Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ...

  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ...

  • ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ...

  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

ଅପରାଧ
Home ›› ଅପରାଧ ››ବାପର ରାଗ ପୁଅ ଉପରେ ସୁଝାଇଲା ପଡୋଶୀ: ୧୦ ବର୍ଷର ଶିଶୁକୁ ଗୋଡେଇ ଗୋଡେଇ ହାଣିଦେଲା

ବାପର ରାଗ ପୁଅ ଉପରେ ସୁଝାଇଲା ପଡୋଶୀ: ୧୦ ବର୍ଷର ଶିଶୁକୁ ଗୋଡେଇ ଗୋଡେଇ ହାଣିଦେଲା

2021-07-29 07:53:09
19637
Share:
Facebook
Twitter
E-Mail
WhatsApp
Telegram
ବାପର ରାଗ ପୁଅ ଉପରେ ସୁଝାଇଲା ପଡୋଶୀ: ୧୦ ବର୍ଷର ଶିଶୁକୁ ଗୋଡେଇ ଗୋଡେଇ ହାଣିଦେଲା

ଏମିତି ରାଗ ମୁଣ୍ଡକୁ ଚଢିଗଲା ଯେ, ପଡୋଶୀ ଜଣକ ହିତାହିତ ଜ୍ଞାନ ଭୁଲି ଏକ ୧୦ ବର୍ଷର ଶିଶୁକୁ ଗୋଡେଇ ଗୋଡେଇ ହାଣିଦେଲା । ଶିଶୁକୁ ବଞ୍ଚାଇବାକୁ ତାର ବଡ ଭାଇ ଓ ଅନ୍ୟ ଜଣେ ବୃଦ୍ଧ ଚେଷ୍ଟା କରିଥିଲେ ବି ଶିଶୁଟିର ମୃତ୍ୟୁ ଘଟିଛି । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅଧୀନ ଥୁଆମୂଳ ଭଟାଗୁଡା ଗାଁରେ ଏଭଳି ଅମାନବୀୟ ଘଟଣା ଘଟିଛି ।  

ସୂଚନାଯୋଗ୍ୟ, ଭଟାଗୁଡା ଗ୍ରାମର ଘାସିରାମ ମାଝୀ ଓ ଜୟସିଂ ଜାନୀ (୪୨) ପଡ଼ୋଶୀ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ପୂର୍ବରୁ ଶତ୍ର୍ରୁତା ଲାଗି ରହିଥିଲା। ଗତକାଲି ପୁଣି ଥରେ ଉଭୟ ପରିବାର ମଧ୍ୟରେ କଳହ ହୋଇଥିଲା। ଏହା ଉଗ୍ର ରୂପ ଧାରଣ କରିବାରୁ ନିଶାସକ୍ତ ଅବସ୍ଥାରେ ଥିବା ଜୟସିଂ ହାତରେ ଟାଙ୍ଗିଆ ଧରି ଘାସିରାମଙ୍କ ୧୦ ବର୍ଷର ଶିଶୁ ଅନିଲକୁ ଗୋଡେଇ ଗୋଡେଇ ହାଣିଥିଲେ। ଅନିଲଙ୍କୁ ବଞ୍ଚାଇବାକୁ ତାଙ୍କ ବଡ଼ ଭାଇ ଦେବାନନ୍ଦ ଚେଷ୍ଟା କରିବାରୁ ଜୟସିଂ ତାଙ୍କୁ ଧନୁତୀରରେ ଆକ୍ରମଣ କରିଥିଲେ। ଦେବାନନ୍ଦଙ୍କ ଗୋଡ଼ରେ ଆଘାତ ଲାଗିଥିବା ବେଳେ ତାଙ୍କୁ ଥୁଆମୁଳ ରାମପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତାପରେ ଜୟସିଂଙ୍କୁ କାବୁ କରିବାକୁ ଚେଷ୍ଟା କରୁଥିବା ଗ୍ରାମର ବୃଦ୍ଧ ତାମା ଜାନୀଙ୍କୁ ମଧ୍ୟ ସେ ଆକ୍ରମଣ କରିବାକୁ ପଛାଇ ନାହାନ୍ତି। ଏଥି ଯୋଗୁଁ ସେ ମଧ୍ୟ ଆହତ ହୋଇଥିବା ଅଭିଯୋଗ ଆସିଛି। ଅଭିଯୋଗ ପରେ ଥୁଆମୂଳ ରାମପୁର ଥାନା ଅଧିକାରୀ ଗୋବିନ୍ଦ ମାଝୀ ଓ ତାଙ୍କ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛନ୍ତି । ଏ ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଲୋକ ରାଗରେ ଏତେ ନିଷ୍ଠୁର ଆଉ କ୍ରୁର କେମିତି ହୋଇପାରନ୍ତି ବୋଲି ପ୍ରଶ୍ନ ଉଠିଛି । 

Powered by Froala Editor

Tags murder

Related articles Odisha News Lens 4.1

  • ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ପାର୍ଟିର ପ୍ରଶାନ୍ତ କିଶୋର ଆଗୁଆ
    ଦେଶ-ଦେଶାନ୍ତର

    ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ପାର୍ଟିର ପ୍ରଶାନ୍ତ କିଶୋର ଆଗୁଆ

    14397
    Aug 03, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13669
    Aug 02, 2026
  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ...
    ଦେଶ-ଦେଶାନ୍ତର

    ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ...

    14140
    Aug 03, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14802
    Aug 01, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15751
    Aug 02, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14952
    Aug 02, 2026
  • ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୪ ରେକର୍ଡ
    ଦେଶ-ଦେଶାନ୍ତର

    ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୪ ରେକର୍ଡ

    13460
    Aug 03, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13679
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    14124
    Aug 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ବ୍ୟାପିଗଲା

    14140
    Aug 03, 2026
  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15751
    Aug 02, 2026
  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14802
    Aug 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17013
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17620
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17672
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18073
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15751
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14687
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14397
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16027
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15905
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14388
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14247
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15034
    Jul 28, 2026
  • ଫିକା ପଡିବ ସୁନାର ଚମକ

    14135
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ବ୍ୟାପିଗଲା

    14140
    Aug 03, 2026
  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13679
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14124
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In