Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

ରାଜ୍ୟ
Home ›› ରାଜ୍ୟ ››ଜୁଲାଇ ପହିଲାରୁ ତିନୋଟି ଭାଷାରେ ବାଧ୍ୟତାମୂଳକ ଶିକ୍ଷା ଗ୍ରହଣ କରିବେ ନବମ ଶ୍ରେଣୀ ଛାତ୍ରଛାତ୍ରୀ

ଜୁଲାଇ ପହିଲାରୁ ତିନୋଟି ଭାଷାରେ ବାଧ୍ୟତାମୂଳକ ଶିକ୍ଷା ଗ୍ରହଣ କରିବେ ନବମ ଶ୍ରେଣୀ ଛାତ୍ରଛାତ୍ରୀ

2026-05-17 06:10:07
13426
Share:
Facebook
Twitter
E-Mail
WhatsApp
Telegram
ଜୁଲାଇ ପହିଲାରୁ ତିନୋଟି ଭାଷାରେ ବାଧ୍ୟତାମୂଳକ ଶିକ୍ଷା ଗ୍ରହଣ କରିବେ ନବମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ପରିଚାଳିତ ନବମ ଓ ଦଶମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ଲାଗି ଭାଷା ଅଧ୍ୟୟନ ଉପରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ଏଣିକି ୩ଟି ଭାଷାରେ ସେମାନେ ଅଧ୍ୟୟନ କରିବେ। ଏହାକୁ ବାଧ୍ୟତାମୂଳକ କରାଯାଇଛି। ଚଳିତ ଶିକ୍ଷାବର୍ଷ ୨୦୨୬-୨୭ରୁ ଅର୍ଥାତ୍ ଆସନ୍ତା ଜୁଲାଇ ପହିଲାରୁ ଏହି ନିୟମ ଲାଗୁ କରାଯିବ। ଏହାକୁ ଆର-୧, ଆର-୨ ଓ ଆର-୩ ନାମକରଣ କରାଯିବ। ତେବେ ତିନୋଟି ଭାଷା ମଧ୍ୟରୁ ଦୁଇଟି ନିଶ୍ଚିତ ରୂପେ ଭାରତୀୟ ଭାଷା ହୋଇଥିବ। ସେହିପରି ନବମ ଶ୍ରେଣୀ ଉତ୍ତୀର୍ଣ୍ଣ ହୋଇ ଦଶମ ଶ୍ରେଣୀରେ ବିଦ୍ୟାର୍ଥୀ ପଢ଼ିଲା ବେଳେ ବାଧ୍ୟତାମୂଳକ ତିନୋଟି ଭାଷାରେ ଅଧ୍ୟୟନ କରିବେ। କୌଣସି ସ୍ଥିତିରେ ଭାଷା ବଦଳାଇ ପାରି‌େ‌ବନାହିଁ। ମାତ୍ର ଦଶମଶ୍ରେଣୀ ବୋର୍ଡ ପରୀକ୍ଷାରେ ପ୍ରଥମ ଏବଂ ଦ୍ବିତୀୟ ଭାଷାରେ ପଢ଼ିଥିବା ବିଷୟ ଗୁଡ଼ିକ ଉପରେ ହିଁ ପରୀକ୍ଷା ହେବ। କିନ୍ତୁ ତୃତୀୟ ଭାଷାର ବିଷୟ ଉପରେ ଇଣ୍ଟରନାଲ ଆସେସ୍‌ମେଣ୍ଟ କରାଯିବ। ଏହାକୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଆସେସ୍‌ମେଣ୍ଟ କରି ମାର୍କ ପ୍ରଦାନ କରିବେ। ବିଦ୍ୟାଳୟ ପକ୍ଷରୁ ଦିଆଯାଇଥିବା ତୃତୀୟ ଭାଷା ମାର୍କ ବିଦ୍ୟାର୍ଥୀର ସାର୍ଟିଫିକେଟ୍‌ରେ ଲିପିବଦ୍ଧ କରାଯିବ। ମୋଟ୍‌ ମାର୍କରେ ତୃତୀୟ ଭାଷା ମାର୍କକୁ ହିସାବକୁ ନିଆଯିବ। ଯଦି ତୃତୀୟ ଭାଷା ମାର୍କ ଦୁର୍ବଳ ରହିଲା, ତେବେ ଛାତ୍ରଛାତ୍ରୀ ସାର୍ଟିଫିକେଟ୍‌ରେ ପ୍ରଭାବ ପକାଇବ। ଏନେଇ ସିବିଏସ୍‌ଇ ପକ୍ଷରୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦିଆଯାଇଛି।
ନବମ ଶ୍ରେଣୀର ଛାତ୍ରଛାତ୍ରୀ ୨୦୨୬ ଜୁଲାଇ ପହିଲାରୁ ତିନୋଟି ଭାଷାରେ ବାଧ୍ୟତାମୂଳକ ଶିକ୍ଷା ଗ୍ରହଣ କରିବେ। ଅର୍ଥାତ ଜଣେ ନବମ ଶ୍ରେଣୀ ବିଦ୍ୟାର୍ଥୀ ପ୍ରଥମ ଭାଷା ଇଂରାଜୀ, ଦ୍ବିତୀୟ ଭାଷା ଓଡ଼ିଆ ଓ ତୃତୀୟ ଭାଷା ହିନ୍ଦୀ ରଖିଲା। ତେବେ ଇଂରାଜୀ ଏବଂ ଓଡ଼ିଆ ଭାଷା ବିଷୟ ଗୁଡ଼ିକରେ ପରୀକ୍ଷା ଦେବ ବିଦ୍ୟାର୍ଥୀ। ତୃତୀୟ ଭାଷା ହିନ୍ଦୀ ଉପରେ ପରୀକ୍ଷା କରାଯିବ ନାହିଁ। ଭାରତୀୟ ଦୁଇଟି ଭାଷା ମଧ୍ୟରେ ଓଡ଼ିଆ, ହିନ୍ଦୀ, ସଂସ୍କୃତ, ବଙ୍ଗାଳୀ ଏବଂ ତେଲୁଗୁ ସହିତ ଭାରତ ବର୍ଗର ସମସ୍ତ ଆଞ୍ଚଳିକ ଭାଷା ଅପ୍‌ସନ୍‌ରେ ରହିଛି। କିନ୍ତୁ ବିଦ୍ୟାଳୟରେ ଅନୁଷ୍ଠିତ ହେଉଥିବା ନବମ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ତିନୋଟି ଭାଷାରେ ପରୀକ୍ଷା ଦେବାକୁ ପଡ଼ିବ। ଜାତୀୟ ଶିକ୍ଷାନୀତି-୨୦୨୦ ଏବଂ ନ୍ୟାସନାଲ କରିକୁଲମ ଫ୍ରେମ୍‌ୱାର୍କ ଅଫ୍‌ ସ୍କୁଲ ଏଜୁକେସନ-୨୦୨୩ (ଏନ୍‌ସିଏଫ୍-ଏସ୍ଇ)୨୦୨୩ ନୀତି ଅନୁସାରେ ଏହି ନିୟମ ସିବିଏସ୍ଇ ପକ୍ଷରୁ ଲାଗୁ କରାଯାଇଛି।

Powered by Froala Editor

Tags 9th class student

Related articles Odisha News Lens 4.1

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14735
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14167
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14772
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15451
    Sep 05, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13883
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    15033
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14359
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13932
    Sep 06, 2026
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...
    ରାଜନୀତି

    ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...

    15497
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14693
    Sep 06, 2026
  • ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15451
    Sep 05, 2026
  • ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    15033
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17078
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17738
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18149
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14167
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13765
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14568
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14872
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14825
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14977
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14069
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14595
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15462
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14735
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14359
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13932
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In