Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

2026-05-13 06:51:35
14217
Share:
Facebook
Twitter
E-Mail
WhatsApp
Telegram
୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

ଦେଶବାସୀଙ୍କୁ ଅପିଲ୍ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛନ୍ତି ପିଏମ୍ ମୋଦି । ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗ ବିଶ୍ବରେ ତୈଳ ସଂକଟ ଜାରି ରହିଛି । ହର୍ମୁଜ୍ ପ୍ରଣାଳୀ ଦେଇ କ୍ରମାଗତ ଭାବେ ତୈଳ ଜାହାଜ ଆସୁନାହିଁ । ଆଗକୁ ବଡ଼ ତୈଳ ସଂକଟ ଦେଇଖା ଦେଇପାରେ । ତେଣୁ ଦେଶବାସୀଙ୍କୁ ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର କମ୍ କରିବା, ଘରେ ରହି ଅଫିସ୍ କାମ କରିବା ଏବଂ ଅନାବଶ୍ୟକ ବିଦେଶ ଯାତ୍ରା ଏଡାଇବା ପାଇଁ ଅନୁରୋଧ କରିଥିଲେ । ତେବେ ଏହାକୁ ନିଜେ ମଧ୍ୟ କାର୍ଯ୍ୟକାରୀ କରିଛନ୍ତି । ନିଜ କାରକେଡରେ SPG ଗାଡ଼ିର ଆକାରକୁ କମ୍ କରିଛନ୍ତି ପିଏମ୍ ମୋଦି ।

ପ୍ରଧାନମନ୍ତ୍ରୀଙ୍କ କାରକେଡରେ ନିୟୋଜିତ ଗାଡ଼ିର ସଂଖ୍ୟା ୫୦ ପ୍ରତିଶତ ହ୍ରାସ କରିବାକୁ ଏସପିଜିକୁ ନିର୍ଦ୍ଦେଶ ଦିଆଯାଇଛି।  ଏହାସହ ଇଲେକ୍ଟ୍ରିକ୍ ଯାନର ବ୍ୟବହାର ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରୋଟୋକଲ ଏବଂ SPG ନିର୍ଦ୍ଦେଶାବଳୀ ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥାକୁ ପୂର୍ବ ଭଳି କଡ଼ାକଡ଼ି ବଜାୟ ରଖି କେବଳ ଯାନବାହାନ ସଂଖ୍ୟାକୁ ହ୍ରାସ କରାଯାଇଛି ।  ପ୍ରଧାନମନ୍ତ୍ରୀ ମୋଦି ହାଇଦ୍ରାବାଦରେ ଏହି ଆହ୍ବାନ ଦେଇଥିଲେ । ଗୁଜରାଟ ଏବଂ ଆସାମ ଗସ୍ତ ସମୟରେ ଏହି ପଦକ୍ଷେପ କାର୍ଯ୍ୟକାରୀ କରାଯାଇଥିଲା। କାରକେଡରେ ଇ-ବାହାନ ବ୍ୟବହାର କରିବାକୁ କୁହାଯାଇଛି। ସେହିପରି ୟୁପି ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ କାଫିଲାରେ ବ୍ୟବହାର ହେଉଥିବା ଗାଡି ସଂଖ୍ୟାକୁ ହ୍ରାସ କରିଛନ୍ତି ।

ରବିବାର ହାଇଦ୍ରାବାଦରେ ଆୟୋଜିତ ଏକ ସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ୍ ଯୁଦ୍ଧର ଆର୍ଥିକ ପ୍ରଭାବକୁ ମୁକାବିଲା କରିବା ଏବଂ ମୁଦ୍ରା ଭଣ୍ଡାର ସୁରକ୍ଷା ପାଇଁ ଲୋକମାନଙ୍କୁ ଆହ୍ବାନ ଦେଇଥିଲେ । ପିଏମ୍ ମୋଦି ପେଟ୍ରୋଲ୍ ଓ ଡିଜେଲ୍ ବ୍ୟବହାର କମାଇବା, ଅଧିକ ପରିମାଣରେ ମେଟ୍ରୋ ରେଳ ସେବା ବ୍ୟବହାର କରିବା, କାରପୁଲିଂ, ଇଲେକ୍ଟ୍ରିକ୍ ଯାନ ବ୍ୟବହାର ଓ ରେଳ ପାର୍ସେଲ୍ ସେବାକୁ ପ୍ରୋତ୍ସାହନ ଦେବା ସହିତ ‘ୱର୍କ ଫ୍ରମ୍ ହୋମ୍’ କରିବାକୁ ପରାମର୍ଶ ଦେଇଥିଲେ ।

Powered by Froala Editor

Tags pm

Related articles Odisha News Lens 4.1

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    15052
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15512
    May 12, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା
    ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14217
    May 13, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13601
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15654
    May 12, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13456
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13590
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15258
    May 13, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    15012
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ...

    13986
    May 12, 2026
  • ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    15052
    May 12, 2026
  • ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15258
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15512
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16101
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14543
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15512
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15249
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15135
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13601
    May 12, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13456
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13590
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In