Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

ରାଜ୍ୟ
Home ›› ରାଜ୍ୟ ››ରାତି ଅଧରୁ ତେଲ ପାଇଁ ଟାଙ୍କିରେ ଭିଡ଼, ଗ୍ରାହକଙ୍କ ମଧ୍ୟରେ ମୁହାମୁହିଁ ପରିସ୍ଥିତି

ରାତି ଅଧରୁ ତେଲ ପାଇଁ ଟାଙ୍କିରେ ଭିଡ଼, ଗ୍ରାହକଙ୍କ ମଧ୍ୟରେ ମୁହାମୁହିଁ ପରିସ୍ଥିତି

2026-05-15 07:36:18
15010
Share:
Facebook
Twitter
E-Mail
WhatsApp
Telegram
ରାତି ଅଧରୁ ତେଲ ପାଇଁ ଟାଙ୍କିରେ ଭିଡ଼, ଗ୍ରାହକଙ୍କ ମଧ୍ୟରେ ମୁହାମୁହିଁ ପରିସ୍ଥିତି

ଭୁବନେଶ୍ଵର: ରାଜ୍ୟ‌ରେ ଏବେ ଇନ୍ଧନ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ପେଟ୍ରୋଲ ଓ ଡିଜେଲ ଅଭାବ ଯୋଗୁଁ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡିଛି। ପେଟ୍ରୋଲପମ୍ପରେ ଲାଗିଛି ଲମ୍ବା ଧାଡି।ପେଟ୍ରୋଲପମ୍ପ ଗୁଡିକରେ ଏବେ କୁରୁକ୍ଷେତ୍ର ପାଲଟିଥିବା ବେଳେ ତେଲ ପାଇଁ ଗ୍ରାହକଙ୍କ ମଧ୍ୟରେ ମୁହାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି।ରାତି ଅଧରୁ ତେଲ ପାଇଁ ଟାଙ୍କିରେ ଲୋକଙ୍କ ଭିଡ଼। ଟ୍ୱିନ୍‌ସିଟି ସମେତ ପୁରୀ, ବାଲେଶ୍ୱରରେ ତେଲ ଟାଙ୍କିରେ ପ୍ରବଳ ଭିଡ଼ । କେନ୍ଦ୍ରାପଡ଼ା, ଜୟପୁର, ରାଉରକେଲାରେ ମଧ୍ୟ ଟାଙ୍କିରେ ଲମ୍ବା ଲାଇନ୍।ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନ୍‌ରେ ଅପେକ୍ଷା କରିଛନ୍ତି ଗ୍ରାହକ। ରାଜଧାନୀରେ ଥିବା ପେଟ୍ରୋଲ ପମ୍ପ ଆଗରେ କିଲୋମିଟର ଲମ୍ବାର ଧାଡି ଦେଖିବାକୁ ମିଳୁଛି। ଅନେକ ଟାଙ୍କିରେ  ନୋ ଷ୍ଟକ  ବୋର୍ଡ ଝୁଲୁଥିବା ଦେଖିବାକୁ ମିଳୁଛି ।

Powered by Froala Editor

Tags Petrol

Related articles Odisha News Lens 4.1

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15474
    Sep 05, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14759
    Sep 06, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...

    14714
    Sep 06, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13906
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13956
    Sep 06, 2026
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...
    ରାଜନୀତି

    ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...

    15519
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14794
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    15056
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14381
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14381
    Sep 06, 2026
  • ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14714
    Sep 06, 2026
  • ରାଜନୀତି

    ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ଶ୍ରୀ ବି.ଏଲ.ସନ୍ତୋଷ

    15519
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17079
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17740
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17746
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18151
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14190
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13768
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14574
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14876
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14829
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14979
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14071
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14595
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15463
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13906
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15474
    Sep 05, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13956
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In