Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନା କରି ଦେଲେ ହାଇକୋର୍ଟ, ହଟିବନି ...

  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ...

  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା

  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ...

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ...

  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ...

  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ...

  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ...

  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

Home ›› ››ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କିଏ ହେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନେବେ ନିଷ୍ପତ୍ତି

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କିଏ ହେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନେବେ ନିଷ୍ପତ୍ତି

2026-05-06 05:47:33
15343
Share:
Facebook
Twitter
E-Mail
WhatsApp
Telegram
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କିଏ ହେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନେବେ ନିଷ୍ପତ୍ତି

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ବିଜେପି ଏକାକୀ ସରକାର ଗଠନ କରିବାକୁ ଯାଉଛି। ବିଜେପି ବିଧାୟକ ଦଳ ନେତା ବାଛିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ କରାଯାଇଥିବା ବେଳେ ମୋହନଙ୍କୁ ସହ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି। ଶାହାଙ୍କ ସାଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କିଏ ହେବେ ତା’ର ନିଷ୍ପତ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ମିଳିବା ପରେ ମୋହନଙ୍କ ରାଜନୈତିକ ପତିଆରା ବଢ଼ିଲା ବୋଲି ସବୁ ମହଲରେ ଆଲୋଚନା ଜୋର୍‌ ଧରିଛି।
ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ବିଜେପି ପ୍ରଥମ ଥର ପାଇଁ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ସରକାର ଗଠନ କରିବାକୁ ଯାଉଛି। ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ନିର୍ବାଚନରେ ବିଜେପିକୁ ୨୦୭ ଏବଂ ଟିଏମ୍‌ସିକୁ ୮୦ଟି ଆସନ ମିଳିଛି। ବିଜେପି ସରକାର ଗଠନ କରିବାକୁ ଯାଉଥିବା ବେଳେ କିଏ ରାଜ୍ୟର ମୁଖ୍ୟମନ୍ତ୍ରୀ ଚେହେରା ହେବେ ତାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦାୟିତ୍ୱ ଦିଆଯାଇଛି। ମଙ୍ଗଳବାର ବିଜେପି ସଂସଦୀୟ ବୋର୍ଡ ପକ୍ଷରୁ ପଶ୍ଚିମବଙ୍ଗରେ ବିଧାୟକ ଦଳ ନେତା କାହାକୁ କରାଯିବ ସେନେଇ ସ୍ଥିର କରିବାକୁ ଅମିତ ଶାହା, ମୋହନ ଚରଣ ମାଝୀଙ୍କୁ ଦାୟିତ୍ୱ ଦିଆଯାଇଥିବା ନେଇ ବିଜେପି ଦିଲ୍ଲୀ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳର ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଓଡ଼ିଆ ଭୋଟରଙ୍କୁ ବିଜେପି ସପକ୍ଷରେ ଆକୃଷ୍ଟ କରିବାକୁ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଓଡ଼ିଶାର ବହୁ ବିଧାୟକ ଏବଂ ଦଳୀୟ କାର୍ଯ୍ୟକର୍ତ୍ତା ଦାୟିତ୍ୱ ନେଇଥିଲେ। ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ଏକାଧିକ ଥର ପଶ୍ଚିମବଙ୍ଗ ଯାଇ ନିର୍ବାଚନ ସଭାରେ ପ୍ରଚାର କରିବାଠାରୁ ବିଭିନ୍ନ ରାଲିରେ ମଧ୍ୟ ଯୋଗଦେଇଥିଲେ। ବିଜେପି ରାଜ୍ୟ ନେତାମାନେ କହିବା କଥା ହେଲା, ପଶ୍ଚିମବଙ୍ଗରେ ରହୁଥିବା ବହୁ ଓଡ଼ିଆ ଭୋଟର ମଧ୍ୟ ବିଜେପି ସପକ୍ଷରେ ଭୋଟ ଦେଇଛନ୍ତି। ଶାହା ପଶ୍ଚିମବଙ୍ଗରେ ଦଳୀୟ ପ୍ରଚାରର ମଙ୍ଗ ଧରିଥିଲେ। ଶାହା ସେଠାରେ ଅଙ୍ଗ, ବଙ୍ଗ ଓ କଳିଙ୍ଗର କଥା ଉଠାଇଥିଲେ। ଏବେ ପଶ୍ଚିମବଙ୍ଗର ଶାସନ ମୁଖ୍ୟ ଚୟନ ଦାୟିତ୍ୱ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ବୋଲି କୁହାଯାଇପାରେ।

Powered by Froala Editor

Tags Cm

Related articles Odisha News Lens 4.1

  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ
    ଦେଶ-ଦେଶାନ୍ତର

    ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15242
    Jun 18, 2026
  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର
    ଦେଶ-ଦେଶାନ୍ତର

    ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର

    15352
    Jun 19, 2026
  •  ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13921
    Jun 19, 2026
  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

    15483
    Jun 19, 2026
  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା
    ମନୋରଞ୍ଜନ

    ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

    14549
    Jun 18, 2026
  • ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ
    ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15515
    Jun 19, 2026
  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ
    ଦେଶ-ଦେଶାନ୍ତର

    ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13556
    Jun 19, 2026
  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...
    ଦେଶ-ଦେଶାନ୍ତର

    ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...

    14213
    Jun 18, 2026
  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା
    ଦେଶ-ଦେଶାନ୍ତର

    UPI ଓ ATM ରେ ଉଠାଇ ହେବ EPFO ଟଙ୍କା

    13810
    Jun 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର

    15352
    Jun 19, 2026
  • ଦେଶ-ଦେଶାନ୍ତର

    ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13556
    Jun 19, 2026
  • ବିଶେଷ

    ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13921
    Jun 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16932
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17552
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17600
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17994
    Sep 06, 2023

ବିଶେଷ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13921
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15608
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14897
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14409
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15095
    Jun 13, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13761
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14862
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15475
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15225
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

    14549
    Jun 18, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13921
    Jun 19, 2026
  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13944
    Jun 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In