Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

Home ›› ››ଶେଷ ହେଲା ତିନିରଥର ୪୨ଟି ଚକ ନିର୍ମାଣ, ଆରମ୍ଭ ହେଲା ଅଖ କାର୍ଯ୍ୟ

ଶେଷ ହେଲା ତିନିରଥର ୪୨ଟି ଚକ ନିର୍ମାଣ, ଆରମ୍ଭ ହେଲା ଅଖ କାର୍ଯ୍ୟ

2026-05-21 08:42:07
13477
Share:
Facebook
Twitter
E-Mail
WhatsApp
Telegram
ଶେଷ ହେଲା ତିନିରଥର ୪୨ଟି ଚକ ନିର୍ମାଣ, ଆରମ୍ଭ ହେଲା ଅଖ କାର୍ଯ୍ୟ

ପୁରୀ : ତିନିରଥର ୪୨ଟି ଚକ ନିର୍ମାଣ ଶେଷ ପରେ ଅଖ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିସହ ରଥର ବିଭିନ୍ନ ଅଂଶର ନିର୍ମାଣ କାର୍ଯ୍ୟ, ସମସ୍ତ ଅଖ ନିର୍ମାଣ ପରେ ପାଞ୍ଚ ଦଣ୍ଡା ଚଉପଟ ହୋଇ ସେଥିରେ ଉଭୟ ପଟରେ ମୁହାଁଟି ସଂଯୋଗ କରାଯାଇ ରଥ ଫ୍ରେମ୍ ପ୍ରସ୍ତୁତ ହେବ। ଏହି ଫ୍ରେମର ଉଭୟ ପାର୍ଶ୍ବରେ କୁଡୁକା ଦ୍ବାର ସଂଯୁକ୍ତ ହେବ। ପାର୍ଶ୍ବଦଣ୍ଡା, ପାଞ୍ଚ ଦଣ୍ଡାର ଆଗ ଏବଂ ପଛରେ ଗରଗରା ପଡ଼ି ଉଠିବ ଚାରି ନାହାକା। ଚାରି ନାହାକାର ଚତୁଃପାର୍ଶ୍ବରେ ଚଉଦ ନାହାକା ଉଠିବ। ପରେ ତିନି ରଥର ଭୂଇଁ ସ୍ଥାପନ ହେବ।
ତିନିରଥର ମୋଟ ୨୧ଟି ଅଖ ମଧ୍ୟରୁ ଚକ ଡେରା ନୀତି ପାଇଁ ତିନିଟି ଅନୁକୂଳ ଅଖ ନିର୍ମାଣ ଶେଷ ହୋଇଥିଲା। ବାକି ତିନି ରଥର ୧୮ ଅଖର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବାହ୍ଣରେ ତିନିରଥର ମୁଖ୍ୟ ମହାରଣା ସମେତ ସାଥୀ ମହାରଣା ବାକି ଅଖଗୁଡ଼ିକର ଉଭୟ ପାର୍ଶ୍ବ ବାରିସିରେ ହାଣି ଚଉପଟ ପରେ ଗୋଲେଇ କାର୍ଯ୍ୟ ଜାରି ରଖିଛନ୍ତି। ବୁଧବାର ପୂର୍ବାହ୍ଣରେ ତିନିରଥର ୧୨ଟି ଲେଖାଏଁ ଚଉପଟ ଭୂଇଁ ଚଉତାର ବିନ୍ଧ ଅନୁକୂଳ ପୂଜା ମୁଖ୍ୟ ମହାରଣାଙ୍କ ଦ୍ୱାରା ସମ୍ପନ୍ନ ପରେ ସାଥୀ ମହାରଣା ସେବକ ଭୂଇଁ ଚଉତାରେ ୪ଟି ଲେଖାଏଁ ପାଖୁଡ଼ା ବିନ୍ଧ ସହ ଦୁଇ ପାର୍ଶ୍ବରେ ଗୋଟିଏ ଗୋଟିଏ ଖମ୍ବି ବିନ୍ଧ କାର୍ଯ୍ୟ ଜାରି ରଖିଛନ୍ତି। ଉକ୍ତ ଗରଗରା କାଠର ତିନି ପାର୍ଶ୍ବ ଚଉପଟ ଶେଷ ହୋଇ ଆଉ ଗୋଟିଏ ପାର୍ଶ୍ବରେ ଚଉପଟ କାର୍ଯ୍ୟ ଜାରି ରହିଥିବା ଜଣାପଡ଼ିଛି।

Powered by Froala Editor

Tags Ratha khala

Related articles Odisha News Lens 4.1

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15438
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15005
    May 21, 2026
  • ଆହୁରି ୭ ଦିନ ହେବ ଭୟଙ୍କର ଗରମ
    ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14570
    May 20, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15465
    May 21, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13660
    May 20, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14567
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14030
    May 21, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15030
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15633
    May 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ଗଞ୍ଜେଇ ଟାଣୁଥିଲା

    15633
    May 20, 2026
  • ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15030
    May 20, 2026
  • ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14030
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16870
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17485
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17537
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17921
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14080
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14409
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15472
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15082
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15582
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15411
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15150
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15642
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13973
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14570
    May 20, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13660
    May 20, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14030
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In