Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅନ୍‌ଲାଇନରେ ପିଲା ପାଠ ପଢୁଛନ୍ତି କମ୍‌, ଗେମ୍ ଖେଳୁଛନ୍ତି ବେଶୀ

ଅନ୍‌ଲାଇନରେ ପିଲା ପାଠ ପଢୁଛନ୍ତି କମ୍‌, ଗେମ୍ ଖେଳୁଛନ୍ତି ବେଶୀ

2021-07-29 07:29:57
13615
Share:
Facebook
Twitter
E-Mail
WhatsApp
Telegram
ଅନ୍‌ଲାଇନରେ ପିଲା ପାଠ ପଢୁଛନ୍ତି କମ୍‌, ଗେମ୍ ଖେଳୁଛନ୍ତି ବେଶୀ

କୋଭିଡ କଟକଣା ଯୋଗୁଁ ପିଲାମାନେ ଅନଲାଇନ କ୍ଲାସ୍ କରୁଛନ୍ତି । ଏଥିପାଇଁ ଯେନେତେନ କରି ଅଭିଭାବକମାନେ ପିଲାଙ୍କ ପାଇଁ ସ୍ମାଟ ଫୋନ୍ ଆଣୁଛନ୍ତି । ହେଲେ କେତେକାଂଶ କ୍ଷେତ୍ରରେ ଏହାର ଦୁରୁପଯୋଗ ହେଉଥିବା ଅଭିଯୋଗ ହୋଇଛି । ଅନଲାଇନ ଗେମ୍ ପ୍ରତି ପିଲାମାନେ ଅଭ୍ୟସ୍ତ ହେଉଛନ୍ତି । ଏଥିପାଇଁ ସେମାନଙ୍କ ଭବିଷ୍ୟତ ନଷ୍ଟ ହେଉଛି । ତେଣୁ ପିଲାଙ୍କୁ ଅନଲାଇନ ଗେମ୍ ନିଶାରୁ ବଞ୍ଚାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଏ ସମ୍ପର୍କରେ ଜାତୀୟ ନୀତି ନିର୍ଦ୍ଧାରଣ କରିବା ଲାଗି ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା । କେନ୍ଦ୍ର ସରକାର ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ କୋର୍ଟ ଆଦେଶ ଦେଇଛନ୍ତି। ଜଷ୍ଟିସ୍ ଡି.ଏନ୍. ପଟେଲ ଓ ଜଷ୍ଟିସ୍ ଜ୍ୟୋତି ସିଂହଙ୍କ ଖଣ୍ଡପୀଠ ଏହି ଆଦେଶ ଦେଇଛନ୍ତି।

ମହାମାରୀ ସମୟରେ ଅନ୍‌ଲାଇନ୍ ପାଠପଢ଼ା ନାଁରେ ପିଲାମାନଙ୍କୁ ମୋବାଇଲ ବ୍ୟବହାର କରିବାକୁ ଅନୁମତି ମିଳିଯିବା ଦ୍ବାରା ପାଠପଢ଼ା କମ୍ ଓ ଗେମ୍ ଖେଳିବା ଅଧିକ ହେଉଛି । ଯାହାକୁ ନିୟନ୍ତ୍ରଣ କରିବା ଅଭିଭାବକମାନଙ୍କ ପକ୍ଷେ ଅସମ୍ଭବ ହୋଇପଡ଼ିଛି। ଅନ୍‌ଲାଇନ୍ ଗେମ୍ ଶିଶୁ (୬ରୁ ୧୦ ବର୍ଷ) ଏବଂ କିଶୋର (୧୧ରୁ ୧୯ ବର୍ଷ)ଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ଅତ୍ୟନ୍ତ କୁପ୍ରଭାବ ପକାଉଛି। ଅନ୍‌ଲାଇନ୍ ଗେମ୍‌ର କୁପ୍ରଭାବରୁ ପିଲାମାନେ କ୍ରମଶଃ ଉଗ୍ର ଓ ଆକ୍ରମଣାତ୍ମକ ହୋଇପଡ଼ୁଛନ୍ତି। ଏ ନେଇ ବିଦ୍ୟାଳୟଗୁଡ଼ିକରେ ପିଲାଙ୍କୁ ଉପଯୁକ୍ତ କାଉନ୍ସେ୍ଲିଂ କରାଯିବା ଲାଗି ଏକ ଜାତୀୟ ନୀତି ନିର୍ଦ୍ଧାରଣ ହେବା ଉଚିତ ବୋଲି ପିଟିସନରେ ଦର୍ଶାଯାଇଥିଲା। 

ସୂଚନାଯୋଗ୍ୟ ଯେ, ଏ ପିଟିସନ ଦାଖଲ ହେବା ପରେ ଓଡ଼ିଶାରୁ ଏଭଳି ଦୁଃଖଦ ଘଟଣା ସାମନାକୁ ଆସିଛି । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ର ଫ୍ରି ଫାୟାର ଗେମ୍ ଖେଳି ମୃତ୍ୟୁବରଣ କରିଛି । କିଛି ଦିନ ହେବ ଛାତ୍ର ଜଣକ ଗେମ୍ ଖେଳି ମାନସିକ ସ୍ଥିତି ହରାଇଥିଲା । ତାଙ୍କୁ ପ୍ରଥମେ କେନ୍ଦୁଝର ପରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଆଜି ତାର ମୃତ୍ୟୁ ଘଟିଛି । ଏ ଘଟଣା ପରେ ଅନଲାଇନ ଗେମ୍ ଏକ ଚିନ୍ତାଜନକ ବିଷୟ ପାଲଟିଛି । 

Powered by Froala Editor

Tags online game

Related articles Odisha News Lens 4.1

  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13686
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    13920
    Jun 28, 2026
  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ
    ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    14908
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14833
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13748
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13476
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14114
    Jun 28, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13930
    Jun 27, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14504
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14504
    Jun 26, 2026
  • ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15620
    Jun 27, 2026
  • ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13930
    Jun 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16956
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13748
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15580
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15627
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15275
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15103
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15500
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15256
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13930
    Jun 27, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15620
    Jun 27, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14114
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In