Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

ରାଜ୍ୟ
Home ›› ରାଜ୍ୟ ››୧୧ ସୁଦ୍ଧା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

୧୧ ସୁଦ୍ଧା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

2026-05-10 07:55:41
14809
Share:
Facebook
Twitter
E-Mail
WhatsApp
Telegram
୧୧ ସୁଦ୍ଧା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ବର: ଗଲ୍ଫ, ମିଆଁମାର ସହିତ ଶ୍ରୀଲଙ୍କା ସମୁଦ୍ର ପତ୍ତନରୁ ବାୟୁମଣ୍ଡଳର ୫.୮ କି.ମି. ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ମେ’ ୧୧ ସୁଦ୍ଧା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶନିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। କିନ୍ତୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମ୍ଭାବ୍ୟ ଲଘୁଚାପ ସଂକ୍ରାନ୍ତରେ କୌଣସି ସୂଚନା ଦିଆଯାଇ ନାହିଁ। ଶନିବାର ଅପରାହ୍ଣରେ ଭୁବନେଶ୍ବରରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଦେବଗଡ଼, ପାରଳାଖେମୁଣ୍ଡି, କଟକ ଏବଂ ବାଲେଶ୍ବରରେ ମଧ୍ୟ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହିତ ଝଡ଼ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ସତର୍କ ସୂଚନା ଦିଆଯାଇଛି।

ଶନିବାର ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୩୯.୩ ଡିଗ୍ରୀ ଥିବାବେଳେ ସୁବର୍ଣ୍ଣପୁରରେ ୩୮.୫, ତାଳଚେରରେ ୩୮.୨, ଝାରସୁଗୁଡ଼ାରେ ୩୮, ଭୁବନେଶ୍ବରରେ ୩୭.୩ ଏବଂ କଟକରେ ୩୫.୮ ଡିଗ୍ରୀ ରହିଛି। କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ସର୍ବାଧିକ ତାପମାତ୍ରା କମିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। 

କିଛି ମଡେଲର ଆକଳନ ସମ୍ଭାବ୍ୟ ଅବପାତ ତାମିଲନାଡ଼ୁ ଉପକୂଳରେ ଗଭୀର ଅବପାତ ରୂପନେଇ ଦୁର୍ବଳ ହୋଇପାରେ। ଆଉ କିଛି ମଡେଲ ଆକଳନ କହୁଛି, ତାମିଲନାଡ଼ୁ ଉପକୂଳରୁ ଏହା ଆରବସାଗର ଆଡ଼କୁ ଯାଇପାରେ। ମଡେଲଗୁଡ଼ିକର ଆକଳନ ଦେଖିଲେ କୌଣସି ସ୍ପଷ୍ଟତା ଆସୁନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ସ୍ପଷ୍ଟ ଆକଳନ କରାଯାଇ ପାରିବ ବୋଲି ସେ କହିଛନ୍ତି।

Powered by Froala Editor

Tags Low pressure

Related articles Odisha News Lens 4.1

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14411
    May 09, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14740
    May 10, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14822
    May 09, 2026
  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ
    ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14760
    May 10, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15515
    May 09, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15409
    May 10, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14425
    May 10, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13423
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15225
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13423
    May 10, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14121
    May 10, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14740
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17515
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15653
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14465
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15427
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15174
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13975
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14121
    May 10, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14822
    May 09, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14425
    May 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In