Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭୁଲ୍ ରିପୋର୍ଟିଂ ଅଭିଯୋଗ, ୨୯ ସାମ୍ବାକିକଙ୍କ ନାଁରେ ମାମଲା ରୁଜୁ କଲେ ଶିଳ୍ପା

ଭୁଲ୍ ରିପୋର୍ଟିଂ ଅଭିଯୋଗ, ୨୯ ସାମ୍ବାକିକଙ୍କ ନାଁରେ ମାମଲା ରୁଜୁ କଲେ ଶିଳ୍ପା

2021-07-29 17:15:39
14384
Share:
Facebook
Twitter
E-Mail
WhatsApp
Telegram
ଭୁଲ୍ ରିପୋର୍ଟିଂ ଅଭିଯୋଗ, ୨୯ ସାମ୍ବାକିକଙ୍କ ନାଁରେ ମାମଲା ରୁଜୁ କଲେ ଶିଳ୍ପା

ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ରାଜ୍ କୁନ୍ଦ୍ରା ଗତ କିଛି ଦିନ ତଳେ ଅଶ୍ଳୀଳ ଚଳଚ୍ଚିତ୍ର ପ୍ରସ୍ତୁତି ଏବଂ ପ୍ରକାଶନ ସହିତ ଜଡିତ   ଥିବାରୁ ତାଙ୍କୁ ଗିରଫ କରାଯାଇଥିଲା । ଏହାପରେ ମୁମ୍ବାଇର ଏକ କୋର୍ଟ ତାଙ୍କୁ ନ୍ୟାୟିକ ହେପାଜତକୁ ନେଇଥିଲେ । ମାତ୍ର ରାଜ କୁନ୍ଦ୍ରାଙ୍କ ସହ ହୋଇଥିବା ପୂର୍ଣ୍ଣୋଗ୍ରାଫୀ ମାମଲାରେ ହେଉଥିବା ରିପୋର୍ଟିଂ ବାବଦରେ ଶିଳ୍ପା ଅଭିଯୋଗ ଆଣିଛନ୍ତି । 

ଶିଳ୍ପାଙ୍କ କହିବା ଅନୁଯାୟୀ ‘ମିଥ୍ୟା ରିପୋର୍ଟ ଏବଂ ତାଙ୍କ ଭାବମୂର୍ତ୍ତିକୁ ବଦନାମ କରାଯାଉଛି’ । ତେଣୁ ସେ ବମ୍ବେ ହାଇକୋର୍ଟରେ ଅଭିଯୋଗ କରିବା ସହ ୨୯ ଜଣ ମିଡିଆ କର୍ମଚାରୀ ଏବଂ ମିଡିଆ ହାଉସ୍ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛନ୍ତି । 

 ANI ସୂଚନା ମୂତାବକ, SEBI (Securities and Exchange Board of India) ଇନସାଇଡର୍ ଟ୍ରେଡିଂ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଶିଳ୍ପା ଶେଟ୍ଟୀ, ସ୍ୱାମୀ ରାଜ କୁନ୍ଦ୍ରା ଏବଂ ତାଙ୍କ କମ୍ପାନୀ ଭିଆନ୍ ଇଣ୍ଡଷ୍ଟ୍ରିଜ୍ ଉପରେ ୩ ଲକ୍ଷ ଟଙ୍କା ଜୋରିମାନା ଲଗାଇଛି। ମୁମ୍ବାଇ କ୍ରାଇମ ବ୍ରାଞ୍ଚର ଜଣେ ଅଧିକାରୀ ଏହା ପୂର୍ବରୁ ANI କୁ ସୂଚନା ଦେଇଥିଲେ ଯେ ଶିଳ୍ପା ଶେଟ୍ଟୀଙ୍କୁ ଏହି ମାମଲାରେ କ୍ଲିନ୍ ଚିଟ୍ ଦିଆଯାଇ ନାହିଁ ଏବଂ ଫୋରେନସିକ୍ ଅଡିଟର ସମ୍ପୃକ୍ତ ସମସ୍ତ ଟ୍ରାନଜାକ୍ସନ ଉପରେ ନଜର ରଖିବେ। କିନ୍ତୁ ଶିଳ୍ପା ଅଭିଯୋଗ କରିଛନ୍ତି ଯେ, ମିଡିଆ କର୍ମଚାରୀ ସମ୍ପୂର୍ଣ୍ଣ ତଥ୍ୟ ପାଇବା ଆଗରୁ ଭୁଲ୍ ରିପୋର୍ଟ ଦେଉଛନ୍ତି । 

ସୂଚନାଯୋଗ୍ୟ, ଅଶ୍ଳୀଳ ଫିଲ୍ମ ମାମଲରେ ରାଜ କୁନ୍ଦ୍ରାଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ଶିଳ୍ପା ସେଟ୍ଟୀଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। 


Powered by Froala Editor

Tags raj kundra arrest

Related articles Odisha News Lens 4.1

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14315
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14894
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13471
    Aug 18, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15106
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15061
    Aug 16, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14364
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15565
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14819
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15106
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14819
    Aug 16, 2026
  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15565
    Aug 17, 2026
  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14315
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17035
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18103
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15565
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13655
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14843
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14616
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14453
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14245
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14373
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15270
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15061
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14819
    Aug 16, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15077
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In