Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ...

  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ...

ରାଜ୍ୟ
Home ›› ରାଜ୍ୟ ››ଏଣିକି କେବଳ ସରକାରୀ ନୁହେଁ ଘରୋଇ ସ୍କୁଲର ଶିକ୍ଷକ କରିବେ ଜନଗଣନା

ଏଣିକି କେବଳ ସରକାରୀ ନୁହେଁ ଘରୋଇ ସ୍କୁଲର ଶିକ୍ଷକ କରିବେ ଜନଗଣନା

2026-05-06 11:53:21
15609
Share:
Facebook
Twitter
E-Mail
WhatsApp
Telegram
ଏଣିକି କେବଳ ସରକାରୀ ନୁହେଁ ଘରୋଇ ସ୍କୁଲର ଶିକ୍ଷକ କରିବେ ଜନଗଣନା

ଭୁବନେଶ୍ୱର: ଜନଗଣନା ପାଇଁ ସତର୍କ କଲେ ସରକାର । ଓଡ଼ିଶାରେ ଚାଲିଥିବା ଜନଗଣନା କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି କେବଳ ସରକାରୀ ନୁହେଁ ବରଂ ସମସ୍ତ ଘରୋଇ ସ୍କୁଲର ଶିକ୍ଷକ ଓ କର୍ମଚାରୀମାନଙ୍କୁ ମଧ୍ୟ ଜନଗଣନା କାର୍ଯ୍ୟରେ ନିୟୋଜିତ ହେବାକୁ ପଡ଼ିବ। ଏଥିରେ କୌଣସି ପ୍ରକାର ଅବହେଳା ବା ବାଧା ସୃଷ୍ଟି କଲେ ସମ୍ପୃକ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କିଛି ଘରୋଇ ସ୍କୁଲ କର୍ତ୍ତୃପକ୍ଷ ନିଜ ଶିକ୍ଷକମାନଙ୍କୁ ଜନଗଣନା କାର୍ଯ୍ୟ ପାଇଁ ଛାଡୁନଥିବା ନେଇ ସରକାରଙ୍କ ପାଖରେ ଅଭିଯୋଗ ହୋଇଥିଲା । ଏହାକୁ ଗମ୍ଭୀରତାର ସହ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ସେ ସ୍ପଷ୍ଟ କରିଛନ୍ତି ଯେ, ଜନଗଣନା କାର୍ଯ୍ୟ ହେଉଛି ‘ଜନଗଣନା ଅଧିନିୟମ, ୧୯୪୮’ ଅନୁଯାୟୀ ଏକ ସାମ୍ବିଧାନିକ ଦାୟିତ୍ୱ। ଏଥିରେ ସହଯୋଗ କରିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ବାଧ୍ୟତାମୂଳକ। ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନେ ନିଜ ନିଜ ଜିଲ୍ଲାର ସମସ୍ତ ସ୍କୁଲ ପରିଚାଳନା କମିଟିକୁ ଏହି ନିୟମ ବିଷୟରେ ଜଣାଇବେ। 

Powered by Froala Editor

Tags Census

Related articles Odisha News Lens 4.1

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15094
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15144
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14153
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15459
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13787
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13771
    Aug 31, 2026
  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14937
    Aug 30, 2026
  •  ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...
    ଦେଶ-ଦେଶାନ୍ତର

    ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...

    13583
    Aug 30, 2026
  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ

    13649
    Aug 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ସ୍ଥାନ

    13583
    Aug 30, 2026
  • ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14025
    Aug 31, 2026
  • ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13787
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17060
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17699
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18130
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13771
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14446
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14627
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13965
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15355
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15986
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14022
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14291
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ସ୍ଥାନ

    13583
    Aug 30, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15144
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14025
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In