Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

2026-05-11 06:48:16
13772
Share:
Facebook
Twitter
E-Mail
WhatsApp
Telegram
ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଏକଜୁଟ ହେବାକୁ ବଡ଼ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଦେଇଥିବା ପରାମର୍ଶ ଗୁଡିକ ହଉଛି, ବିଦେଶ ଯାତ୍ରା ଓ ସୁନା କିଣା: ଅତିକମରେ ବର୍ଷେ ପର୍ଯ୍ୟନ୍ତ ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ ଏବଂ ସୁନା ଗହଣା କିଣନ୍ତୁ ନାହିଁ। ପେଟ୍ରୋଲ ଓ ଡିଜେଲର ବ୍ୟବହାର ଯଥାସମ୍ଭବ କମ କରନ୍ତୁ। ଇନ୍ଧନ ଉପରେ ନିର୍ଭରଶୀଳତା କମାଇବା ପାଇଁ ବିଦ୍ୟୁତ ଚାଳିତ ଗାଡ଼ି (EV) ବ୍ୟବହାର କରନ୍ତୁ। 

ରବିବାର ହାଇଦରାବାଦରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ, କେବଳ ସୀମାରେ ଲଢ଼େଇ କରିବା ଦେଶପ୍ରେମ ନୁହେଁ, ବରଂ ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସମ୍ବଳର ସଞ୍ଚୟ କରିବା ମଧ୍ୟ ଏକ ବଡ଼ ଦେଶଭକ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କରୋନା ମହାମାରୀ ସମୟରେ ଆମେ ଘରେ ରହି କାମ କରିବା (ୱାର୍କ ଫ୍ରମ ହୋମ) ଏବଂ ଅନଲାଇନ୍ ମିଟିଂ କରିବାରେ ଅଭ୍ୟସ୍ତ ହୋଇଥିଲେ। ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ଯଦି ଆମେ ପୁଣି ଥରେ ୱାର୍କ ଫ୍ରମ୍ ହୋମ୍‌କୁ ପ୍ରାଧାନ୍ୟ ଦେବା, ତେବେ ଯାତାୟାତ ପାଇଁ ଖର୍ଚ୍ଚ ହେଉଥିବା ପେଟ୍ରୋଲ ଓ ଡିଜେଲ ବଞ୍ଚିପାରିବ।

ସେହିଭଳି ଅଫିସ୍ ଯାତାୟାତ କମାଇବା ପାଇଁ 'ୱାର୍କ ଫ୍ରମ୍ ହୋମ୍', ଭର୍ଚୁଆଲ୍ ମିଟିଂ ଏବଂ ଅନଲାଇନ କନଫରେନ୍ସିଂକୁ ପ୍ରାଥମିକତା ଦିଅନ୍ତୁ। ଦୈନନ୍ଦିନ ଖାଦ୍ୟରେ ତେଲ ବ୍ୟବହାର କମ କରନ୍ତୁ। କୃଷି କ୍ଷେତ୍ରରେ ରାସାୟନିକ ସାର ବଦଳରେ ଜୈବିକ ପଦ୍ଧତି ଆପଣାଇବାକୁ ସେ ଗୁରୁତ୍ୱ ଦେଇଛନ୍ତି। ସାମଗ୍ରୀ ପଠାଇବା ପାଇଁ ସଡ଼କ ପଥ ପରିବର୍ତ୍ତେ ରେଲୱେ ଗୁଡ୍ସ ଟ୍ରେନର ସହାୟତା ନେବାକୁ କହିଛନ୍ତି।

Powered by Froala Editor

Tags modi

Related articles Odisha News Lens 4.1

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13492
    May 11, 2026
  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    13897
    May 11, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14648
    May 10, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13772
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13649
    May 10, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14179
    May 11, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15616
    May 10, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14957
    May 10, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13620
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13620
    May 11, 2026
  • ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13772
    May 11, 2026
  • ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ମାସ

    15616
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17518
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15855
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14492
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15452
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15200
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13999
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15391
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15130
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13945
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14648
    May 10, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14957
    May 10, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13620
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In