Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

Home ›› ›› ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ସ୍ଥାନୀୟ ଲୋକେ ପିଟି ପିଟି ମାରି ନାହାଁନ୍ତି: ପୀଡିତା

ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ସ୍ଥାନୀୟ ଲୋକେ ପିଟି ପିଟି ମାରି ନାହାଁନ୍ତି: ପୀଡିତା

2026-05-08 06:22:01
14502
Share:
Facebook
Twitter
E-Mail
WhatsApp
Telegram
 ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା:  ସ୍ଥାନୀୟ ଲୋକେ ପିଟି ପିଟି ମାରି ନାହାଁନ୍ତି: ପୀଡିତା

ଭୁବନେଶ୍ୱର : ହଇଚଇ ସୃଷ୍ଟି କରିଛି ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା।  ମୁଁ ମୁହଁରେ ବାନ୍ଧିଥିବା ଓଢଣୀ ଟାଣି ଚିିରିବା ସହ ଡ୍ରେସ୍ ମଧ୍ୟ ଚିରି ଥିଲା। କହିଥିଲା ଚାଲ ୟାକୁ ରୁମକୁ ନେଇଯିବା। ଦୁଷ୍କର୍ମ ଉଦ୍ୟମ ମଧ୍ୟ କରିଥିଲା। ସ୍ୱତନ୍ତ୍ର ଗଣମାଧ୍ୟମ ସହ ସାକ୍ଷାତକାରରେ ଯୁବତୀ ଜଣକ ଏପରି କହିଛନ୍ତି। ମୁଁ ମୁହଁରେ କପଡା ବାନ୍ଧିଥିଲି। ୨ ଜଣ ବାଇକରେ ଆସି ପ୍ରଥମେ ସ୍କୁଟିକୁ ବାଡେଇ ବାଇକରେ ମତେ ତଳେ ପକାଇଦେଲେ। ମୁଁ ଓ ମୋ ସାଙ୍ଗ ସ୍କୁଟିରେ ଯାଉଥିଲୁ। ମତେ ତଳେ ପକାଇବା ପରେ ରାସ୍ତାରେ ମୋ ମୁଣ୍ଡକୁ ମାରିଥିଲା ସେହି ଯୁବକ। ଏହାପରେ ମୁଁ ମୁହଁରେ ବାନ୍ଧିଥିବା ଓଢଣୀ ଟାଣି ଚିିରିବା ସହ ଡ୍ରେସ୍ ମଧ୍ୟ ଚିରି ଥିଲା। କହିଥିଲା ଚାଲ ୟାକୁ ରୁମକୁ ନେଇଯିବା। ଦୁଷ୍କର୍ମ ଉଦ୍ୟମ ମଧ୍ୟ କରିଥିଲା। ମୁଁ ଜୋରରେ ପାଟି କରିବା ପରେ ସ୍ଥାନୀୟ ଲୋକେ ଆସି ତା’କୁ କାବୁ କରିବା ସହ ମୋତେ ରକ୍ଷା କରିଥିଲେ। ସେମାନଙ୍କୁ ଆଗରୁ କେବେ ଦେଖିନଥିଲି। ମୁଁ ଚେତାଶୂନ୍ୟ ମଧ୍ୟ ହୋଇଯାଇଥିଲି। ପରେ ଚେତା ଫେରିବା ପରେ ଦେଖିଲି ମୋତେ ଗାମୁଛାରେ ଘୋଡା ହେବା ସହ ଚିକିତ୍ସା କରାଯାଇଛି। ମୋ ଗୋଡରେ ଆଘାତ ଲାଗିବା ସହ ମୁଣ୍ଡରେ ମଧ୍ୟ ଆଘାତ ଲାଗିଛି। ମୋ ସାଙ୍ଗ ମଧ୍ୟ ଆହତ ହୋଇଛି। ଅସଦାଚରଣ କେବଳ ମୋ ସହ ହୋଇଛି। ସେ ମୋ ମୁହଁ ଦେଖିବା ପରେ ମୋତେ ଟଣାଉଟରା କରିଥିଲା। ଘଟଣାର ଭିଡିଓ ପରେ ମୁଁ ସେ ପିଲା ମୃତ ବୋଲି ଜାଣିଲି। କିନ୍ତୁ ସ୍ଥାନୀୟ ଲୋକେ ପିଟି ପିଟି ମାରି ନାହାଁନ୍ତି। ଥାନା ଯିବା ବେଳକୁ ସେ ବଞ୍ଚିଥିଲା। ପରେ ମୃତ୍ୟୁ ହୋଇଥିବ। ସ୍ଥାନୀୟ ଲୋକେ ଠିକ୍ କରିଛନ୍ତି, ସ୍ଥାନୀୟ ଲୋକେ ନଆସିଥିଲେ ସେ ଯାହା ଚାହିଁଥାନ୍ତା କରିଥାନ୍ତା, ପୁଲିସ ସ୍ଥାନୀୟ ଲୋକଙ୍କୁ ଛାଡି ଦେଉ, ନହେଲେ ଆଗକୁ କେହି ସାହାଯ୍ୟ କରିବାକୁ ଆସିବେନି।

Powered by Froala Editor

Tags Balianta case

Related articles Odisha News Lens 4.1

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15333
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15439
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13889
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    13995
    May 08, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14026
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15557
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13762
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15560
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15694
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15694
    May 07, 2026
  • ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15675
    May 07, 2026
  • ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    13995
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17462
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16344
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14026
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15182
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15124
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13918
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14141
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15385
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15120
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13934
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13889
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15560
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15694
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In