Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

ରାଜ୍ୟ
Home ›› ରାଜ୍ୟ ››ପରକୀୟା ପ୍ରୀତି ସନ୍ଦେହରେ ସାଇକଲ ହ୍ୟାଣ୍ଡଲ ରଡ଼ରେ ପିଟି କଲେ ହତ୍ୟା

ପରକୀୟା ପ୍ରୀତି ସନ୍ଦେହରେ ସାଇକଲ ହ୍ୟାଣ୍ଡଲ ରଡ଼ରେ ପିଟି କଲେ ହତ୍ୟା

2026-05-21 07:07:45
13381
Share:
Facebook
Twitter
E-Mail
WhatsApp
Telegram
ପରକୀୟା ପ୍ରୀତି ସନ୍ଦେହରେ ସାଇକଲ ହ୍ୟାଣ୍ଡଲ ରଡ଼ରେ ପିଟି କଲେ ହତ୍ୟା

ଝାରସୁଗୁଡ଼ା: ପରକୀୟା ପ୍ରୀତି ସନ୍ଦେହରେ ଝାରସୁଗୁଡ଼ାରେ ହତ୍ୟାକାଣ୍ଡ ଘଟିଛି। ଦୁଇ ଭାଇ ଓ ଜଣେ ସହଯୋଗୀ ମିଶି ସୁନ୍ଦର ରୋହିଦାସ (୪୮)ଙ୍କୁ ସାଇକଲ ହ୍ୟାଣ୍ଡଲ ରଡ଼ରେ ପିଟି ହତ୍ୟା କରିଛନ୍ତି। ପୁଲିସ ହତ୍ୟା କରିଥିବା ଦୁଇ ଭାଇ ହିତେଶ ରୋହିଦାସ (୧୯), ଲିଙ୍ଗରାଜ ରୋହିଦାସ (୨୦) ଏବଂ ସହଯୋଗୀ ମଙ୍ଗଲ ସାହୁ (୧୮)ଙ୍କୁ ଗିରଫ କରିବା ସହିତ ସାଇକଲ ହ୍ୟାଣ୍ଡଲ ଜବତ କରିଛି।
ସୂଚନା ଅନୁଯାୟୀ; ଝାରସୁଗୁଡ଼ା ଜିଲା ସଦର ଥାନା ଅନ୍ତର୍ଗତ ସରବାହାଲ ନୂଆଁପଡ଼ାରେ ସୁନ୍ଦର ରୋହିଦାସ ରହୁଥିଲେ। ତାଙ୍କ ପଡ଼ୋଶୀ ଭାବେ ମୁଖ୍ୟ ଅଭିଯୁକ୍ତ ହିତେଶ, ଲିଙ୍ଗରାଜ ଏବଂ ତାଙ୍କ ମା’ ରହୁଥିଲେ। ହିତେଶଙ୍କ ବୟାନ ଅନୁଯାୟୀ ତାଙ୍କ ମା’ଙ୍କ ସହିତ ସୁନ୍ଦରଙ୍କର କିଛି ଦିନ ହେବ ଅନୈତିକ ସମ୍ପର୍କ ଗଢ଼ିଉଠିଥିଲା। ଏ ବିଷୟରେ ହିତେଶ ଜାଣିବା ପରେ ଭାଇ ଲିଙ୍ଗରାଜ ଓ ସହଯୋଗୀ ମଙ୍ଗଲ ସହ ମିଶି ସୁନ୍ଦରଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ସାଇକଲ ହ୍ୟାଣ୍ଡଲ ରଡ଼ରେ ପିଟି ପିଟି ହତ୍ୟା କରିଥିଲେ। ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ସୁନ୍ଦରଙ୍କୁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟ ନେଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜିଲା ଆରକ୍ଷୀ ଅଧୀକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ମୁଖ୍ୟ ଅଭିଯୁକ୍ତ ହିତେଶ ମା’ର ପରକୀୟା ପ୍ରୀତି ପାଇଁ ଏହି ହତ୍ୟା କରିଛନ୍ତି ବୋଲି ପୁଲିସ ଆଗରେ ସ୍ବୀକାର କରିଛନ୍ତି। ୩ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି।

Powered by Froala Editor

Tags Murder

Related articles Odisha News Lens 4.1

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ
    ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14538
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15607
    May 20, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15003
    May 20, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14695
    May 20, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15406
    May 21, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14536
    May 21, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13637
    May 20, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15435
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14002
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14536
    May 21, 2026
  • ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15406
    May 21, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14695
    May 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16870
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17485
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17536
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17921
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14053
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14406
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15469
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15078
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15579
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15411
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15150
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15642
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13973
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15406
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14695
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ଗଞ୍ଜେଇ ଟାଣୁଥିଲା

    15607
    May 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In