Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ରାଜନୀତି
Home ›› ରାଜନୀତି ››୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

2026-05-11 06:26:30
14024
Share:
Facebook
Twitter
E-Mail
WhatsApp
Telegram
୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

ତାମିଲନାଡୁ ରାଜନୀତିରେ ଏବେ ଜଣେ ଯୁବ ନେତ୍ରୀଙ୍କୁ ନେଇ ଜୋରଦାର ଚର୍ଚ୍ଚା। ସେ ହେଉଛନ୍ତି ୨୯ ବର୍ଷୀୟା ଏସ୍. କିର୍ତ୍ତନା। ମାତ୍ର ୨୯ବର୍ଷ ବୟସରେ ସେ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ସି ଜୋସେଫ ବିଜୟଙ୍କ ପ୍ରଥମ କ୍ୟାବିନେଟରେ ସେ ଜଣେ ପ୍ରମୁଖ ନୂତନ ଚେହେରା ଭାବରେ ଉଭା ହୋଇଛନ୍ତି। ବିରୁଧୁନଗର ଜିଲ୍ଲାର ଶିବକାଶୀ ନିର୍ବାଚନମଣ୍ଡଳୀରୁ ବିଜୟ ହୋଇଛନ୍ତି କୀର୍ତ୍ତନା। ଶିବକାଶୀ ଆସନରେ ସେ କଂଗ୍ରେସ ପ୍ରାର୍ଥୀଙ୍କୁ ୧୧ ହଜାରରୁ ଅଧିକ ଭୋଟରେ ହରାଇଛନ୍ତି। ଗତ ୭୦ ବର୍ଷ ମଧ୍ୟରେ ଏହି ଆସନରୁ ଜିତିଥିବା ସେ ହେଉଛନ୍ତି ପ୍ରଥମ ମହିଳା ବିଧାୟିକା।

ସୁପରଷ୍ଟାର ବିଜୟଙ୍କ ନେତୃତ୍ୱାଧୀନ ‘ତାମିଲଗା ଭେଟ୍ରି କାଝାଗାମ’ ବା TVK ଦଳର ଏହି ଯୁବ ଚେହେରା ଏବେ ତାମିଲନାଡୁ କ୍ୟାବିନେଟ୍‌ର ସବୁଠାରୁ କନିଷ୍ଠ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।  

କୌଣସି ରାଜନୈତିକ ପରିବାର କିମ୍ବା ବଡ଼ ଆର୍ଥିକ ପୃଷ୍ଠଭୂମି ନଥାଇ ମଧ୍ୟ ସେ ନିଜ ଦକ୍ଷତା ବଳରେ ଆଜି ଏହି ସଫଳତା ପାଇଛନ୍ତି ଏସ୍. କିର୍ତ୍ତନା। ସରକାରୀ ସ୍କୁଲରୁ ପାଠପଢ଼ା ଆରମ୍ଭ କରିଥିବା କିର୍ତ୍ତନା ପରେ ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟରୁ ପରିସଂଖ୍ୟାନରେ ସ୍ନାତକୋତ୍ତର ହାସଲ କରିଛନ୍ତି।

ରାଜନୀତିକୁ ଆସିବା ପୂର୍ବରୁ ସେ ଜଣେ 'ପଲିଟିକାଲ ଷ୍ଟ୍ରାଟେଜିଷ୍ଟ' ଭାବେ କାମ କରୁଥିଲେ। ସେ ମମତା ବାନାର୍ଜୀ, ଚନ୍ଦ୍ରବାବୁ ନାଇଡୁ ଏବଂ ଏମ.କେ. ଷ୍ଟାଲିନଙ୍କ ପରି ବଡ଼ ନେତାଙ୍କ ନିର୍ବାଚନୀ ପ୍ରଚାର ରଣନୀତି ପ୍ରସ୍ତୁତ କରିବାରେ ଆଇ-ପାକ୍ (I-PAC) ସହ ମିଶି କାମ କରିଛନ୍ତି।

କିର୍ତ୍ତନା ତାମିଲ, ଇଂରାଜୀ, ହିନ୍ଦୀ ଏବଂ ତେଲୁଗୁ ସମେତ ୫ଟି ଭାଷାରେ ସ୍ପଷ୍ଟ ଭାବେ କଥା ହୋଇପାରନ୍ତି। ତାଙ୍କ ମତରେ, ହିନ୍ଦୀ ଭାଷା ଜାଣିବା ଦ୍ୱାରା ସେ ବିଜୟଙ୍କ ବାର୍ତ୍ତାକୁ ସାରା ଦେଶରେ ପହଞ୍ଚାଇ ପାରିବେ।

ଟିଭିକେର ବିପୁଳ ବିଜୟ ପରେ, ଏସ୍ କୀର୍ତ୍ତନା ହିନ୍ଦୀରେ ଭାଷଣ ଦେଇ ଦୃଷ୍ଟି ଆକର୍ଷଣ କରିଥିଲେ। ସେ କହିଛନ୍ତି ଯେ ସେ ତାଙ୍କ ନେତାଙ୍କ ବାର୍ତ୍ତାକୁ ଦର୍ଶକଙ୍କୁ ବୁଝାଇବା ପାଇଁ ଏହି ଭାଷା ବାଛିଥିଲେ। ସେଲଭି ଏସ୍. କୀର୍ତ୍ତନା ଚେନ୍ନାଇର ଏକ ଅତ୍ୟନ୍ତ ସାଧାରଣ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପା ଏକ ଘରୋଇ କମ୍ପାନୀରେ କାମ କରନ୍ତି, ଏବଂ ମାଆ ଜଣେ ଗୃହିଣୀ। 

Powered by Froala Editor

Tags kirtana

Related articles Odisha News Lens 4.1

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15482
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14688
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14716
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14538
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15624
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14844
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14208
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15652
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13662
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14538
    Sep 09, 2026
  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13365
    Sep 10, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14208
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17087
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17753
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18159
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15652
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14551
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13862
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14667
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14972
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13708
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14600
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15030
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14989
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13662
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13365
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14538
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In