Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

2026-05-27 07:58:56
14407
Share:
Facebook
Twitter
E-Mail
WhatsApp
Telegram
୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

ଏଆଇ (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)ର ଓପନ୍ ଏଆଇର ଚାଟ୍‌ଜିପିଟି ୮୦ ବର୍ଷ ପୁରୁଣା ଅସମାହିତ ଗଣିତ ପ୍ରଶ୍ନର ସମାଧାନ କରିଛି । ଚାଟ୍‌ଜିପିଟି ବୀଜଗାଣିତିକ ସଂଖ୍ୟା ସିଦ୍ଧାନ୍ତ ଭଳି ଅତ୍ୟନ୍ତ ଜଟିଳ ଗାଣିତିକ ସିଦ୍ଧାନ୍ତର ଉପଯୋଗ କଲା, ଯାହା ବିଶେଷଜ୍ଞଙ୍କୁ ସବୁଠୁ ଅଧିକ ଚକିତ କଲା । କାରଣ ପୂର୍ବରୁ କେହି ଭାବିନଥିଲେ ଯେ ଏହି ଜ୍ୟାମିତିକ ସମସ୍ୟା ସହ ତା’ର ସମ୍ବନ୍ଧ ଥାଇପାରେ । ଅର୍ଥାତ୍ ଚାଟ୍‌ଜିପିଟି କେବଳ ପୁରୁଣା ସୂଚନାକୁ ଦୋହରାଇଲା ତାହା ନୁହେଁ, ବରଂ ଗଣିତର ଦୁଇଟି ଭିନ୍ନ ଭିନ୍ନ କ୍ଷେତ୍ର ମଧ୍ୟରେ ନୂଆ ସମ୍ପର୍କକୁ ମଧ୍ୟ ଦର୍ଶାଇଲା । 

୧୯୪୬ରେ ପ୍ରସିଦ୍ଧ ଗଣିତଜ୍ଞ ପଲ୍ ଏର୍ଡୋସ ଏକ ପ୍ରଶ୍ନ ପଚାରିଥିଲେ ‘ଏକ ସମତଳ ପୃଷ୍ଠରେ କିଛି ବିନ୍ଦୁ ପ୍ରସ୍ତୁତ କରାଯାଉ । ସେହି ବିନ୍ଦୁ ମଧ୍ୟରୁ ଏମିତି କେତେ ଯୋଡ଼ା ହୋଇପାରେ, ଯାହା ମଧ୍ୟରେ ଦୂରତା ଠିକ୍ ୧ ୟୁନିଟ୍ ହୋଇଥିବ?’ ଏହି ପ୍ରଶ୍ନକୁ ‘ପ୍ଲାନାର ୟୁନିଟ୍ ଡିଷ୍ଟାନ୍ସ ପ୍ରୋବ୍ଲେମ୍’ କୁହାଗଲା । ଦୀର୍ଘ ଦଶନ୍ଧି ଧରି ଗଣିତଜ୍ଞଙ୍କ ଧାରଣ ଥିଲା, ସ୍କେ୍ୱୟାର ଗ୍ରିଡ୍ ଅର୍ଥାତ୍ ଚାରିକୋଣିଆ ଜାଲ ଭଳି ସଂରଚନାରୁ ଏହାର ସବୁଠୁ ଠିକ୍ ସମାଧାନ ମିଳିପାରେ । କିନ୍ତୁ ଦୀର୍ଘ ୮୦ ବର୍ଷ ହେଲା ଏହାର ଠିକ୍ ଉତ୍ତର ମିଳିଲା ନାହିଁ । ଏହି ସ୍ଥିତିରେ ଚାଟ୍‌ଜିପିଟି ଏଭଳି ଅଗଣିତ ଉଦାହରଣ ଖୋଲିଲା ଯେଉଁଥିରେ ପୂର୍ବାପେକ୍ଷା ବହୁତ ଅଧିକ ଦୂରତା ଯୋଡ଼ା ପ୍ରସ୍ତୁତ ହୋଇପାରିବ । 

ପ୍ରସିଦ୍ଧ ବ୍ରିଟିଶ ଗଣିତଜ୍ଞ ଟିମୋଥି ଗୋଅର୍ସ ଏହାକୁ ଗଣିତ ଇତିହାସରେ ମାଇଲଖୁଣ୍ଟ କହିଛନ୍ତି । ଅନ୍ୟ ବିଶେଷଜ୍ଞଙ୍କ ଅନୁସାରେ, ଏବେ ଏଆଇ କେବଳ ମଣିଷକୁ ସାହାଯ୍ୟ କରୁଥିବା ଉପକରଣ ହୋଇନାହିଁ³ ନୂଆ ଓ ମୌଳିକ ବିଚାର ପ୍ରଦାନର କ୍ଷମତା ମଧ୍ୟ ପ୍ରଦର୍ଶନ କରୁଛି । ଏ ମାମଲାରେ ଚାଟ୍‌ଜିପିଟି ଲମ୍ବା ଓ ଜଟିଳ ଗାଣିତିକ ଦଲିଲ ପ୍ରସ୍ତୁତ କଲା, ଯାହାକୁ ପରେ ବିଶେଷଜ୍ଞମାନେ ଯାଞ୍ଚ କରି ଠିକ୍ ବୋଲି ପାଇଲେ ।

Powered by Froala Editor

Tags math

Related articles Odisha News Lens 4.1

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14353
    Sep 29, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15548
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13928
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15531
    Sep 29, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14255
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14027
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14074
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14797
    Sep 29, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14719
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15548
    Sep 27, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14727
    Sep 28, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14027
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17824
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14797
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13864
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15707
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15273
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14647
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14240
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15944
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14433
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15625
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14719
    Sep 28, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ଦିଆଯାଉ

    14353
    Sep 29, 2026
  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13928
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In