Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନା କରି ଦେଲେ ହାଇକୋର୍ଟ, ହଟିବନି ...

  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ...

  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା

  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ...

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ...

  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ...

  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ...

  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ...

  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

ରାଜ୍ୟ
Home ›› ରାଜ୍ୟ ››ଏହି କାରଣରୁ ବିବାହ ମଣ୍ଡପରୁ ଉଠି ଚାଲିଗଲେ ପୁରୋହିତ, କଲେନି ବାହାଘର

ଏହି କାରଣରୁ ବିବାହ ମଣ୍ଡପରୁ ଉଠି ଚାଲିଗଲେ ପୁରୋହିତ, କଲେନି ବାହାଘର

2026-05-05 07:29:15
15369
Share:
Facebook
Twitter
E-Mail
WhatsApp
Telegram
ଏହି କାରଣରୁ ବିବାହ ମଣ୍ଡପରୁ ଉଠି ଚାଲିଗଲେ ପୁରୋହିତ, କଲେନି ବାହାଘର

ପାରଳାଖେମୁଣ୍ଡି: ଗଜପତି ଜିଲା ଗୁମ୍ମା ବ୍ଲକରେ ନିକଟରେ ଏକ ବାଲ୍ୟବିବାହକୁ ଜିଲା ପ୍ରଶାସନ ରୋକିଥିବା ବେଳେ ସୋମବାର ଆଉ ଏକ ବାଲ୍ୟବିବାହକୁ ପ୍ରଶାସନ ରୋକିଛି। ତେବେ ଏହାକୁ ରୋକିବାରେ ବିବାହ କାର୍ଯ୍ୟ ସମ୍ପନ୍ନ କରିବାକୁ ଆସିଥିବା ପୁରୋହିତଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଛି।
ଖବରରୁ ଜଣାପଡିଛି, ଗୁମ୍ମା ବ୍ଲକର ପରିଡା ଗ୍ରାମରେ ଏକ ବିବାହ କାର୍ଯ୍ୟ ଆୟୋଜନ ହୋଇଥିଲା। ବିବାହ କାର୍ଯ୍ୟ ସମ୍ପନ୍ନ ପାଇଁ ଆସିଥିବା ପୁରୋହିତ ଝିଅର ବିବାହ ବୟସ ହୋଇ ନ ଥିବା ଜାଣିବା ପରେ ବିବାହ ମଣ୍ଡପରୁ ଉଠି ଚାଲିଯାଇଥିଲେ। ପରେ ଏନେଇ ସୂଚନା ପାଇ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଏକ ଟିମ୍‌ ଗଠନ କରି ସମ୍ପୃକ୍ତ ଗ୍ରାମରେ ପହଞ୍ଚତ୍ ଝିଅର ପରିବାର ଲୋକଙ୍କୁ ବୁଝାଶୁଝା କରିଥିଲେ। ବାଲ୍ୟବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ସମ୍ପର୍କରେ ବୁଝାଇବା ସହ ଝିଅର ବୟସ ୧୮ ଓ ପୁଅର ବୟସ ୨୧ ବର୍ଷ ବିବାହ ପାଇଁ ଉପଯୁକ୍ତ ବୋଲି ଅବଗତ କରାଇଥିଲେ। ପରିବାର ସଦସ୍ୟ ଏ ବିଷୟରେ ବୁଝିବା ପରେ ଝିଅର ବୟସ ୧୮ ବର୍ଷ ନ ହେବାଯାଏ ବିବାହ ଦେବେ ନାହି ବୋଲି ଲିଖିତ ଭାବରେ ଜଣାଇଥିଲେ।

Powered by Froala Editor

Tags Child marriage

Related articles Odisha News Lens 4.1

  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

    15470
    Jun 19, 2026
  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ
    ଦେଶ-ଦେଶାନ୍ତର

    ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15229
    Jun 18, 2026
  •  ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13907
    Jun 19, 2026
  • ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ
    ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15501
    Jun 19, 2026
  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର
    ଦେଶ-ଦେଶାନ୍ତର

    ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର

    15339
    Jun 19, 2026
  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...
    ଦେଶ-ଦେଶାନ୍ତର

    ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...

    14200
    Jun 18, 2026
  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା
    ଦେଶ-ଦେଶାନ୍ତର

    UPI ଓ ATM ରେ ଉଠାଇ ହେବ EPFO ଟଙ୍କା

    13797
    Jun 19, 2026
  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ
    ଦେଶ-ଦେଶାନ୍ତର

    ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13543
    Jun 19, 2026
  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର
    ଦେଶ-ଦେଶାନ୍ତର

    ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13931
    Jun 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15501
    Jun 19, 2026
  • ବିଶେଷ

    ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13907
    Jun 19, 2026
  • ଦେଶ-ଦେଶାନ୍ତର

    ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15229
    Jun 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16932
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17552
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17600
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17994
    Sep 06, 2023

ବିଶେଷ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13907
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15595
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14895
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14407
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15092
    Jun 13, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13761
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14862
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15475
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15225
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13931
    Jun 19, 2026
  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13543
    Jun 19, 2026
  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

    15470
    Jun 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In