Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

ଅପରାଧ
Home ›› ଅପରାଧ ››ତରଭୂଜରେ ଦିଆଯାଇଥିଲା କି ବିଷ !

ତରଭୂଜରେ ଦିଆଯାଇଥିଲା କି ବିଷ !

2026-05-02 07:48:47
16831
Share:
Facebook
Twitter
E-Mail
WhatsApp
Telegram
ତରଭୂଜରେ ଦିଆଯାଇଥିଲା କି ବିଷ !

ମୁମ୍ବାଇର ପାଇଧୋନି ଅଞ୍ଚଳରେ ଏକାସାଙ୍ଗରେ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଏହି ମାମଲାରେ ଦାଖଲ ହୋଇଥିବା ଫୋରେନ୍ସିକ ରିପୋର୍ଟ ମୃତ ବ୍ୟକ୍ତିଙ୍କ ଶରୀରରେ ବିଷ ଥିବା ନିଶ୍ଚିତ କରିଛି। ରିପୋର୍ଟ ଆଧାରରେ, ସନ୍ଦେହ କରାଯାଉଛି ଯେ ତରଭୁଜରେ କୌଣସି ବିଷାକ୍ତ ପଦାର୍ଥ ମିଶାଯାଇ ଥାଇପାରେ, ଯାହା ମୃତ୍ୟୁର କାରଣ ହୋଇଥିଲା। ବର୍ତ୍ତମାନ ତଦନ୍ତକାରୀ ଏଜେନ୍ସିଗୁଡ଼ିକ ରିପୋର୍ଟର ସମସ୍ତ ଦିଗ ଯାଞ୍ଚ କରୁଛନ୍ତି, ଏବଂ ସମଗ୍ର ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ଚାଲିଛି।

ଫରେନସିକ୍ ରିପୋର୍ଟ ଅନୁଯାୟୀ, ମୃତକଙ୍କ ଶରୀରରେ ବିଷ ଥିବା ନିଶ୍ଚିତ ହୋଇଛି । ଏହି ରିପୋର୍ଟ ଆସିବା ପରେ ଏହା କେବଳ ସାଧାରଣ 'ଫୁଡ୍ ପଏଜନିଂ' ନା ଏହା ପଛରେ କୌଣସି ବଡ଼ ଷଡ଼ଯନ୍ତ୍ର ରହିଛି, ସେ ନେଇ ପୋଲିସ ତଦନ୍ତ ତେଜିଛି । ଫରେନସିକ୍ ରିପୋର୍ଟରୁ ଜଣାପଡ଼ିଛି ଯେ, ବିଷର ପ୍ରଭାବ ଏତେ ଭୟଙ୍କର ଥିଲା ଯେ ମୃତକଙ୍କ ଶରୀରର ଭିତର ଅଂଶ ସବୁଜ ପଡ଼ିଯାଇଛି । ମୃତ ବ୍ୟକ୍ତିଙ୍କ ମସ୍ତିଷ୍କ, ହୃଦୟ ଏବଂ ଅନ୍ତନଳୀରେ ସବୁଜ ରଙ୍ଗ ଦେଖିବାକୁ ମିଳିଛି । ଏଥିସହିତ ମୃତ ଅବଦୁଲ୍ଲାଙ୍କ ଶରୀରରେ 'ମର୍ଫିନ୍' ନାମକ ଏକ ଶକ୍ତିଶାଳୀ ଯନ୍ତ୍ରଣା ନାଶକ ଔଷଧର ଅଂଶ ମଧ୍ୟ ମିଳିଛି । ଏହା ଶରୀରରେ କିପରି ପହଞ୍ଚିଲା, ସେ ନେଇ ଡାକ୍ତରୀ ଦଳ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି ।

ଗତ ଏପ୍ରିଲ ୨୬ ତାରିଖରେ ମୁମ୍ବାଇର ପାଇଧୋନି ଅଞ୍ଚଳରେ ଗୋଟିଏ ପରିବାରର ଚାରିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪୦ ବର୍ଷୀୟ ସ୍ୱାମୀ ଅବଦୁଲ୍ଲା ଅବଦୁଲ୍ କଦର୍, ୩୫ ବର୍ଷୀୟ ସ୍ତ୍ରୀ ନସରୀନ ଏବଂ ସେମାନଙ୍କର ଦୁଇ ଝିଅ ଆୟେଶା, ଜୈନବ ଥିଲେ।  ପାଇଧୋନି ଅଞ୍ଚଳରେ ରହୁଥିବା ଏହି ପରିବାରର ମୋଟ ୭ ଜଣ ସଦସ୍ୟ ରାତିରେ ଏକାଠି ବିରିୟାନୀ ଖାଇଥିଲେ । ଖାଇବା ପରେ କିଛି ସମ୍ପର୍କୀୟ ନିଜ ଘରକୁ ଫେରିଯାଇଥିଲେ । ରାତି ପ୍ରାୟ ୧ଟାରୁ ୧ଟା ୩୦ ମିନିଟ୍ ମଧ୍ୟରେ ପରିବାରର ୪ ଜଣ ସଦସ୍ୟ ତରଭୁଜ ଖାଇଥିଲେ । ତରଭୁଜ ଖାଇବାର କିଛି ଘଣ୍ଟା ପରେ ହଠାତ୍ ୪ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା । 

ତରଭୁଜକୁ ଶୀଘ୍ର ପଚାଇବା ପାଇଁ କିମ୍ବା ଲାଲ୍ ଦେଖାଯିବା ପାଇଁ କୌଣସି ମାରାତ୍ମକ ରାସାୟନିକ ପଦାର୍ଥର ଇଞ୍ଜେକ୍ସନ ଦିଆଯାଇଥିଲା କି ? କେହି ଜାଣିଶୁଣି ତରଭୁଜ କିମ୍ବା ଖାଦ୍ୟରେ ବିଷ ମିଶାଇଛି କି? ପୁଲିସ ସେହି ଫଳ ବିକ୍ରେତାଙ୍କୁ ଠାବ କରିବାକୁ ଚେଷ୍ଟା କରୁଛି ।

Powered by Froala Editor

Tags watermelon

Related articles Odisha News Lens 4.1

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15512
    Aug 02, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14890
    Aug 01, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15851
    Jul 31, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14566
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13424
    Aug 02, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14181
    Jul 31, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13915
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15267
    Aug 01, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14460
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ...

    13915
    Aug 01, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14460
    Jul 31, 2026
  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14456
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17012
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17617
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17670
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18071
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15512
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14456
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14371
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15993
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15879
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14181
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14460
    Jul 31, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15512
    Aug 02, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15267
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In