Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ...

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ...

  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ...

  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

ରାଜ୍ୟ
Home ›› ରାଜ୍ୟ ››୨୨ ଜିଲାକୁ କାଳବୈଶାଖୀ ସହ ଝଡ଼ବର୍ଷା ଭୟ

୨୨ ଜିଲାକୁ କାଳବୈଶାଖୀ ସହ ଝଡ଼ବର୍ଷା ଭୟ

2026-04-30 05:36:20
15111
Share:
Facebook
Twitter
E-Mail
WhatsApp
Telegram
୨୨ ଜିଲାକୁ କାଳବୈଶାଖୀ ସହ ଝଡ଼ବର୍ଷା ଭୟ

ଭୁବନେଶ୍ୱର:ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ୨୨ ଜିଲାକୁ କାଳବୈଶାଖୀ ଝଡ଼ବର୍ଷା ଭୟ ଥିବାବେଳେ ୧୬ ଜିଲାକୁ ଗରମ ଓ ଗୁଳୁଗୁଳି ପାଇଁ ଓ୍ବାର୍ନିଂ ଦିଆଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଗଞ୍ଜାମ ଓ ଗଜପତି ଜିଲାକୁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ସୁନ୍ଦରଗଡ଼ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।

Powered by Froala Editor

Tags Kalabaisakhi

Related articles Odisha News Lens 4.1

  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14538
    Apr 28, 2026
  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା
    ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    15050
    Apr 29, 2026
  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    14118
    Apr 28, 2026
  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...

    14573
    Apr 29, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14387
    Apr 29, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14941
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14944
    Apr 29, 2026
  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ
    ଦେଶ-ଦେଶାନ୍ତର

    ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14703
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13516
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14941
    Apr 29, 2026
  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14944
    Apr 29, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14387
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17495
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16324
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13516
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15942
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15922
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14542
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14344
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15097
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13901
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    15050
    Apr 29, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14387
    Apr 29, 2026
  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14538
    Apr 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In