Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

ରାଜ୍ୟ
Home ›› ରାଜ୍ୟ ››ବୈଷୟିକ ଶିକ୍ଷା କ୍ଷେତ୍ରରେ ଏସ୍‌ଇବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ମିଳିବ ବର୍ଦ୍ଧିତ ସଂରକ୍ଷଣ

ବୈଷୟିକ ଶିକ୍ଷା କ୍ଷେତ୍ରରେ ଏସ୍‌ଇବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ମିଳିବ ବର୍ଦ୍ଧିତ ସଂରକ୍ଷଣ

2026-06-03 04:55:47
14992
Share:
Facebook
Twitter
E-Mail
WhatsApp
Telegram
ବୈଷୟିକ ଶିକ୍ଷା କ୍ଷେତ୍ରରେ ଏସ୍‌ଇବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ମିଳିବ ବର୍ଦ୍ଧିତ ସଂରକ୍ଷଣ

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରୁ ଇଞ୍ଜିନିୟରିଂ ଓ ମେଡିକାଲ୍ ଆଦି ବୈଷୟିକ ଶିକ୍ଷା କ୍ଷେତ୍ରରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ତଥା ସାମାଜିକ ଓ ଶିକ୍ଷାଗତ ପଛୁଆ (ଏସ୍‌ଇବିସି) ବର୍ଗର ଛାତ୍ରଛାତ୍ରୀଙ୍କୁ ବର୍ଦ୍ଧିତ ସଂରକ୍ଷଣ ମିଳିବ। ମଙ୍ଗଳବାର ଏ ନେଇ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ବିଧିବଦ୍ଧ ସ୍ମାରକ ପ୍ରକାଶ ପାଇଛି। ଏହି ନିଷ୍ପତ୍ତି ଦ୍ବାରା ବର୍ତ୍ତମାନ ଅନୁସୂଚିତ ଜନଜାତି ବର୍ଗ ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ହାର ୧୨ରୁ ୨୨.୫ ପ୍ରତିଶତକୁ ଏବଂ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ୮ରୁ ୧୬.୨୫ ପ୍ରତିଶତକୁ ବୃଦ୍ଧି ପାଇଛି। ସେହିପରି ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆବର୍ଗଙ୍କ ପାଇଁ ପୂର୍ବରୁ କୌଣସି ସଂରକ୍ଷଣ ନଥିବା ବେଳେ ବର୍ତ୍ତମାନ ଏହା ୧୧.୨୫ ପ୍ରତିଶତ ହୋଇଛି। ଏହି ସଂରକ୍ଷଣ ବ୍ୟବସ୍ଥା ୨୦୨୬-୨୭ ଚଳିତ ଶିକ୍ଷା ବର୍ଷରୁ ଲାଗୁ ହେବ।
ଗତ ଏପ୍ରିଲ୍ ୪ରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ପରେ ଉପରୋକ୍ତ ବର୍ଗର ଛାତ୍ରଛାତ୍ରୀଙ୍କୁ ଅଧିକ ସଂରକ୍ଷଣ ମିଳିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ। ଏହି ବର୍ଦ୍ଧିତ ସଂରକ୍ଷଣ ଆଇନ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ଅନୁବନ୍ଧିତ କଲେଜ ଓ ଶିକ୍ଷାନୁଷ୍ଠାନ, ଆଇଟିଆଇ ଏବଂ ପଲିଟେକ୍‌ନିକ୍ ଶିକ୍ଷାନୁଷ୍ଠାନଗୁଡ଼ିକରେ ପ୍ରଦାନ କରାଯାଉଥିବା ଇଞ୍ଜିନିୟରିଂ, ଟେକ୍ନୋଲୋଜି, ମ୍ୟାନେଜ୍‌ମେଣ୍ଟ, କମ୍ପ୍ୟୁଟର ଆପ୍ଲିକେସନ୍, ମେଡିସିନ୍, ସର୍ଜରୀ, ଡେଣ୍ଟାଲ, ନର୍ସିଂ, ଫାର୍ମାସି, ଆନୁଷଙ୍ଗିକ ସ୍ୱାସ୍ଥ୍ୟ ବିଜ୍ଞାନ, ପ୍ରାଣୀଚିକିତ୍ସା ବିଜ୍ଞାନ, ଆୟୁର୍ବେଦ, ହୋମିଓପାଥି, ଏଗ୍ରିକଲ୍‌ଚର ଆଣ୍ଡ ଆଲାଏଡ୍‌ ସାଇନ୍ସେସ୍, ଆର୍କିଟେକ୍‌ଚର୍, ପ୍ଲାନିଙ୍ଗ୍‌, ସିନେମାଟିକ
ଆର୍ଟ ଆଣ୍ଡ ଟେକ୍ନୋଲୋଜି ଆଦି ଶିକ୍ଷା କ୍ଷେତ୍ରରେ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଓଡ଼ିଶାରେ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ୨୨.୮୫%, ଅନୁସୂଚିତ ଜାତିଙ୍କ ସଂଖ୍ୟା ୧୭.୧୩ ପ୍ରତିଶତ। ଏସ୍‌ଇବିସି ବର୍ଗଙ୍କ ସଂଖ୍ୟା ଜଣାନଥିଲେ ମଧ୍ୟ ଏହା ଯଥେଷ୍ଟ ଅଧିକ। ନିଯୁକ୍ତି ଏବଂ ସାଧାରଣ ଉଚ୍ଚଶିକ୍ଷାରେ ଅନୁସୂଚିତ ଜନଜାତିଙ୍କ ପାଇଁ ୨୨.୫୦ ପ୍ରତିଶତ, ଅନୁସୂଚିତ ଜାତି ପିଲାଙ୍କ ପାଇଁ ୧୬.୨୫ ପ୍ରତିଶତ ଏବଂ ଏସ୍‌ଇବିସି ବର୍ଗଙ୍କ ପାଇଁ ୧୧.୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିଛି। ତେବେ ଇଞ୍ଜିନିୟରିଂ ଓ ମେଡିକାଲ ପରି ବୈଷୟିକ ଶିକ୍ଷାରେ ଅନୁସୂଚିତ ଜନଜାତିଙ୍କ ପାଇଁ ମାତ୍ର ୧୨ ପ୍ରତିଶତ, ଅନୁସୂଚିତ ଜାତି ପିଲାଙ୍କ ପାଇଁ ୮ ପ୍ରତିଶତ ଏବଂ ଏସ୍‌ଇବିସି ବର୍ଗଙ୍କ ପାଇଁ କୌଣସି ସଂରକ୍ଷଣ ବ୍ୟବସ୍ଥା ନଥିଲା। ଫଳରେ ନିଯୁକ୍ତି କ୍ଷେତ୍ରରେ ସେମାନେ କିପରି ତାଙ୍କର ସଂରକ୍ଷଣ ଅନୁପାତିକ ନିଯୁକ୍ତି ପାଇପାରିବେ ବୋଲି ପ୍ରଶ୍ନ ଉଠୁଥିଲା। ମଙ୍ଗଳବାର ବିଭାଗ ପକ୍ଷରୁ ସ୍ମାରକ ପ୍ରକାଶ ପରେ ଉପରୋକ୍ତ ବର୍ଗର ଦୀର୍ଘଦିନ ଦାବିର ପୂରଣ ହୋଇଛି ବୋଲି କୁହାଯାଇଛି।

Powered by Froala Editor

Tags Scene student

Related articles Odisha News Lens 4.1

  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13996
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15583
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13953
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14790
    Jun 24, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15718
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14842
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15076
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14850
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13655
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14850
    Jun 22, 2026
  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15583
    Jun 22, 2026
  • ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14790
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14790
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14963
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14829
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15612
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14474
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13996
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15076
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14790
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In