Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

2026-04-29 20:11:35
14597
Share:
Facebook
Twitter
E-Mail
WhatsApp
Telegram
ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

ଦ୍ବିତୀୟ ପର୍ଯ୍ୟାୟରେ ପଶ୍ଚିମବଙ୍ଗ ବିଧାନସଭା ଲାଗି ଅବଶିଷ୍ଟ ୧୪୨ ଆସନରେ ହୋଇଛି ମତଦାନ। ଗଣତନ୍ତ୍ରର ଏ ମହାପର୍ବରେ ସାମିଲ ହୋଇଛନ୍ତି ହାୱଡ଼ା, ନଦିଆ, ହୁଗୁଳି, ପୂର୍ବ ବର୍ଦ୍ଧମାନ ଓ ନର୍ଥ ଏବଂ ସାଉଥ୍ ୨୪ ପ୍ରଗଣା ଭଳି ୭ ଜିଲ୍ଲାବାସୀ। ସକାଳ ୭ରୁ ସଂଧ୍ୟା ୬ଟା ଯାଏଁ ବୁଥ୍ ଆଗରେ ଥିଲା ଭୋଟରଙ୍କ ଲମ୍ବା ଲାଇନ୍।

ଏପ୍ରିଲ୍ ୨୩ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବ୍ୟାପକ ହିଂସାକୁ ଦେଖି ଦ୍ବିତୀୟ ପର୍ଯ୍ୟାୟରେ ଅଭୁତପୂର୍ବ ସୁରକ୍ଷା ବନ୍ଦୋବସ୍ତ କରିଥିଲେ ନିର୍ବାଚନ କମିଶନ୍। କିନ୍ତୁ ସବୁ ସୁରକ୍ଷା ବଳୟ ସତ୍ତ୍ବେ ୭ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରୁ ଆସିଥିଲା ହିଂସା ଚିତ୍ର। ଛାପ୍ରା, ଶାନ୍ତିପୁର ଏବଂ ଭାଙ୍ଗରରେ ବିଜେପି ଓ ଟିଏମସି କର୍ମୀଙ୍କ ମଧ୍ୟରେ ମାରପିଟ୍ ସହ ବୁଥରେ ଭଙ୍ଗାରୁଜା ଦେଖିବାକୁ ମିଳିଥିଲା।

ହାଇପ୍ରୋଫାଇଲ୍ ନିର୍ବାଚନ ପଶ୍ଚିମବଙ୍ଗରେ ହୋଇଥିବାବେଳେ ଟିଏମସି ଏବଂ ବିଜେପି ମଧ୍ୟରେ କଡ଼ା ଟକ୍କର ହୋଇଛି । ୪ ତାରିଖରେ ପ୍ରକାଶ ପାଇଁ ୫ ରାଜ୍ୟର ନିର୍ବାଚନ ଫଳାଫଳ । ଉଭୟ ଦଳ ସରକାର ଗଠନ ପାଇଁ ଦାବି କରିଥିବାବେଳେ ଆସିଛି ବୁଥ୍ ବାହୁଡ଼ା ମତ । ଏଗଜିଟ୍ ପୋଲରେ ବିଜେପି ସରକାର ଗଠନ କରିବା ନେଇ ଅନେକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି।

Powered by Froala Editor

Tags bengal

Related articles Odisha News Lens 4.1

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14201
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    14040
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13676
    Nov 06, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15588
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14743
    Nov 06, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15673
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14719
    Nov 05, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15164
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13668
    Nov 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    14040
    Nov 05, 2026
  • ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15164
    Nov 06, 2026
  • ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13676
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17256
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17957
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17899
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18319
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13668
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14028
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14879
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15858
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15038
    Oct 27, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14059
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14137
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14417
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15861
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15673
    Nov 05, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13796
    Nov 05, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14743
    Nov 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In