Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

ରାଜ୍ୟ
Home ›› ରାଜ୍ୟ ››ଆସନ୍ତା ଦଶକର ଅଭିବୃଦ୍ଧିରେ ପୂର୍ବ ଉପକୂଳ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ: ମୁଖମନ୍ତ୍ରୀ

ଆସନ୍ତା ଦଶକର ଅଭିବୃଦ୍ଧିରେ ପୂର୍ବ ଉପକୂଳ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ: ମୁଖମନ୍ତ୍ରୀ

2026-05-07 09:28:57
13299
Share:
Facebook
Twitter
E-Mail
WhatsApp
Telegram
ଆସନ୍ତା ଦଶକର ଅଭିବୃଦ୍ଧିରେ ପୂର୍ବ ଉପକୂଳ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ: ମୁଖମନ୍ତ୍ରୀ

ଭୁବନେଶ୍ବର : ଭାରତର ବିକାଶ ଏକପାଖିଆ ହୋଇ ରହିପାରିବ ନାହିଁ। ଶିଳ୍ପ ସମ୍ପ୍ରସାରଣର ଆଗାମୀ ପର୍ଯ୍ୟାୟ ପୂର୍ବ ଉପକୂଳ ଦ୍ୱାରା ପରିଚାଳିତ ହେବା ଆବଶ୍ୟକ। ବୁଧବାର ଗୁଜରାଟର ମୁନ୍ଦ୍ରା ବନ୍ଦର ପରିଦର୍ଶନ ଅବସରରେ ଶିଳ୍ପ ନେତୃବୃନ୍ଦଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଦେଶର ଅଭିବୃଦ୍ଧି ରଣନୀତିରେ ଏହି ଢାଞ୍ଚାଗତ ପରିବର୍ତ୍ତନ ପାଇଁ ଆହ୍ବାନ ଦେଇ ମୁଖ୍ୟମନ୍ତ୍ରୀ ‘ଟୁ-କୋଷ୍ଟ ଷ୍ଟ୍ରାଟେଜି’ ବା ଦ୍ୱି-ଉପକୂଳ ରଣନୀତିର ପ୍ରସ୍ତାବ ଦେଇଛନ୍ତି। ପଶ୍ଚିମ ଉପକୂଳର ଦକ୍ଷତା ଏବଂ ପୂର୍ବ ଉପକୂଳର ସୁଯୋଗକୁ ସମନ୍ୱିତ କରି ଶିଳ୍ପ ସମ୍ପ୍ରସାରଣ କରିବାକୁ ସେ ଶିଳ୍ପପତିମାନଙ୍କୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଦଶକର ଅଭିବୃଦ୍ଧିରେ ପୂର୍ବ ଉପକୂଳ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ। ପଶ୍ଚିମ ଉପକୂଳ ସାମୁଦ୍ରିକ ବାଣିଜ୍ୟ ଏବଂ ଶିଳ୍ପ କାର୍ଯ୍ୟକଳାପର ଏକ ପ୍ରମୁଖ କେନ୍ଦ୍ର ଭାବେ ଉଭା ହୋଇଥିବାବେଳେ ପୂର୍ବ ଉପକୂଳ ଏବେ ଏକ ଗୁରୁତ୍ବପୂର୍ଣ୍ଣ ମୋଡ଼ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୮.୩୭ ଲକ୍ଷ କୋଟି ଟଙ୍କାର ୪୩୩ଟି ନିବେଶ ପ୍ରସ୍ତାବ ଅନୁମୋଦିତ ହୋଇଛି। ସେଥିରୁ ୨.୮୬ ଲକ୍ଷ କୋଟି ଟଙ୍କାର ୧୪୮ଟି ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହୋଇସାରିଛି। ଦକ୍ଷିଣ-ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ଇଣ୍ଡୋ-ପାସିଫିକ୍ ଅଞ୍ଚଳ ସହିତ ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15219
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15333
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13995
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15455
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14962
    May 05, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15107
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13788
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15361
    May 07, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15284
    May 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ରାଜ୍ୟପାଳ

    15107
    May 07, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15284
    May 06, 2026
  • ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15219
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17459
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17509
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17866
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16341
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13788
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    14962
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15097
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13889
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14113
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15380
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15114
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15613
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13930
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେମିତି ଦୂର କରିବେ ଟେନ୍‌ସନ୍‌

    14962
    May 05, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15333
    May 07, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13670
    May 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In