Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏକଜିଟ ପୋଲ, ବାଜିମାରି ନେବେ ବିଜୟ

ଏକଜିଟ ପୋଲ, ବାଜିମାରି ନେବେ ବିଜୟ

2026-04-30 07:39:18
15884
Share:
Facebook
Twitter
E-Mail
WhatsApp
Telegram
ଏକଜିଟ ପୋଲ, ବାଜିମାରି ନେବେ ବିଜୟ

ତାମିଲନାଡୁ ବିଧାନସଭା ନିର୍ବାଚନ ମେ ୪ ତାରିଖରେ ଘୋଷଣା କରାଯିବ। କିନ୍ତୁ ଏକଜିଟ୍ ପୋଲଗୁଡ଼ିକ ସେମାନଙ୍କର ପୂର୍ବାନୁମାନ ପ୍ରକାଶ କରିସାରିଛି । ଏକଜିଟ ପୋଲର ଫଳାଫଳ ତାହା ତାମିଲନାଡୁ ରାଜନୀତି କି ସରଗରମ କରିଦେଇଛି।

ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଭୋଟ୍ ଗ୍ରହଣ କରାଯାଇଥିବା ବେଳେ ବୁଧବାର ଆସିଛି ବୁଥ୍ ବାହୁଡ଼ା ମତ ବା ଏକଜିଟ ପୋଲ ଫଳାଫଳ। ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ମେଣ୍ଟ ଏଠାରେ ପୁଣି ବାଜି ମାରି ଲଗାତାର ଦ୍ୱିତୀୟ ଥର ସରକାର ଗଠନ କରିବ ବୋଲି ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ ପୋଲରୁ ଜଣାପଡ଼ିଛି। କିନ୍ତୁ ଆକ୍ସିସ ମାଇଁ ଇଣ୍ଡିଆର ଏକଜିଟ୍ ପୋଲ ଫଳାଫଳ କିଛି ଅଲଗା କହୁଛି। ଏହି ସଂସ୍ଥା ଅନୁଯାୟୀ, ଅଭିନେତାରୁ ରାଜନେତା ପାଲଟି ଥିବା ବିଜୟଙ୍କ ଟିଭିକେ ଗଢ଼ିପାରେ ସରକାର।

ଆକ୍ସିସ୍ ମାଇ ଇଣ୍ଡିଆ ପୋଲରେ ବିଜୟଙ୍କ ଟିଭିକେ ଏକ ପ୍ରମୁଖ ଦଳ ଭାବରେ ଉଭା ହେଉଥିବା ଦର୍ଶାଯାଇଛି । ଯଦି ଏହି ସଂଖ୍ୟା ପ୍ରକୃତ ଫଳାଫଳରେ ପରିଣତ ହୁଏ, ତେବେ ବିଜୟ ତାମିଲନାଡୁରେ ସରକାର ଗଠନ କରିବେ । 

TVK ୩୫% ଭୋଟ ସେୟାର ସହିତ, ୯୮-୧୨୦ ଆସନ- ଆକ୍ସିସ୍ ମାଇ ଇଣ୍ଡିଆ ଏକଜିଟ୍ ପୋଲରେ ଟିଭିକେ ୩୫% ଭୋଟ ସେୟାର ସହିତ ୯୮-୧୨୦ ଆସନ ଜିତିବ ବୋଲି ଆକଳନ କରାଯାଇଛି । ଯଦି ଏକଜିଟ୍ ପୋଲ୍ ଏକଜାଟ୍ ହୁଏ ଟିଭିକେ ପାଇଁ ଏକ ଐତିହାସିକ ସଫଳତା ହୋଇପାରେ ।  ଡିଏମକେ ମେଣ୍ଟ ୯୨-୧୧୦ ଆସନ ଜିତିବ ବୋଲି ଆକଳନ କରାଯାଇଛି, ଯାହା ସ୍ପଷ୍ଟ କରିଛି ଯେ, ଟିଭିକେ ଏହି ନିର୍ବାଚନରେ ଏକ ଗୁରୁତ୍ୱପୂର୍ଣ୍ଣ ଖେଳାଳି ଭାବରେ ଉଭା ହୋଇପାରେ । ଯଦି ଟିଭିକେ ଭଲ ପ୍ରଦର୍ଶନ କରେ, ତେବେ ବିଜୟ କେବଳ ରାଜା ହୋଇପାରିବେ ନାହିଁ, ବରଂ କିଙ୍ଗମେକର ଭୂମିକା ମଧ୍ୟ ଗ୍ରହଣ କରିପାରିବେ ।

Powered by Froala Editor

Tags vijay

Related articles Odisha News Lens 4.1

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13915
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15434
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14114
    Sep 27, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14674
    Sep 29, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14614
    Sep 28, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15531
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15694
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14619
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13974
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13974
    Sep 28, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14614
    Sep 28, 2026
  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14619
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14674
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13750
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15695
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15260
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14634
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14137
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14614
    Sep 28, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14114
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13974
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In