Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

Home ›› ››ଲଣ୍ଡନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ଆୟୋଜନକୁ ନେଇ ଅସନ୍ତୋଷ

ଲଣ୍ଡନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ଆୟୋଜନକୁ ନେଇ ଅସନ୍ତୋଷ

2026-05-25 11:37:23
14706
Share:
Facebook
Twitter
E-Mail
WhatsApp
Telegram
ଲଣ୍ଡନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ଆୟୋଜନକୁ ନେଇ ଅସନ୍ତୋଷ

ଭୁବନେଶ୍ବର : ପୁଣି ଇସ୍କନ ପକ୍ଷରୁ ବିଦେଶରେ ଅଦିନିଆ ରଥଯାତ୍ରା ଆୟୋଜନ କରାଯାଇଛି। ଲଣ୍ଡନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ଆୟୋଜନକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶାସ୍ତ୍ରୀୟ ନୀତି-ନିୟମ ଏବଂ ଶ୍ରୀମନ୍ଦିରର ପରମ୍ପରା ବାହାରେ ଇସ୍କନ ପକ୍ଷରୁ ମନଇଚ୍ଛା ଅନ୍ୟ ତାରିଖରେ ଏହି ପବିତ୍ର ଉତ୍ସବ ପାଳନ କରାଯାଉଥିବାରୁ ପ୍ରବାସୀ ଓଡ଼ିଆ ସମୁଦାୟ ଓ ଜଗନ୍ନାଥ ସଂସ୍କୃତି ବିଶେଷଜ୍ଞମାନେ ଏହାର ତୀବ୍ର ବିରୋଧ କରିଛନ୍ତି।

ୱାଟଫୋର୍ଡଠାରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଏବଂ ଲଣ୍ଡନରେ ରଥଯାତ୍ରା ଶାସ୍ତ୍ର ବିହିତ ତିଥିରେ ନ କରି ଅତିଥିରେ ଆୟୋଜନ କରିବାକୁ ଇସ୍କନ ଲଣ୍ଡନ କର୍ତ୍ତୃପକ୍ଷ ଜିଦ୍ ଧରିଥିବାରୁ ପ୍ରବାସୀ ଓଡ଼ିଆମାନେ ଗଭୀର କ୍ଷୋଭ ଓ ଅସନ୍ତୋଷ ପ୍ରକାଶ କରିଛନ୍ତି। ଇସ୍କନର ଏଭଳି ମନମୁଖି ନିଷ୍ପତ୍ତି ବିଶ୍ବର କୋଟିକୋଟି ଜଗନ୍ନାଥ ଭକ୍ତଙ୍କ ଆବେଗ ଓ ଧାର୍ମିକ ବିଶ୍ବାସକୁ ଗଭୀର ଆଘାତ ଦେଇଛି। ଏ ସମ୍ପର୍କରେ ଜଗନ୍ନାଥ ଭକ୍ତ ଓ ପ୍ରବାସୀ ଓଡ଼ିଆଙ୍କ ପକ୍ଷରୁ ଇସ୍କନ ଲଣ୍ଡନର ମୁଖ୍ୟଙ୍କୁ ଏକ ପତ୍ର ପ୍ରେରଣ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, ସାରା ବିଶ୍ବରେ ଜଗନ୍ନାଥ ଚେତନାର ପ୍ରଚାର ପ୍ରସାର ପାଇଁ ଇସ୍କନର ଉଦ୍ୟମକୁ ସେମାନେ ସମ୍ମାନ ଜଣାନ୍ତି, ମାତ୍ର ସ୍ନାନଯାତ୍ରା ଓ ରଥଯାତ୍ରା ଅଦିନରେ ହେବା ଉଚିତ୍ ନୁହେଁ। ଚଳିତ ମେ’ ୨ ତାରିଖରେ ୱାଟଫୋର୍ଡର ଭକ୍ତିବେଦାନ୍ତ ମ୍ୟାନରଠାରେ ଶ୍ରୀ ନୀଳମାଧବ ପ୍ରଭୁଙ୍କ ସହ ଅନୁଷ୍ଠିତ ଏକ ବୈଠକରେ ପ୍ରତିବାଦ ସହ ତାରିଖ ସଂଶୋଧନ ପାଇଁ ଅନୁରୋଧ କରାଯାଇଥିଲା। ମାତ୍ର ଇସ୍କନ କର୍ତ୍ତୃପକ୍ଷ ସମ୍ପୂର୍ଣ୍ଣ ରୂପେ ଏହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ରଥଯାତ୍ରା କେବଳ କୌଣସି ଆମୋଦ-ପ୍ରମୋଦ ବା ସାଂସ୍କୃତିକ କାର୍ଯ୍ୟକ୍ରମ ନୁହେଁ। ଏହା ଶାସ୍ତ୍ର, ପୁରୀ ଶ୍ରୀମନ୍ଦିର ରୀତିନୀତି ଏବଂ ସନାତନ ଧର୍ମର ଏକ ସର୍ବୋଚ୍ଚ ଆଧ୍ୟାତ୍ମିକ ପର୍ବ। କେବଳ ପ୍ରଶାସନିକ ସୁବିଧା, ସାଂଗଠନିକ ପସନ୍ଦ କିମ୍ବା ବ୍ୟବସାୟିକ କାରଣରୁ ଯେକୌଣସି ତାରିଖରେ ଏହି ଯାତ୍ରା ଆୟୋଜନ କରିବା ଦ୍ବାରା ମହାପ୍ରଭୁଙ୍କ ପରମ୍ପରାର ପବିତ୍ରତା ନଷ୍ଟ ହେଉଛି। ଇତିହାସ ସାକ୍ଷୀ ଅଛି, ଜଗଦ୍‌ଗୁରୁ ଆଦି ଶଙ୍କରାଚାର୍ଯ୍ୟଙ୍କଠାରୁ ଆରମ୍ଭ କରି ପରବର୍ତ୍ତୀ ସମୟରେ ଇସ୍କନର ପ୍ରତିଷ୍ଠାତା ଶ୍ରୀଳ ପ୍ରଭୁପାଦଙ୍କ ପର୍ଯ୍ୟନ୍ତ ସମସ୍ତେ ଶାସ୍ତ୍ରୀୟ ତିଥି ଅନୁସାରେ ହିଁ ମହାପ୍ରଭୁଙ୍କ ଲୀଳା ଖେଳାକୁ ବିଶ୍ବ ଦରବାରରେ ପ୍ରଚାର କରିଥିଲେ। ମହାପ୍ରଭୁଙ୍କ ସଂସ୍କୃତିର ମୌଳିକତା ରକ୍ଷା କରିବା ପାଇଁ ଇସ୍କନ ତୁରନ୍ତ ଏଥିରେ ସୁଧାର ଆଣୁ ବୋଲି ଓଡ଼ିଆ ସମୁଦାୟ ଦାବି କରିଛି। 

Powered by Froala Editor

Tags Iskon

Related articles Odisha News Lens 4.1

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13314
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14796
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14538
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14498
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15073
    May 24, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14526
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14754
    May 25, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15620
    May 24, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15047
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14754
    May 25, 2026
  • ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14538
    May 25, 2026
  • ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13314
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16878
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17497
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17543
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17928
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15527
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14986
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14397
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14522
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15583
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15421
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15162
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15652
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13986
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15073
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15620
    May 24, 2026
  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14526
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In