Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

Home ›› ››କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଘଟଣାର ତଦନ୍ତ ପାଇଁ ଦୃଢ଼ ଦାବି କରାଯାଉ: ସୌମ୍ଯଙ୍କ ପରିବାର

କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଘଟଣାର ତଦନ୍ତ ପାଇଁ ଦୃଢ଼ ଦାବି କରାଯାଉ: ସୌମ୍ଯଙ୍କ ପରିବାର

2026-05-17 06:52:13
14616
Share:
Facebook
Twitter
E-Mail
WhatsApp
Telegram
କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଘଟଣାର ତଦନ୍ତ ପାଇଁ ଦୃଢ଼ ଦାବି କରାଯାଉ: ସୌମ୍ଯଙ୍କ ପରିବାର

ଭୁବନେଶ୍ବର : ‘ପୁଅକୁ ହତ୍ୟା କରାଯାଇଛି, କିନ୍ତୁ ପୁଲିସ ଏହାକୁ ସାଧାରଣ ଘଟଣାର ରୂପ ଦେବାକୁ ଚେଷ୍ଟା କରୁଛି। ରାଜ୍ୟ ପୁଲିସ ଉପରେ ଭରସା ନାହିଁ। ଆମେ ନ୍ୟାୟ ଚାହୁଁ ଏବଂ ଏଥିପାଇଁ ସିବିଆଇ ତଦନ୍ତ ହେଉ’ କହିଛନ୍ତି ଜିଆର୍‌ପି କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ମା’। ପୁଲିସ ଓ କ୍ରାଇମବ୍ରାଞ୍ଚ କାର୍ଯ୍ୟାନୁଷ୍ଠାନରେ ଅସନ୍ତୋଷ ପ୍ରକାଶ କରି ସୌମ୍ୟଙ୍କ ପରିବାର ଲୋକେ ଏବେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ଦ୍ୱାରା ଘଟଣାର ତଦନ୍ତ ପାଇଁ ଦୃଢ଼ ଦାବି କରିଛନ୍ତି।

ବାଲିଅନ୍ତାରେ ସୌମ୍ୟ ହତ୍ୟାକାଣ୍ଡ ଘଟଣାକୁ ଇତିମଧ୍ୟରେ ୧୦ ଦିନ ବିତି ଯାଇଛି। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ନା ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ହଠାତ୍‌ ତାଙ୍କ ମୃତ୍ୟୁ ଘଟିଛି ସେନେଇ ତଦନ୍ତକାରୀ ସଂସ୍ଥା ଏବେସୁଦ୍ଧା ପରଦା ହଟାଇ ପାରୁନି। ଯୋଜନାବଦ୍ଧ ଭାବେ ସୌମ୍ୟଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଦୁଃଶାସନ ସ୍ବାଇଁ ବାରମ୍ବାର ଅଭିଯୋଗ କରି ଆସୁଛନ୍ତି। ଏପରିସ୍ଥଳେ ମାମଲାର ସିବିଆଇ ତଦନ୍ତ କରାଯିବା ଲାଗି ମୃତକଙ୍କ ପରିବାର ଲୋକ ଦାବି କରିଛନ୍ତି। ଯଦି ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରାନଯାଏ, ତେବେ ଆଗାମୀ ଦିନରେ ଆମେ ରାଜରାସ୍ତାକୁ ଓହ୍ଲାଇବୁ ବୋଲି ମୃତକଙ୍କ ପରିବାର ଚେତାବନୀ ଦେଇଛନ୍ତି। ଘଟଣାଦିନ ତାଙ୍କ ସାଙ୍ଗରେ ଥିବା ଗାଁ ପିଲା ଓମ୍‌ ପ୍ରକାଶର ଭୂମିକାକୁ ନେଇ ସୌମ୍ୟଙ୍କ ପରିବାର ସନ୍ଦେହ ପ୍ରକଟ କରିଛନ୍ତି। ଗୋଟିଏ ଫୋନ୍‌ କରିଥିଲେ, ଗାଁ ଲୋକ ସେଠାରେ ପହଞ୍ଚି ପାରିଥାନ୍ତେ ବୋଲି ମୃତକଙ୍କ ମା’ କହିଛନ୍ତି। କ୍ରାଇମବ୍ରାଞ୍ଚ ସ୍କାନରରେ ମଧ୍ୟ ଓମ୍‌ ପ୍ରକାଶ ରହିଛନ୍ତି। ଘର ଛାଡ଼ି କେଉଁଆଡ଼େ ନଯିବା ଲାଗି ତଦନ୍ତକାରୀ ସଂସ୍ଥା ଓମ୍‌ ପ୍ରକାଶଙ୍କୁ ନିର୍ଦେଶ ଦେଇଥିବା ଚର୍ଚ୍ଚା ହେଉଛି।

ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଛି। ୩୦ରୁ ଅଧିକ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ପ୍ରଘଟ ଭିଡ଼ିଓରେ ଜଳଜଳ ଦିଶୁଛି। ଏପରିସ୍ଥଳେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କ ବିରୋଧରେ ଭିଡ଼ ଜନିତ ହତ୍ୟା ଦଫା ନଲଗାଇବା ଘଟଣାକୁ ରହସ୍ୟାବୃତ୍ତ କରିଛି। ଏହି ଘଟଣାକୁ ଭିଡ଼ ହତ୍ୟା ବୋଲି ଗ୍ରହଣ ନ କରାଯିବା, ଫେରାର ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହେବା ଏବଂ ହତ୍ୟାକାଣ୍ଡ ପଛର ପ୍ରକୃତ କାରଣ ଉପରୁ ପରଦା ହଟାଇ ନପାରିବାକୁ ନେଇ ମୃତକଙ୍କ ପରିବାର କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ସ‌େ‌ନ୍ଦହ ପ୍ରକଟ କରିଛନ୍ତି। ପରିବାର ପକ୍ଷରୁ ଏହାକୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରାଯାଉଥିବା ବେଳେ କ୍ରାଇମବ୍ରାଞ୍ଚ ଏପର୍ଯ୍ୟନ୍ତ କୌଣସି ସଠିକ ନିଷ୍କର୍ଷରେ ପହଞ୍ଚି ପାରିନାହିଁ। ମାମଲାର ତଦନ୍ତରେ ବିଳମ୍ବ ହେବା ଦ୍ବାରା ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ନଷ୍ଟ ହେବା ଅଭିଯୋଗ ହୋଇଛି। ଯାହାଫଳରେ ଅଭିଯୁକ୍ତ ବିରୋଧରେ କଠୋର ଦଣ୍ଡବିଧାନ ଗ୍ରହଣ କରାଯିବାରେ ବାଧା ସୃଷ୍ଟି ହେବ ବୋଲି ମୃତକଙ୍କ ମାମୁ ଅଭିଯୋଗ ଆଣିଛନ୍ତି। 

Powered by Froala Editor

Tags Balianta case

Related articles Odisha News Lens 4.1

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15487
    May 17, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14714
    May 16, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14665
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14590
    May 16, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13875
    May 16, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14800
    May 16, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13529
    May 17, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14534
    May 16, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14992
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14665
    May 17, 2026
  • ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14534
    May 16, 2026
  • ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15487
    May 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17479
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17529
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17915
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16363
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14992
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14797
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15297
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16038
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16208
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15404
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15143
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15635
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13963
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁପା ଆମଦାନୀରେ କଟକଣା

    14665
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14800
    May 16, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14992
    May 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In