Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ରାଜ୍ୟ
Home ›› ରାଜ୍ୟ ››ଛୁଟି ସମୟରେ ଜାରି ରହିବ ନାମଲେଖା ପ୍ରକ୍ରିୟା, ବିଦ୍ୟାଳୟ କାର୍ଯ୍ୟାଳୟ ରହିବ ଖୋଲା

ଛୁଟି ସମୟରେ ଜାରି ରହିବ ନାମଲେଖା ପ୍ରକ୍ରିୟା, ବିଦ୍ୟାଳୟ କାର୍ଯ୍ୟାଳୟ ରହିବ ଖୋଲା

2026-04-29 05:55:55
15270
Share:
Facebook
Twitter
E-Mail
WhatsApp
Telegram
ଛୁଟି ସମୟରେ ଜାରି ରହିବ ନାମଲେଖା ପ୍ରକ୍ରିୟା, ବିଦ୍ୟାଳୟ କାର୍ଯ୍ୟାଳୟ ରହିବ ଖୋଲା

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଚଳିତ ମାସ ୨୭ରୁ ସମସ୍ତ ବିଦ୍ୟାଳୟରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଖରା ଛୁଟି ସମୟରେ ବିଦ୍ୟାଳୟର ପରିଚାଳନା ଏବଂ ଛାତ୍ରଛାତ୍ରୀଙ୍କ ପାଠପଢ଼ାକୁ ନେଇ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ସ୍ବତନ୍ତ୍ର ନିର୍ଦେଶାବଳୀ ଜାରି କରାଯାଇଛି। ଛାତ୍ରଛାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ‘ହଲିଡେ ହୋମ୍‌ୱାର୍କ’ ପ୍ରସ୍ତୁତ କରାଯାଇଛି, ଯାହାକୁ ପ୍ରଧାନଶିକ୍ଷକଙ୍କ ଜରିଆରେ ସମସ୍ତଙ୍କୁ ଯୋଗାଇ ଦିଆଯିବ। ଛାତ୍ରଛାତ୍ରୀ ନିଜ ବିଷୟଗତ ଖାତାରେ ଏହି ଗୃହକାର୍ଯ୍ୟ କରିବେ। କୌଣସି ପ୍ରକାର ଶିକ୍ଷାଗତ ସହାୟତା ପାଇଁ ସେମାନେ ଟେଲିଫୋନ୍ ମାଧ୍ୟମରେ ନିଜ ଶ୍ରେଣୀ ଶିକ୍ଷକ କିମ୍ବା ବିଷୟ ଶିକ୍ଷକଙ୍କ ସହ ଯୋଗାଯୋଗ କରିପାରିବେ। 

ଛୁଟି ସମୟରେ ନାମଲେଖା ପ୍ରକ୍ରିୟା ଜାରି ରହିଥିବାରୁ ବିଦ୍ୟାଳୟ କାର୍ଯ୍ୟାଳୟ ଖୋଲା ରହିବ। ଏଥିପାଇଁ ଶିକ୍ଷକ, କନିଷ୍ଠ ସହାୟକ ଏବଂ ପିଅନଙ୍କୁ ନେଇ ଏକ ‘ରୋଷ୍ଟର ଡ୍ୟୁଟି’ ତାଲିକା ପ୍ରସ୍ତୁତ କରାଯିବ। କାଳବୈଶାଖୀ ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରଧାନଶିକ୍ଷକ ଓ ରୋଷ୍ଟର ଷ୍ଟାଫ୍ ବିଦ୍ୟାଳୟ ପରିଦର୍ଶନ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ସ୍କୁଲ୍ ପୁନଃ ଖୋଲିବାର ଦିନକ ପୂର୍ବରୁ ସମ୍ପୂର୍ଣ୍ଣ କ୍ୟାମ୍ପସର ପରିମଳ ଓ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବାକୁ ନିର୍ଦେଶ ଦିଆଯାଇଛି। 

Powered by Froala Editor

Tags School

Related articles Odisha News Lens 4.1

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13589
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14783
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14478
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14429
    Aug 17, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14932
    Aug 18, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15681
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15191
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15012
    Aug 18, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14500
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14429
    Aug 17, 2026
  • ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14932
    Aug 18, 2026
  • ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15012
    Aug 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15681
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13769
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14857
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14630
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14469
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14247
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14645
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14478
    Aug 17, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13589
    Aug 18, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14932
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In