ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
ଭୁବନେଶ୍ୱର : ପୁଣି ଅଶାନ୍ତ ହେଲା ରାଜଧାନୀ ଭୁବନେଶ୍ୱର। ବୁଲିଲା ଖଣ୍ଡା। ସାମାନ୍ୟ ବଚସାରୁ ହେଲା ମହାଭାରତ। ଦୁର୍ବୃତ୍ତମାନେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣି ଥିବା ଖବର ମିଳିଛି। ଭୁବନେଶ୍ବର ଭରତପୁର ଥାନା ଅଞ୍ଚଳ ତାରିଣୀ ବସ୍ତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଖଣ୍ଡା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
Powered by Froala Editor