Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ରାଜ୍ୟ
Home ›› ରାଜ୍ୟ ››ମୌସୁମୀ ପାଇଁ ରହିଛି ପାଗ ଅନୁକୂଳ, ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଛୁଇଁବ କେରଳମ

ମୌସୁମୀ ପାଇଁ ରହିଛି ପାଗ ଅନୁକୂଳ, ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଛୁଇଁବ କେରଳମ

2026-06-03 05:16:23
14011
Share:
Facebook
Twitter
E-Mail
WhatsApp
Telegram
ମୌସୁମୀ ପାଇଁ ରହିଛି ପାଗ ଅନୁକୂଳ,  ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଛୁଇଁବ କେରଳମ

ଭୁବନେଶ୍ୱର : ଜୁନ୍ ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ କେରଳମ ଏବଂ ତାମିଲନାଡୁ ରାଜ୍ୟର କିଛି ଅଞ୍ଚଳକୁ ଛୁଇଁବା ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ପାଣିପାଗ ବିଭାଗ ସ୍ପଷ୍ଟ କରିଛି ଯେ, ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦକ୍ଷିଣ-ପଶ୍ଚିମ ଓ ଦକ୍ଷିଣ-ପୂର୍ବ ଆରବ ସାଗରର କିଛି ଅଞ୍ଚଳ, ଲାକ୍ଷ‌ାଦ୍ବୀପ ଦ୍ବୀପପୁଞ୍ଜ, କେରଳମ ଓ ତାମିଲନାଡୁ ରାଜ୍ୟର କିଛି ଅଂଶ, ଦକ୍ଷିଣ-ପଶ୍ଚିମ, ପଶ୍ଚିମ-କେନ୍ଦ୍ରୀୟ, ପୂର୍ବ-କେନ୍ଦ୍ରୀୟ, ଉତ୍ତର-ପୂର୍ବ ବଙ୍ଗୋପସାଗର ସହିତ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଆଉ କିଛି ଅଞ୍ଚଳକୁ ସ୍ପର୍ଶ କରିବ। ଆସନ୍ତା ସପ୍ତାହକରେ କେରଳମ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ଯଦି କେରଳମରେ ମୌସୁମି ବାୟୁ ୪ରେ ଛୁଇଁବ, ତେବେ ଓଡ଼ିଶା ଆସିଲା ବେଳକୁ ଜୁନ୍ ୧୪ରୁ ୧୭ ତାରିଖ ହୋଇଯିବ। କାରଣ ଜୁନ୍ ଦ୍ବିତୀୟ ସପ୍ତାହ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସଙ୍କେତ ଦେଖାଯାଉନାହିଁ। ସାଧାରଣ ଭାବେ ଲଘୁଚାପ ଓଡ଼ିଶାକୁ ମୌସୁମି ବାୟୁକୁ ଟାଣି ଆଣିଥାଏ। କିନ୍ତୁ ଜୁନ୍‌ ତୃତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଅର୍ଥାତ ରଜ ବେଳକୁ ରାଜ୍ୟରେ ପ୍ରାକ୍-ମୌସୁମି ବର୍ଷାର ସମ୍ଭାବନା ରହିଛି।

ପଶ୍ଚିମାଝଡ଼ ଯୋଗୁଁ କାଳବୈଶାଖୀଜନିତ ବର୍ଷା ପବନ ପାଇଁ ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା କମିଥିଲା। କିନ୍ତୁ ପଶ୍ଚିମାଝଡ଼ ଅପସରି ଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ଜୁନ୍ ୬ ବେଳକୁ ପୁଣି ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା ୪୧ରୁ ୪୨ଡିଗ୍ରୀ ଅତିକ୍ରମ କରିବ।

Powered by Froala Editor

Tags Monsoon

Related articles Odisha News Lens 4.1

  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14626
    Oct 24, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14226
    Oct 24, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13748
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13768
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14172
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14156
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14494
    Oct 23, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14780
    Oct 24, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15209
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14172
    Oct 24, 2026
  • ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15209
    Oct 23, 2026
  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14156
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17211
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15209
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15551
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15048
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15512
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14847
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14494
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15115
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14415
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14611
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14156
    Oct 24, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15209
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14172
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In