହୋଇ ବାଂଲାଦେଶ ଆଡକୁ ଯାଇଥିବା କୁହାଯାଉଛି । ପୁଲିସର ଆଉ ଚାରଟି ଟିମ କୋଲକାତା ସମେତ ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଯାଇ ସର୍ଚ ଅପରେସନ୍ ଜାରି ରଖିଛନ୍ତି ।
Tags HYDER

Related articles Odisha News Lens 4.1

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15150
    Jun 30, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    13932
    Jul 01, 2026
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ
    ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14133
    Jun 30, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14820
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15252
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15601
    Jul 01, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14465
    Jul 01, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14250
    Jun 30, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    14914
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15252
    Jul 01, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14820
    Jul 01, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14250
    Jun 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17570
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17620
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18017
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14180
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14226
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15849
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15721
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15362
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15150
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14896
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15601
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    13932
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13364
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In