Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

Home ›› ››‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

2026-05-07 07:38:36
16103
Share:
Facebook
Twitter
E-Mail
WhatsApp
Telegram
‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

ପାକିସ୍ତାନ ବିରୋଧରେ ଭାରତୀୟ ସେନା ପକ୍ଷରୁ କରାଯାଇଥିବା ସାମରିକ ଅଭିଯାନ ‘ଅପରେସନ୍ ସିନ୍ଦୂର’ର ଏକବର୍ଷ ପୂରଣ ହୋଇଛି। ଗତବର୍ଷ ଏପ୍ରିଲ ୨୨ରେ ପାକ୍ ଆତଙ୍କୀ ଦେଇଥିବା ଏହି କ୍ଷତର ଜବାବ ଭୀଷଣ ହୋଇଥିଲା । ଭାରତୀୟ ସେନା ଯୋଜନାବଦ୍ଧ ଭବେ ମେ ୭ ତାରିଖରେ ପାକିସ୍ତାନ ଭିତରେ ପଶି ଆତଙ୍କୀ ଶିବିରଗୁଡିକୁ ମିସାଇଲ ମାଡ କରି ଛାରଖାର କରିଦେଲେ । ଏହି ପ୍ରତିଶୋଧ ଅଭିଯାନର ନାଁ ରହିଥିଲା 'ଅପରେସନ ସିନ୍ଦୂର' । ଆଜି ଏହି ମିଶନକୁ ବର୍ଷେ ପୂରଣ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଏକ୍ସ ଡିପି 'ଅପରେସନ ସିନ୍ଦୂର' ରଖିଛନ୍ତି ଏବଂ ସେନାର ସାହାସିକତାକୁ ସଲାମ୍ କରିଛନ୍ତି ।

'ଅପରେସନ ସିନ୍ଦୂର'ର ଗୋଟିଏ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି - " ଗୋଟିଏ ବର୍ଷ ପୂର୍ବେ, 'ଅପରେସନ ସିନ୍ଦୂର' ସମୟରେ, ଆମର ସଶସ୍ତ୍ର ବାହିନୀ ଅତୁଳନୀୟ ସାହସ, ସଠିକତା ଏବଂ ଦୃଢ଼ ସଂକଳ୍ପ ପ୍ରଦର୍ଶନ କରିଥିଲେ । ପହଲଗାମରେ ନିରୀହ ଭାରତୀୟଙ୍କ ଉପରେ ଆକ୍ରମଣ କରିବାକୁ ସାହସ କରୁଥିବା ଲୋକଙ୍କୁ ସେମାନେ ଉପଯୁକ୍ତ ଜବାବ ଦେଇଥିଲେ। ସମଗ୍ର ଦେଶ ଆମ ବାହିନୀର ବୀରତ୍ୱକୁ ସଲାମ କରୁଛି । ଆମେ ଆତଙ୍କବାଦୀଙ୍କ ଇକୋସିଷ୍ଟମକୁ ହରାଇବୁ ।''

୨୦୨୫ ମେ’ ୬ ତାରିଖ ବିଳମ୍ବିତ ରାତି (୭ ତାରିଖ)ରେ ଭାରତୀୟ ସେନା ଦ୍ୱାରା ଏହି ଅପରେସନ୍ ଆରମ୍ଭ କରାଯାଇଥିଲା। ଜାମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବ ଦେବା ପାଇଁ ଭାରତୀୟ ସେନା ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ରେ ଥିବା ପ୍ରାୟ ୯ଟି ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିଥିଲା। ଭାରତର ଏହି ଆକ୍ରମଣ ଉପରେ ପାକିସ୍ତାନ ପ୍ରତିଆକ୍ରମଣ କରିବାରୁ ଦୁଇ ଦେଶ ମଧ୍ୟରେ ସଂଘର୍ଷ ହୋଇଥିଲା। ମେ ୭ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ସାମରିକ ସଂଘର୍ଷ ଲାଗି ରହିଥିଲା। ଶେଷରେ ପାକିସ୍ତାନର ଅନୁରୋଧ କ୍ରମେ ଏହି ସଂଘର୍ଷର ଅସ୍ତ୍ରବିରତି ହୋଇଥିଲା। ଅସ୍ତ୍ରବିରତି ଯୋଗୁଁ ଏହି ଅଭିଯାନ ଏବେ ବନ୍ଦ ରହିଛି। 

Powered by Froala Editor

Tags sindoor

Related articles Odisha News Lens 4.1

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14406
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14193
    May 23, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14997
    May 24, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15434
    May 23, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14877
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    14000
    May 23, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15452
    May 24, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13865
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14920
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15452
    May 24, 2026
  • ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14193
    May 23, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14877
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16877
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17927
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15452
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14975
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14386
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14512
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15573
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15419
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13984
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    14000
    May 23, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14997
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14920
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In