Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର ...

  • ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ...

  • କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ...

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

ରାଜ୍ୟ
Home ›› ରାଜ୍ୟ ››ସାଙ୍ଗଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଆଉ ଜଣେ ସାଙ୍ଗ

ସାଙ୍ଗଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଆଉ ଜଣେ ସାଙ୍ଗ

2026-05-22 10:09:11
15033
Share:
Facebook
Twitter
E-Mail
WhatsApp
Telegram
ସାଙ୍ଗଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଆଉ ଜଣେ ସାଙ୍ଗ

ଚିପିଲିମା: ସାମାନ୍ୟ ମାଛ ତରକାରୀ ଖାଇ ଦେଲା ବୋଲି ସାଙ୍ଗଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ଆଉ ଜଣେ ସାଙ୍ଗ। ପୁଲିସ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରିବା ସହ ଅଭିଯୁକ୍ତକୁ ଗିରଫ କରି ଅଦାଲତ ପଠାଇଛି। ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ଏଭଳି ହତ୍ୟାକାଣ୍ଡ ଘଟିଛି।
ବଲାଙ୍ଗିର ଜିଲା ଟିଟିଲାଗଡ଼ ଅଞ୍ଚଳରୁ ଆସି ଗତ ୨୦ ବର୍ଷ ହେଲା ବୁର୍ଲା ଥାନା ଗୋଶାଳା ଫାଣ୍ଡି ଅନ୍ତର୍ଗତ ଲଡ଼ୁଖାଇ ଛକ ନିକଟ ସମବାୟ ସମିତି କମ୍ପ୍ଲେକ୍ସର ଏକ ଖାଲି ଘରେ ପରିବାର ସହ ରହୁଥିଲେ ଗୌର ବଗର୍ତ୍ତି (୬୮)। ଅଳ୍ପଦୂରରେ ଥିବା ମିଲ୍‌ପଡ଼ାର ଏକ ଢାବାରେ ବାସନକୁସନ ସଫା କରି ପରିବାର ଚଳାଉଥିଲେ ା ତାଙ୍କ ସହ ରହୁଥିବା ଯୁଯୋମୁରା ଥାନା ଅନ୍ତର୍ଗତ ଧୁଲୁମୁଣ୍ଡା ଗ୍ରାମର ଶିବ ସିଂହ (୬୫)ଙ୍କ ସହ ତାଙ୍କର ବନ୍ଧୁତା ଥିଲା ା ତେବେ ପୂର୍ବରୁ ଏକ ସାଇକଲ ଚୋରି ମାମଲାକୁ ନେଇ ଶିବ ବିଭିନ୍ନ ସମୟରେ ନିଶାସକ୍ତ ଅବସ୍ଥାରେ ଗୌରଙ୍କୁ ଗାଳିଗୁଲଜ କରି ହତ୍ୟାଧମକ ଦେଉଥିଲେ। ନିଶା ଛାଡ଼ିଗଲେ ପୁଣି ଦୁହେଁ ମିଶି ରହୁଥିଲେ। ଗତ ବୁଧବାର ଦୁହେଁ ମାଛ କିଣି ତରକାରୀ କରିଥିଲେ। ତେବେ ଗୌର ସବୁତକ ମାଛ ତରକାରୀ ଖାଇଦେବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଶିବ ଏକ ଟାଙ୍ଗିଆରେ ଆକ୍ରମଣ କରିବାରୁ ଗୌରଙ୍କ ମୃତ୍ୟୁ ଘଟିଥିଲା ା ଏ ସମ୍ପର୍କରେ ଶିବ କାମ କରୁଥିବା ଢାବାର ମାଲିକ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଶିବକୁ ଗିରଫ କରିଥିଲା।

Powered by Froala Editor

Tags Murder

Related articles Odisha News Lens 4.1

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13968
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15663
    May 21, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14541
    May 21, 2026
  • କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ଫେରିଲା ‘କକ୍‌ରୋଚ ଜନତା ପାର୍ଟି’
    ଦେଶ-ଦେଶାନ୍ତର

    କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ଫେରିଲା ‘କକ୍‌ରୋଚ ଜନତା ପାର୍ଟି’

    13333
    May 22, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15230
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13681
    May 21, 2026
  • ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ
    ଦେଶ-ଦେଶାନ୍ତର

    ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ

    13501
    May 22, 2026
  • NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର କିଣିଥିଲେ ଡାକ୍ତର
    ଦେଶ-ଦେଶାନ୍ତର

    NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର କିଣିଥିଲେ ଡାକ୍ତର

    14719
    May 22, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14796
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13968
    May 21, 2026
  • ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14796
    May 21, 2026
  • ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13681
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16872
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17488
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17539
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17924
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14541
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14301
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14439
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15501
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15108
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15414
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15154
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15647
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13977
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15663
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13968
    May 21, 2026
  • କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ଫେରିଲା ‘କକ୍‌ରୋଚ ଜନତା ପାର୍ଟି’

    13333
    May 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In