୨୮ ଓ ୨୯ ବେଳକୁ ଲଘୁଚାପ
ଭୁବନେଶ୍ବର: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
Powered by Froala Editor