Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

2026-05-31 11:51:23
13915
Share:
Facebook
Twitter
E-Mail
WhatsApp
Telegram
୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ସୈଦୁଲାଜବ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଚାଲିଥିବା ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତକାଲି ରାତିରୁ ଉଦ୍ଧାରକାରୀ ଦଳ ନିରନ୍ତର ଭାବେ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇ ମେହରୌଲି ଥାନାରେ ଏକ ଅପରାଧିକ ମାମଲା ରୁଜୁ କରାଯାଇଛି। ଦକ୍ଷିଣ ଜିଲ୍ଲାର ଜିଲ୍ଲାପାଳ (DM)ଙ୍କ ନେତୃତ୍ୱରେ ଏକ ମାଜିଷ୍ଟ୍ରେଟ୍ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ, ଅଞ୍ଚଳର ଜରାଜୀର୍ଣ୍ଣ ଏବଂ ବିପଦସଙ୍କୁଳ କୋଠାଗୁଡ଼ିକୁ ଯାଞ୍ଚ କରିବାକୁ ଏବଂ ଆବଶ୍ୟକ ସ୍ଥଳେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ସମସ୍ତ ଅନଧିକୃତ ନିର୍ମାଣ ବିରୋଧରେ କଠୋର ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିବା ବେଳେ, ସମ୍ପୃକ୍ତ ବିଭାଗର ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଦକ୍ଷିଣ ଦିଲ୍ଲୀର ମହରୌଲୀ ଥାନା ଅନ୍ତର୍ଗତ ସାକେତ ମେଟ୍ରୋ ଷ୍ଟେସନ ନିକଟସ୍ଥ ସୈଦୁଲାଜବ ଅଞ୍ଚଳରେ ଏକ ୫ ମହଲା ବିଶିଷ୍ଟ ଆବାସିକ କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଦିଲ୍ଲୀ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚଳାଇଛି। 

Powered by Froala Editor

Tags Rekha gupta

Related articles Odisha News Lens 4.1

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14405
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14691
    May 30, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15497
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14681
    May 30, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    13915
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14219
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14569
    May 31, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13519
    May 30, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15181
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15497
    May 31, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14405
    May 29, 2026
  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13519
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17953
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14569
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14681
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14405
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15348
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14930
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15185
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15668
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14008
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13519
    May 30, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13860
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14219
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In