Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ...

  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ ...

  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

  • ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ...

  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

2026-06-02 07:36:20
14000
Share:
Facebook
Twitter
E-Mail
WhatsApp
Telegram
ସିବିଏସଇ ୱେବସାଇଟ୍  ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ର ରି-ଇଭାଲ୍ୟୁଏସନ ଅର୍ଥାତ୍ ପୁନଃମୂଲ୍ୟାୟନ) ପୋର୍ଟାଲ୍‌ରେ ପୁଣି ଥରେ ବଡ଼ଧରଣର ବୈଷୟିକ ତ୍ରୁଟି ଦେଖାଦେଇଛି । ମଙ୍ଗଳବାର ବୋର୍ଡ ପକ୍ଷରୁ ପୋର୍ଟାଲ୍ ଆରମ୍ଭ କରାଯାଇଥିବା ଦାବି କରାଯାଇଥିଲେ ମଧ୍ୟ ହଜାର ହଜାର ଛାତ୍ରଛାତ୍ରୀ ଲଗ୍-ଇନ୍ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ବର୍ତ୍ତମାନ ପୋର୍ଟାଲ୍ ସମ୍ପୂର୍ଣ୍ଣ ଭାବେ ଅଚଳ ହୋଇପଡ଼ିଛି ଏବଂ ପିଲାମାନେ ନିଜର ଆବେଦନ ପତ୍ର ଦାଖଲ କରିପାରୁ ନାହାନ୍ତି ।

ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ ସେମାନଙ୍କର ଉତ୍ତର ପତ୍ର ଯାଞ୍ଚ ପାଇଁ ଅପେକ୍ଷା କରିଥିବାରୁ CBSE ଏପର୍ଯ୍ୟନ୍ତ ପୋର୍ଟାଲକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିନାହିଁ। ଗତ ୨୯ ତାରିଖରେ ଉତ୍ତର ପତ୍ର ଯାଞ୍ଚ ଏବଂ ପୁନଃମୂଲ୍ୟାୟନ ପାଇଁ ପୋର୍ଟାଲ ଜୁନ୍ ୧ରୁ କାର୍ଯ୍ୟକ୍ଷମ ହେବ ବୋଲି କହିଥିଲା ସିବିଏସଇ। ଅନେକ ଦ୍ୱାଦଶ ଶ୍ରେଣୀ ଛାତ୍ର ଖାଲି ପୃଷ୍ଠା, କୌଣସି ସୂଚନା ନଥିବା ଲିଙ୍କ୍ ଏବଂ  ଯାନ୍ତ୍ରିକ ତ୍ରୁଟି ବିଷୟରେ ଅଭିଯୋଗ କରିଥିଲେ।

ମଙ୍ଗଳବାର ଭୋର ୪ଟା ୪୨ ମିନିଟ୍‌ରେ ସିବିଏସଇ ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ପୋଷ୍ଟ କରି ପୋର୍ଟାଲ୍ କାର୍ଯ୍ୟକ୍ଷମ ହୋଇଥିବା ସୂଚନା ଦିଆଯାଇଥିଲା । ଏହାପରେ ପୁନଃମୂଲ୍ୟାୟନ ପାଇଁ ଆଶାୟୀ ଛାତ୍ରଛାତ୍ରୀମାନେ ୱେବସାଇଟ୍‌କୁ ଯାଇଥିଲେ । ମାତ୍ର କିଛି ସମୟ ପରେ ସର୍ଭର ଡାଉନ୍ ହୋଇଯାଇଥିଲା । ଛାତ୍ରଛାତ୍ରୀମାନେ ନିଜର ସଠିକ୍ ରୋଲ୍ ନମ୍ବର ଓ ଅନ୍ୟାନ୍ୟ ତଥ୍ୟ ଏବଂ କ୍ୟାପ୍‌ଚା କୋଡ୍ ଦେଇ ଲଗ୍-ଇନ୍ କରିବାକୁ ଚେଷ୍ଟା କଲାବେଳେ ସିଷ୍ଟମ୍ ବାରମ୍ବାର “ଫେଲ୍ଡ” କିମ୍ବା “ଭେରିଫିକେସନ ଫେଲ୍ଡ” ବୋଲି ଦେଖାଉଛି । ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, କିଛି ଛାତ୍ରଛାତ୍ରୀ କଷ୍ଟେମଷ୍ଟେ ଆବେଦନ ପ୍ରକ୍ରିୟା ଶେଷ କରୁଥିଲେ ମଧ୍ୟ ସିଷ୍ଟମ୍ ସେମାନଙ୍କୁ ସବ୍‌ମିଟ୍ କରିବା ପରିବର୍ତ୍ତେ ପୁଣି ଥରେ ହୋମ୍ ପେଜ୍ ବା ଲଗ୍-ଇନ୍ ପେଜ୍‌କୁ ଫେରାଇ ଆଣୁଛି । ଏଥିଯୋଗୁଁ ଦ୍ୱନ୍ଦ୍ୱ ଦେଖାଦେଇଛି ।

Powered by Froala Editor

Tags cbse

Related articles Odisha News Lens 4.1

  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14309
    Jun 01, 2026
  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14535
    Jun 02, 2026
  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି
    ଦେଶ-ଦେଶାନ୍ତର

    କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15463
    Jun 02, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14826
    May 31, 2026
  • ସିବିଏସଇ ୱେବସାଇଟ୍  ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ
    ଦେଶ-ଦେଶାନ୍ତର

    ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14000
    Jun 02, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14335
    May 31, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14273
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15919
    May 31, 2026
  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ
    ଦେଶ-ଦେଶାନ୍ତର

    ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

    14126
    Jun 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14535
    Jun 02, 2026
  • ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14273
    May 31, 2026
  • ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14335
    May 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17569
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14976
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15088
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14806
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15399
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14978
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15191
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14012
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ନେଲେ ଶପଥ

    14197
    Jun 01, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ବିଜୟ

    14826
    May 31, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14273
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In