Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ରାଜନୀତି
Home ›› ରାଜନୀତି ››ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

2026-05-20 07:06:32
14148
Share:
Facebook
Twitter
E-Mail
WhatsApp
Telegram
ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

ତାମିଲନାଡ଼ୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ସୁପରଷ୍ଟାର ଥଲାପତି ବିଜୟଙ୍କ ସରକାର ଉପରେ ସଙ୍କଟର କଳାବାଦଲ ମାଡ଼ି ଆସିଛି । ତାମିଲନାଡୁରେ ଜୋସେଫ୍‌ ବିଜୟଙ୍କ ସରକାର ୧୦ ଦିନ ପୂରଣ କରି ନ ଥିବାବେଳେ ସହଯୋଗୀ ଦଳ ସିପିଆଇ(ଏମ୍‌) ସମର୍ଥନ ପ୍ରତ୍ୟାହାର ଧମକ ଦେଇଛି। ଫଳରେ ଟିଭିକେ ସରକାରର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ ଉଠିଛି। 

ଶାସକ ମେଣ୍ଟରେ ଏଆଇଏଡିଏମ୍‌କେର ଗୋଟିଏ ଗୋଷ୍ଠୀ ବିଧାୟକ ସାମିଲ ହୋଇଥିବାରୁ ସମର୍ଥନର ପୁନର୍ବିଚାର କରିବ ବୋଲି ସିପିଏମ୍‌ କହିଛି। ଏଆଇଏଡିଏମ୍‌କେ ସାମିଲ ହେବା ଜନାଦେଶ ବିରୋଧୀ, କାରଣ ଭୋଟରମାନେ ଏହି ଦଳକୁ ପ୍ରତ୍ୟାଖ୍ୟାନ କରିଥିଲେ। ମେଣ୍ଟରେ ଏଆଇଏଡିଏମ୍‌କେର ଉପସ୍ଥିତି ଟିଭିକେ ଦେଇଥିବା ସ୍ବଚ୍ଛ ଶାସନ ପ୍ରତିଶ୍ରୁତି ବିରୋଧରେ ଯାଉଥିବା ସିପିଏମ୍‌ କହିଛି।

ସରକାରରେ ସାମିଲ ଥିବା ବାମପନ୍ଥୀ ଦଳ ମାକପା (CPI-M) ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଅତି କଡ଼ା ଭାଷାରେ ଚେତାବନୀ ଦେଇଛି । ଏହି ଚେତାବନୀ ପରେ ରାଜ୍ୟର ରାଜନୈତିକ କରିଡରରେ ଗୋଟିଏ ପ୍ରଶ୍ନ ଉଠୁଛି- ବିଜୟ ନିଜ ମୁଖ୍ୟମନ୍ତ୍ରୀ ଚେୟାର ବଞ୍ଚାଇ ପାରିବେ ତ ?

ମିଳିଥିବା ସୂଚନା ଅନୁଯାୟୀ, ଏହି ସମଗ୍ର ବିବାଦର ମୂଳ କାରଣ ହେଉଛି ବିରୋଧୀ ଦଳ AIADMK କୁ କ୍ୟାବିନେଟ୍‌ରେ ସାମିଲ କରିବା ନେଇ ଚାଲିଥିବା ଚର୍ଚ୍ଚା । ବିଧାନସଭା ନିର୍ବାଚନରେ ବିଜୟଙ୍କ ଦଳ ଟିଭିକେ ୧୦୮ଟି ଆସନ ଜିତିଥିଲା, ଯାହା ବହୁମତ ସଂଖ୍ୟା (୧୧୭) ଠାରୁ ୧୦ଟି କମ୍ ଥିଲା । ଏହା ପରେ କଂଗ୍ରେସ, ବାମପନ୍ଥୀ ଏବଂ ଅନ୍ୟାନ୍ୟ ଦଳର ସହଯୋଗରେ ସରକାର ଗଠନ ହୋଇଥିଲା । କିନ୍ତୁ ଏବେ ଖବର ଆସୁଛି ଯେ AIADMK ର ଗୋଟିଏ ଗୋଷ୍ଠୀକୁ ସରକାରରେ ମନ୍ତ୍ରୀ ପଦ ଦିଆଯାଇପାରେ, ଯାହାକୁ ନେଇ ବାମପନ୍ଥୀ ଦଳଗୁଡ଼ିକ ପ୍ରତିବାଦର ନିଆଁ ବର୍ଷୁଛନ୍ତି ।

Powered by Froala Editor

Tags cpim

Related articles Odisha News Lens 4.1

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15097
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14637
    Oct 03, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14759
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14150
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13409
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14156
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13673
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15252
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13565
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13673
    Oct 04, 2026
  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14759
    Oct 04, 2026
  • ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ପ୍ରଧାନମନ୍ତ୍ରୀ

    15372
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17151
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17842
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18220
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15433
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14105
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15843
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15410
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14783
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13822
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14759
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14156
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13565
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In