Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

2026-05-13 07:02:34
14375
Share:
Facebook
Twitter
E-Mail
WhatsApp
Telegram
ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

ଆମଦାନୀ ଶୁଳ୍କ ବୃଦ୍ଧି ପରେ ୨୪ କ୍ୟାରେଟ୍‌ ସୁନା ଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ଗତ କାଲି ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମକୁ ୧ ଲକ୍ଷ ୫୩ ହଜାର ୯୮୦ ଟଙ୍କା ଥିବା ବେଳେ ତାହା ବୃଦ୍ଧି ପାଇ ୧ଲକ୍ଷ ୬୭ ହଜାର ୮୯୦ ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା ୧୨,୭୫୦ ଟଙ୍କା ବୃଦ୍ଧି ପାଇ ୧ଲକ୍ଷ ୫୩ ହଜାର ୯୦୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ୍ ସୁନା ଦର ୧୦ ହଜାର ୪୩୦ ଟଙ୍କା ବଢି ୧ ଲକ୍ଷ ୨୫ ହଜାର ୯୨୦ ଟଙ୍କା ହୋଇଛି। ଗତ କାଲି ତାହା ୧ ଲକ୍ଷ ୧୫ ହଜାର ୪୯୦ ଟଙ୍କା ଥିଲା। 

ଆମଦାନୀ ଶୁଳ୍କ ବୃଦ୍ଧି କରିବା ପାଇଁ ସରକାରଙ୍କ ନିଷ୍ପତ୍ତି ବିଶ୍ୱର ଦ୍ୱିତୀୟ ସର୍ବବୃହତ ଗ୍ରାହକ ବଜାରରେ ମୂଲ୍ୟବାନ ଧାତୁ ପାଇଁ ଚାହିଦାକୁ କମ କରିପାରେ। ତଥାପି ଏହି ପଦକ୍ଷେପ ଭାରତର ବାଣିଜ୍ୟ ନିଅଣ୍ଟକୁ ହ୍ରାସ କରିବାରେ ସାହାଯ୍ୟ କରିପାରେ ଏବଂ ଟଙ୍କାକୁ ସମର୍ଥନ ଯୋଗାଇପାରେ। ବର୍ତ୍ତମାନ ଭାରତୀୟ ମୁଦ୍ରା ଟଙ୍କା ଏସିଆର ସବୁଠାରୁ ଖରାପ ପ୍ରଦର୍ଶନ କରୁଥିବା ମୁଦ୍ରା ମଧ୍ୟରୁ ଗୋଟିଏ।

ଅନ୍ୟପଟେ ରୁପା ମଧ୍ୟ ୧ କେଜି ପିଛା ୩୦ ହଜାର ଟଙ୍କା ବଢିଛି। ଗତ କାଲି ରୁପା ଦର ୩ ଲକ୍ଷ ଟଙ୍କା ଥିବା ବେଳେ ଆଜି ତାହା ବୃଦ୍ଧି ପାଇ ୩ ଲକ୍ଷ ୩୦ ହଜାର ଟଙ୍କାରେ ପହଞ୍ଚିଛି। ବୁଧବାର କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି ଏକ ଆଦେଶରେ କୁହାଯାଇଛି ଯେ, ଭାରତ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ୬% ରୁ ୧୫% ବୃଦ୍ଧି କରିଛି। ଏହି ପଦକ୍ଷେପ ବିଦେଶରୁ ଏହି ଧାତୁ କ୍ରୟକୁ ରୋକିବା ଏବଂ ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ଚାପ କମାଇବା ପାଇଁ ଏକ ପ୍ରୟାସର ଅଂଶ।


Powered by Froala Editor

Tags gold

Related articles Odisha News Lens 4.1

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13824
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14913
    Aug 19, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14558
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13861
    Aug 19, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13962
    Aug 19, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13426
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    13995
    Aug 20, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13820
    Aug 20, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15637
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    13995
    Aug 20, 2026
  • ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13430
    Aug 20, 2026
  • ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13962
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17661
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17712
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15951
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13869
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14900
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14671
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14509
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14261
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14379
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15277
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13962
    Aug 19, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13430
    Aug 20, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15637
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In