Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ...

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ...

  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

ରାଜ୍ୟ
Home ›› ରାଜ୍ୟ ››ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

2026-04-30 06:29:20
13304
Share:
Facebook
Twitter
E-Mail
WhatsApp
Telegram
ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

ବିଷମକଟକ : ରାୟଗଡ଼ା ଜିଲା ବିଷମକଟକ ଥାନା ଅନ୍ତର୍ଗତ ଥୁଆପାଡ଼ି ଗାଁକୁ ନୀଳଗିରି ଗଛ କାଟିବାକୁ ଯାଇଥିବା ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ମୁନିଗୁଡା ବ୍ଲକ ରଘୁବାରି ପଞ୍ଚାୟତ ଜାଡ଼ିଗାଁର ଗଲାଙ୍ଗ ମାଝୀ । ଗଲାଙ୍ଗଙ୍କ ସହ ଅନ୍ୟ ୭ ଜଣ ସାଥୀ ନୀଳଗିରି ଗଛ କାଟିବା ପାଇଁ ବିଷମକଟକ ଅଞ୍ଚଳକୁ ଆସିଥିଲେ । ନୀଳଗିରି ଗଛ କାଟି ସାରିବା ପରେ ହଠାତ କାଳବୈଶାଖୀ ସହ ବଜ୍ରପାତ ହୋଇଥିଲା। ଏଥିରେ ଗଲାଙ୍ଗ ଗୁରୁତର ହୋଇ ପଡ଼ିଥିଲେ । ତାଙ୍କୁ ତୁରନ୍ତ ବିଷମକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବିଷମକଟକ ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି।

Powered by Froala Editor

Tags Dead

Related articles Odisha News Lens 4.1

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ
    ଦେଶ-ଦେଶାନ୍ତର

    ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14706
    Apr 29, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15109
    Apr 30, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ
    ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13989
    Apr 29, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13319
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13519
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14126
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14390
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14947
    Apr 29, 2026
  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା
    ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    15053
    Apr 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    15053
    Apr 29, 2026
  • ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13989
    Apr 29, 2026
  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14947
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17495
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16325
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13519
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15945
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15924
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14542
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14344
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15097
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13901
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13989
    Apr 29, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15109
    Apr 30, 2026
  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14706
    Apr 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In